Home

ରାଇସ୍‌ମିଲରେ ଘୋଟାଲା ଘଟଣା: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଚ୍ଛିତ ଧାନ ଚାଉଳକୁ…

ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ବାଲିଆ ଗ୍ରାମରେ ମା’ ତାରିଣୀ ରାଇସ୍‌ ମିଲରେ ହୋଇଥିବା ଘୋଟାଲା ଓ ଜିଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଜାଲ୍‌ ଡିଜିଟାଲ ଦସ୍ତଖତକୁ ନେଇ ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱ ହେଲା ଖୋଳତାଡ଼ ଲାଗିରହିଥିବା ବେଳେ…

ଜାପାନ ପ୍ରଧାନମନ୍ତ୍ରୀଙ୍କୁ ସ୍ବତନ୍ତ୍ର ଉପହାର ଦେଲେ ମୋଦି, ତାଙ୍କ ସ୍ତ୍ରୀଙ୍କୁ ଦେଲେ…

ଟୋକିଓ/ନୂଆଦିଲ୍ଲୀ,୩୦ା୮: ଭାରତ ଏବଂ ଜାପାନ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଟୋକିଓ ଗସ୍ତରେ ଯାଇଛନ୍ତି। ଏହି ସମୟରେ ମୋଦି ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କୁ ଏକ ସ୍ବତନ୍ତ୍ର ଉପହାର ପ୍ରଦାନ…

ମୋଦିଙ୍କ ଚାଇନା ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ, ରହିଛି ସାରା ବିଶ୍ୱର ନଜର

ବେଜିଂ,୩୦।୮: ସାତ ବର୍ଷରୁ ଅଧିକ ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଚାଇନାରେ ପହଞ୍ଚିଛନ୍ତି। ସାରା ବିଶ୍ୱ ଏହି ଗସ୍ତ ଉପରେ ନଜର ରଖିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସାକ୍ଷାତକୁ ସାରା ବିଶ୍ୱ ଉତ୍ସାହର…

୭ ବର୍ଷ ପରେ ଚାଇନା ମାଟିରେ ପାଦ ଦେଲେ ମୋଦି, ରେଡ କାର୍ପେଟରେ ଗ୍ରାଣ୍ଡ ଓ୍ବେଲକମ

ବେଜିଂ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର (୩୦ ଅଗଷ୍ଟ ୨୦୨୫) SCO ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ପହଞ୍ଚିଛନ୍ତି। ଶିଖର ସମ୍ମିଳନୀ ବ୍ୟତୀତ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ପୃଥକ ଦ୍ୱିପାକ୍ଷିକ ଆଲୋଚନା…

ଟ୍ରମ୍ପଙ୍କ ଟାରିଫକୁ ଆମେରିକା କୋର୍ଟ କହିଲା ବେଆଇନ, ଭାରତକୁ ମିଳିବ କି ଲାଭ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୩୦।୮: ଭାରତ ପାଇଁ ଏକ ସମ୍ଭାବ୍ୟ ଆଶ୍ୱସ୍ତି ସ୍ବରୂପ, ଆମେରିକାର ଏକ ଫେଡେରାଲ ଆପିଲ କୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଭାରତ ଉପରେ ଲଗାଯାଇଥିବା ଶୁଳ୍କକୁ ଅବୈଧ ଘୋଷଣା କରିଛି। କୋର୍ଟ ତାଙ୍କ ନିଷ୍ପତ୍ତିରେ କହିଛନ୍ତି ଯେ ଟ୍ରମ୍ପଙ୍କ ପାଖରେ…

ଅସିମ ମୁନିରଙ୍କୁ କିଏ ଆଉ କାହିଁକି ପିନ୍ଧାଇଲେ ଗେରୁଆ ଶାଲ? ଭାଇରାଲ ହେଉଛି ପାକିସ୍ତାନ ଫିଲ୍ଡ ମାର୍ଶଲଙ୍କ ଭିଡିଓ

ଇସଲାମାବାଦ,୩୦।୮: ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ଶୁକ୍ରବାର (୨୯ ଅଗଷ୍ଟ ୨୦୨୫) ଦରବାର ସାହିବ କରତାରପୁର ଗସ୍ତ କରିଥିଲେ। ଏହି ଅଞ୍ଚଳ ବର୍ତ୍ତମାନ ଭୟଙ୍କର ବନ୍ୟାରେ ଫସି ରହିଛି। ମୁନିର ଏଠାରେ ପାକିସ୍ତାନୀ ଶିଖ ସମ୍ପ୍ରଦାୟର ଲୋକଙ୍କୁ…

ଅକ୍ଟୋବରରୁ ପୋଲିସ SI ପରୀକ୍ଷା, ସେପ୍ଟେମ୍ବର ୨୦ରୁ ଡାଉନ୍‌ଲୋଡ୍‌ କରିପାରିବେ ଆଡ୍‌ମିଟ୍‌ କାର୍ଡ

ଭୁବନେଶ୍ୱର,୩୦ା୮: ଅକ୍ଟୋବରରୁ ଆରମ୍ଭ ହେବ ପୋଲିସ SI ପରୀକ୍ଷା। OMR ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। SI ର଼୍ୟାଙ୍କର ସମସ୍ତ CPSE-୨୦୨୪ ପରୀକ୍ଷା ହେବ। ତେବେ ଅକ୍ଟୋବର ୪ ଏବଂ ୫ରେ ଏହି ପରୀକ୍ଷା ରାଜ୍ୟର ବିଭିନ୍ନ ଜିଲାରେ ଅନୁଷ୍ଠିତ…

ବନୀକରଣ କ୍ଷେତ୍ର ପରିଦର୍ଶନ କଲେ ପିସିସିଏଫ୍‌

ପାଟଣା,୩୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରି ସେକ୍ସନ ଜଡ଼ିପଦା ସଂରକ୍ଷିତ ଜଙ୍ଗଲ, ସାହାରପଡ଼ା ସେକ୍ସନ ନୟାଜଗନ୍ନାଥପୁର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ ଏବଂ ପାଟଣା ସେକ୍ସନ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ପାଟଣା ବନ ବିଭାଗ ତରଫରୁ ହେଇଥିବା ଚାରାରୋପଣ କ୍ଷେତ୍ରକୁ…

ଆମେରିକା ଭାରତର ଶତ୍ରୁ ନା ମିତ୍ର; ଗୁମର ଖୋଲିଦେଲେ ରାଜନାଥ ସିଂ

ଓ୍ବାଶିଂଟନ୍‌,୩୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଭାରତ ଉପରେ ଲାଗୁ କରାଯାଇଥିବା ୫୦ ପ୍ରତିଶତ ଟାରିଫ୍‌ ବିଷୟରେ ସାରା ବିଶ୍ୱରେ ଆଲୋଚନା ହେଉଛି। ଟ୍ରମ୍ପଙ୍କ ଟାରିଫ୍‌ ଧମକ ମଧ୍ୟରେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏକ ବଡ଼ ବୟାନ ଦେଇଛନ୍ତି।…

ଜାପାନରେ ମୋଦିଙ୍କୁ ଏମିତି କହି ଡାକିଲେ ଲୋକେ: ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩୦।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ସହ ଟୋକିଓରୁ ସେଣ୍ଡାଇ ବୁଲେଟ ଟ୍ରେନରେ ଯାତ୍ରା କରିଥିଲେ। ଉଭୟ ନେତା ସୋସିଆଲ ମିଡିଆରେ ସେମାନଙ୍କ ଯାତ୍ରାର ଫଟୋ ଶେୟାର କରିଥିଲେ। ଜାପାନ ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ…

ପେନସନ ପାଇଁ ଆବେଦନ କଲେ ଜଗଦୀପ ଧନକର: ଜାଣନ୍ତୁ କେତେ ମିଳିବ

ନୂଆଦିଲ୍ଲୀ,୩୦।୮: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖର ଜୁଲାଇ ୨୨ରେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ସେ ଇସ୍ତଫା ପଛରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇଥିଲେ। ଇସ୍ତଫା ଦେବା ପରେ ଜଗଦୀପ ଧନକର ଆଗକୁ ଆସିନାହାଁନ୍ତି ଏବଂ ତାଙ୍କର କୌଣସି ବିବୃତ୍ତି ମଧ୍ୟ…

ସାମ୍ବାଦିକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

ପାପଡାହାଣ୍ଡି,୩୦।୮(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଠାରେ ଜଣେ ସାମ୍ବାଦିକଙ୍କୁ ଛୁରାମାଡ଼ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଛୁରାମାଡ଼ରେ ସାମ୍ବାଦିକ ସୁମିତ ଘଣ୍ଟ ଗୁରୁତର ହୋଇ ବିଶାଖାପାଟଣା ମେଡିକାଲ ସ୍ଥାନାନ୍ତର ହୋଇଛନ୍ତି। ସୂଚନା ଅନୁଯାୟୀ ପାପଡାହାଣ୍ଡି ଗ୍ରାମର ନବରଙ୍ଗପୁର ଜିଲା ଅର୍ଗସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri