Home

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ ୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓ ୨ଟି ଜେନେରାଲ ବଗିକୁ ମିଶାଇ…

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ…

କାର୍‌ ଓ ବାଇକ୍‌ ଧକ୍କାରେ ଦମ୍ପତିଙ୍କ ମତ୍ୟୁ

ପାପଡାହାଣ୍ଡି,୨।୬(ଡି.ଏନ.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ନିକଟରେ ଶୁକ୍ରବାର ଏକ କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଉଭୟଙ୍କ ମୃତ ଦେହ ପାପଡାହାଣ୍ଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ…

୪୫ଟି ବ୍ୟାଗ୍‌ରେ ମିଳିଛି କଟା ମଣିଷଙ୍କ ଅଙ୍ଗ

ମେକ୍ସିକୋ,୨।୬: ମଣିଷକୁ ଖଣ୍ଡ ଖଣ୍ଡ କରି ୪୫ଟି ବ୍ୟାଗ୍‌ରେ କରାଯାଇଛି ଭର୍ତ୍ତି। ଏପରି କଟା ମଣିଷ ଭର୍ତ୍ତି ବ୍ୟାଗ୍‌ ଡ୍ରେନ୍‌ରେ ଫିଙ୍ଗା ଯାଇଥିବା ଦେଖିବାକୁ ମିଳିଛି। ଯାହା ସମସ୍ତଙ୍କୁ ତାଜୁବ୍‌ କରିଛି। ଏପରି ଘଟଣା ଘଟିଛି ପଶ୍ଚିମ ମେକ୍ସିକୋର ଜାଲିସ୍କୋରେ। ତେବେ…

ଉଚ୍ଚଶିକ୍ଷା ପାଇଁ ଆଦିବାସୀ ଛାତ୍ରଙ୍କୁ ଅର୍ଥ ସାଜିଛି ବାଧକ

କର୍ଲାମୁଣ୍ଡା,୨।୬(ଡିଏନଏ): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଜଣେ ଛାତ୍ରଙ୍କ ଉଚ୍ଚ ଶିକ୍ଷା ପାଇଁ ଅର୍ଥ ବାଧକ ସାଜିିଛି। ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ପଞ୍ଚାୟତ ରାଜପୁର ଗାଁର ହେମଲତା ମାଝୀଙ୍କ ପୁଅ…

ନୂଆ ସଂସଦରେ ‘ଅଖଣ୍ଡ ଭାରତ’ ଚିତ୍ରକୁ ନେଇ ଚିନ୍ତା ପ୍ରକଟ କଲା ପାକିସ୍ଥାନ, କହିଲା ବିସ୍ତାରବାଦୀ ବିଚାରଧାରା ରଖିଛି ଭାରତ

ଇସଲାମବାଦ,୨।୬: ନୂଆ ସଂସଦ ଭବନ ଉଦ୍‌ଘାଟନକୁ ନେଇ ବିବାଦ ଲାଗି ରହିଥିବାବେଳେ ଏବେଆଉ ଏକ ବିବାଦ ମୁଣ୍ଡ ଟେକିଛି। ନୂଆ ସଂସଦକୁ ନିଜ ସରକାରୀ ମୁଖପାତ୍ର ‘ଗ୍ଲୋବାଲ ଟାଇମ୍ସ’ ମାଗାଜିନ୍‌ରେ ଚାଇନା ଏହାକୁ ପ୍ରଶଂସା କରିଛି। କିନ୍ତୁ ପଡୋଶୀ ଦେଶ ପାକିସ୍ଥାନ…

ରାହୁଲ ବେରୋଜଗାର ଅଛନ୍ତି, ଏହାର ଅର୍ଥ ଦେଶ ବେରୋଜଗାର ନୁହେଁ: ତାମିଲନାଡୁ ଭାଜପା ଅଧ୍ୟକ୍ଷ

ଚେନ୍ନାଇ,୨।୬: ତାମିଲନାଡୁର ଭାଜପା ଅଧ୍ୟକ୍ଷ କେ ଅନ୍ନାମଲାଇ ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଣ୍ଡିଆ ଟୁଡେକୁ ଏକ ସାକ୍ଷାତକାରରେ ସେ କହିଛନ୍ତି, ରାହୁଲ ବେରୋଜଗାର ଅଛନ୍ତି, ଏହାର ଅର୍ଥ ନୁହେଁ ଯେ ସାରା ଦେଶ େରୋଜଗାର ଅଛି। ସେ ଆହୁରି…

ହାଇକୋର୍ଟରୁ ସିସୋଡିଆଙ୍କୁ ସାମାନ୍ୟ ଆଶ୍ୱସ୍ତି

ନୂଆଦିଲ୍ଲୀ,୨।୬: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ହାଇକୋର୍ଟ ଆମ ଆଦମୀ ପାର୍ଟି(ଏଏପି) ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କୁ ଶୁକ୍ରବାର ଅର୍ଥାତ୍‌ ୨ ଜୁନରେ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କୋର୍ଟ ସିସୋଡିଆଙ୍କୁ…

୨୦୦ ଭାରତୀୟ ମତ୍ସଜୀବୀ, ୩ କଏଦୀଙ୍କୁ ମୁକ୍ତ କରିବ ପାକିସ୍ତାନ, ଓ୍ବାଘା ସୀମା ଦେଇ ଭାରତକୁ କରିବ ହସ୍ତାନ୍ତର

ଇସଲାମାବାଦ,୨।୬: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜରଦାରୀ ଭାରତ ଗସ୍ତ କରିବା ପରେ ଏବେ ସେମାନଙ୍କ ମନୋଭାବରେ ସାମାନ୍ୟ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ପ୍ରଥମେ ଭାରତକୁ ପ୍ରଶଂସା କରିବା ଆଉ ଏବେ ସେ ଘୋଷଣା କରିଛନ୍ତି କି ପାକିସ୍ତାନ ଶୁକ୍ରବାର…

କଲ୍ୟାଣ ମଣ୍ଡପ ନିର୍ମାଣର ଟେଣ୍ଡର ଫିକ୍ସିଂ ଅଭିଯୋଗର ତଦନ୍ତ କରିବେ ଉପଜିଲାପାଳ

କେସିଙ୍ଗା,୨।୬(ଡିଏନଏ): କଳାହାଣ୍ଡି ଜିଲା କେସିଙ୍ଗା ଏନ.ଏ.ସିର ୱାର୍ଡ ନମ୍ବର ୨ରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଗତ ଦୁଇମାସରେ ଶେଷ ହୋଇଥିଲା। ଏହି ଟେଣ୍ଡର ପ୍ରକ୍ରିୟାକୁ ବିରୋଧ କରି ଏନ.ଏ.ସିର ଦୁଇ ଜଣ କାଉନସିଲର ରୋହିତ ଜୈନ…

ଡବ୍ଲୁଟିସି ଫାଇନାଲ: ଟିମ୍‌ ଇଣ୍ଡିଆ ପାଇଁ ଭାରି ପଡିପାରନ୍ତି କଙ୍ଗାରୁ ଟିମ୍‌ର ଏହି ଖେଳାଳି

ନୂଆଦିଲ୍ଲୀ,୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ। ଜୁନ୍‌ ୭ରୁ ଲଣ୍ଡନର ଓଭାଲରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ। ତେବେ ମଇଦାନରେ ଦ୍ରୁତ ବୋଲର୍‌ଙ୍କ ଦ୍ୱାରା ଭଲ ରନ୍‌ କରିହେବ ବୋଲି…

କଂଗ୍ରେସର ୫ ଗ୍ୟାରେଣ୍ଟି ଉପରେ ମୋହର ଲଗାଇଲା କର୍ନାଟକ କ୍ୟାବିନେଟ

ବେଙ୍ଗାଲୁରୁ,୨।୬: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଶୁକ୍ରବାର କହିଛନ୍ତି, କଂଗ୍ରେସ ନିର୍ବାଚନ ପୂର୍ବରୁ ଯେଉଁ ୫ଟି କଥା ଦେଇଥିଲା ଏ ସବୁକୁ ଚଳିତ ଆର୍ଥିକ ବର୍ଷରେ ଲାଗୁ କରାଯିବ। ଜୁନ ୨ ଶୁକ୍ରବାର ସିଦ୍ଦାରାମାୟା କହିଛନ୍ତି, ନିର୍ବାଚନ ସମୟରେ ଓ ଏହା ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri