ବାହାନଗା ଟ୍ରେନ୍ ଦୂର୍ଘଟଣା: ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଓଡିଶା ଆସିବେ ମମତା
କୋଲକତା,୩।୬:ବାହାନଗା ଟ୍ରେନ୍ ଦୂର୍ଘଟଣାରେ ସ୍ଥିତି ଅନୁଧ୍ୟାନ ପାଇଁ ଶନିବାର ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜି ବାଲେଶ୍ୱରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରବା ସହ ସେ ଆହତ ବ୍ୟକ୍ତିଙ୍କୁ ଭେଟିବେ।
ସ୍ଥାନୀୟ ଲୋକାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ସୋର,୩।୬(ଡି.ଏନ.ଏ):ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୂର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସେଠାରେ ପହଞ୍ଚି ସେ ସ୍ଥିତି ଅନୁଧ୍ୟାନ କରିବା ସହ ସେ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ସ୍ଥାନୀୟ ଲୋକ ଦୂର୍ଘଟଣାସ୍ଥଳରେ ଆହତ…
ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…
ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ…
ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ
ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ କରିବା…
ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏଯାବତ୍ ୨୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ…
‘ପାକିସ୍ତାନ ପାଇଁ ନରେନ୍ଦ୍ର ମୋଦିଙ୍କଠାରୁ ବି ଆହୁରି ବିପଜ୍ଜନକ ଇମ୍ରାନ ଖାଁ’: ପ୍ରତିରକ୍ଷା ମନ୍ତ୍ରୀ
ଇସଲାମାବାଦ,୩।୬: ପାକିସ୍ତାନରେ ବର୍ତ୍ତମାନର ରାଜନୈତିକ ବାତାବରଣ ଏକଦମ ଖରାପ କହିଲେ କିଛି ଭୁଲ ହେବ ନାହିଁ। ଦେଶର ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ସରକାର ଓ ବିରୋଧୀ ଦଳ ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ) ମୁଖ୍ୟ ଇମ୍ରାନ ଖାଁଙ୍କ ମଧ୍ୟରେ ତୁତୁମେମେ ଲାଗି ରହିଛି। ଇତିମଧ୍ୟରେ…
‘ଆତଙ୍କବାଦର ମୁକାବିଲା କରିବାକୁ ଆମେ ପ୍ରସ୍ତୁତ’, ଗୋଟିଏ ସ୍ବରରେ କହିଲେ ବ୍ରିକ୍ସ ଦେଶ, ଏସ ଜୟଶଙ୍କର ଉଠାଇଥିଲେ ପ୍ରସଙ୍ଗ
ନୂଆଦିଲ୍ଲୀ,୩।୬: ବ୍ରିକ୍ସ ଦେଶ ଆତଙ୍କବାଦର ମୁକାବିଲା କରିବାକୁ ପ୍ରସ୍ତୁତ ହୋଇଗଲାଣି। ଆତଙ୍କବାଦ ବିରୋଧରେ ଯୁଦ୍ଧ ବିଷୟରେ ପାଞ୍ଚ ରାଷ୍ଟ୍ର ବ୍ରିକ୍ସ ଗୋଷ୍ଠୀ ଗୋଟିଏ ମତରେ ଆସିଥିଲେ। ଆତଙ୍କବାଦ ମୁକାବିଲା ପାଇଁ ଏହି ଗୋଷ୍ଠୀ ଶୁକ୍ରବାର ଶପଥ ନେଇଛି। ‘ଦ କେପ ଅଫ…
ଭାରତୀୟ ଗଣତନ୍ତ୍ର ଭୁଶୁଡ଼ିଲେ ବିଶ୍ୱ ପ୍ରଭାବିତ ହେବ: ରାହୁଲ
ଓ୍ବାଶିଂଟନ, ୩ା୬ (ପି.ଟି.): ଭାରତୀୟ ଗଣତନ୍ତ୍ର ସାରା ବିଶ୍ୱର ହିତ ପାଇଁ ଉଦ୍ଦିଷ୍ଟ। ଗଣତନ୍ତ୍ର ଭୁଶୁଡ଼ିଲେ, ବିଶ୍ୱ ଉପରେ ଏହାର ପ୍ରଭାବ ପଡ଼ିବ ଏବଂ ଏହା ଆମେରିକାର ଜାତୀୟ ସ୍ବାର୍ଥ ନୁହେଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଗଣତନ୍ତ୍ର ପ୍ରସଙ୍ଗ…
ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର, ୩ା୬(ବ୍ୟୁରୋ): ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ଲାଗି ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କ ଲାଗି ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ଲାଗି ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…
ବାହାନଗା ଟ୍ରେନ୍ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି
ସୋର,୩।୬(ଡି.ଏନ.ଏ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚତ୍ଛି। ଏଥିସହ ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ହେବ ଜଣାପଡିଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ…
ଘଟଣାସ୍ଥଳରେ ରାଜସ୍ବ ମନ୍ତ୍ରୀ, ଏମ୍ପି, ବିଧାୟକ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣା ବାବଦରେ ସେ ରେଳମନ୍ତ୍ରୀଙ୍କ ସହ ଆଲୋଚନା…
କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ…
ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ମେଡିକାଲରେ ୩୫୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ଗୁରୁତରଙ୍କ ମଧ୍ୟରୁ କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ। ପୁଣି ପ୍ରଚୁର…
Archives


