କାହାକୁ ଚିୟର କରିବେ ଗିଲ୍ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO
ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଏଥିରେ ତାଙ୍କୁ ପଚରାଯାଇଥିଲା ଯେ, ସେ କେଉଁ ଦଳକୁ…
ଯାତ୍ରୀବାହୀ ବସ୍କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…
ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର ଅଭିମୁଖେ ଯାଉଥିବା ଘରୋଇ ବସ (ଲକ୍ଷ୍ମୀ) ସୋହେଲା ଡଙ୍ଗାଘାଟ ନାଲା ପାର ହୋଇ…
କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ
ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ ଲକ୍ଷ୍ୟ ବୋଲି କୁହାଯାଇଥିଲା। ତେବେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ କ୍ରୀଡ଼ା ସାମଗ୍ରୀ…
କେମୋଥେରାପିରେ ସୀମିତ କ୍ୟାନ୍ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା
ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ ଆବଶ୍ୟକ ସ୍ବାସ୍ଥ୍ୟସେବା ମିଳୁନାହିଁ। କେବଳ କେମୋଥେରାପିରେ ଚିକିତ୍ସା ସୀମିତ ରହିଯାଇଛି। ଏଭଳି ସ୍ଥିତିରେ…
ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…
ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ ଅଭିଯୁକ୍ତ ଦିଅରଙ୍କୁ ଶୁକ୍ରବାର ଗିରଫ କରିଛି। ଅଭିଯୁକ୍ତ…
ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍ ଜଣେ ମହିଳା
ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା ଶିଖରଚଣ୍ଡୀ, ନୀଳକଣ୍ଠେଶ୍ୱର ଓ କନକ ଦୁର୍ଗା ମନ୍ଦିରରୁ ଚୋରି ହୋଇଛି। ଗୁରୁବାର ବିଳମ୍ବିତ…
ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ
ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ ଦଳଗୁଡିକ ଦୃଢ଼ ନିନ୍ଦା କରିଛନ୍ତି। ଶୁକ୍ରବାର ୪ଟି ବାମପନ୍ଥୀ ଦଳର ମିଳିତ ଟିମ୍…
ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’
ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ ହେବାକୁ ଥିବା ଶାନ୍ତି ଆଲୋଚନା ଯଦି ବିଫଳ ହୁଏ, ତେବେ ଆମେରିକା ଇରାନ…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ ସମ୍ପୂର୍ଣ୍ଣ ଭାବେ ‘ହାଇ ଆଲର୍ଟ’ ଜାରି କରାଯିବା ସହ ପ୍ରତିନିଧିମାନଙ୍କ ସୁରକ୍ଷା ପାଇଁ…
ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି
ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି। ପ୍ରାୟ ୩୩ ଜଣ ଭକ୍ତ ଏଥିରେ ଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ…
ଥଲାପତି ବିଜୟଙ୍କୁ ବଡ଼ ଝଟ୍କା: ଅନୁରୋଧ କରି କହିଲେ…
ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ କାରଣରୁ ଏହି ଫିଲ୍ମଟି ଅନେକ ଥର ସ୍ଥଗିତ ରଖାଯାଇଛି। ଏବେ ଫିଲ୍ମର କିଛି…
ହର୍ମୁଜରୁ ଭାରତୀୟ ଜାହାଜ ପାର୍ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…
ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ ଭାବରେ କାର୍ଯ୍ୟ କରେ, ତଥାପି ସଂଘର୍ଷ ପରେ ମଧ୍ୟ, ଏହି ଅଞ୍ଚଳରେ ସାମୁଦ୍ରିକ…
Archives


