ଡ୍ରୋନ ଆକ୍ରମଣରେ ଆଇଏସ ନେତା ଉସମା ମୃତ: ଆମେରିକା ସେଣ୍ଟ୍ରାଲ କମାଣ୍ଡ…
କାହିରା,୧୦।୭ : ଆମେରିକାର ସେଣ୍ଟ୍ରାଲ କମାଣ୍ଡ ଦାବି କରିଛି ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ (ଆଇଏସ) ର ଜଣେ ବରିଷ୍ଠ ନେତା ଜୁଲାଇ ୭ ରେ ପୂର୍ବ ସିରିଆରେ ଆମେରିକାର ଡ୍ରୋନ ଆକ୍ରମଣରେ ନିହତ ହୋଇଛନ୍ତି। ପ୍ରତିରକ୍ଷା ବିଭାଗ କହିଛି ଘଟଣାର…
ନାଟୋରେ ସ୍ବିଡେନକୁ ସାମିଲ କରିବା ପାଇଁ ଆମେରିକାର ଉଦ୍ୟମ…
ଓ୍ବାଶିଂଟନ,୧୦।୭ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ସ୍ବିଡେନକୁ ନାଟୋରେ ଅନ୍ତର୍ଭୁକ୍ତ ହେବା ନେଇ ତୁର୍କୀ ରାଷ୍ଟ୍ରପତି ତାଇପ ଏର୍ଦୋଗନଙ୍କ ସହ ଫୋନରେ କଥା ହୋଇଛନ୍ତି। ହ୍ବାଇଟ ହାଉସ ପକ୍ଷରୁ ଏହା ବିଷୟରେ ସୂଚନା ଦେଇଛି। ହ୍ବାଇଟ ହାଉସ ଅନୁଯାୟୀ ଆମେରିକାର…
ହଡସନ ଭ୍ୟାଲିରେ ପ୍ରଳୟଙ୍କରୀ ବନ୍ୟା…
ଓ୍ବାଶିଂଟନ,୧୦।୭ : ଆମେରିକାର ଆର୍ଥିକ ରାଜଧାନୀ ନ୍ୟୁୟର୍କରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ହଡସନ ଭ୍ୟାଲି ସହରରେ ବନ୍ୟାଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ବର୍ଷା ଯୋଗୁଁ ରାସ୍ତାଗୁଡ଼ିକ ବନ୍ୟା ଜଳରେ ବୁଡ଼ି ରହିଛି । ଜାତୀୟ ପାଣିପାଗ ସେବା…
ହରମନ୍ପ୍ରୀତଙ୍କ ଅର୍ଦ୍ଧଶତକରେ ଜିତିଲା ଭାରତ
ମୀରପୁର, ୧୦ା୭(ପି.ଟି.): ବାଂଲାଦେଶ ବିପକ୍ଷ ପ୍ରଥମ ମହିଳା ଟି୨୦ ମ୍ୟାଚରେ ଭାରତକୁ ଜିତାଇଛନ୍ତି ଅଧିନାୟିକା ହରମନ୍ପ୍ରୀତ କୌର ଓ ସ୍ପିନର। ପ୍ରଥମେ ଭାରତୀୟ ସ୍ପିନର ବାଂଲାଦେଶକୁ ମାତ୍ର ୧୧୪ ରନ୍ରେ ସୀମିତ ରଖିବା ପରେ ହରମନ୍ପ୍ରୀତଙ୍କ ଅପରାଜିତ ୫୪ ରନ୍ ବଳରେ…
ଶ୍ରୀଲଙ୍କା ବିଶ୍ୱକପ୍ କ୍ୱାଲିଫାୟର ଚାମ୍ପିୟନ
ହରାରେ,୧୦ା୭: ନେଦରଲାଣ୍ଡ୍ସକୁ ପରାସ୍ତ କରି ବିଶ୍ୱକପ୍ କ୍ୱାଲିଫାୟରରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଶ୍ରୀଲଙ୍କା। ରବିବାର ହରାରେ ସ୍ପୋଟର୍ସ କ୍ଲବରେ ଖେଳାଯାଇଥିବା ମ୍ୟାଚ୍ରେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୨୩୩ ରନ୍ କରିଥିଲା। ଜବାବରେ ନେଦରଲାଣ୍ଡ୍ସ ୧୦୫ ରନ୍ରେ ସମସ୍ତ ଉଇକେଟ…
ବିଜୟ ସହ ଭାରତର ଅଭିଯାନ
ଭୁବନେଶ୍ୱର, ୧୦।୭ (ତପନ ସ୍ବାଇଁ): ତାଇପେରେ ଚାଲିଥିବା ଏସିଆନ ପୁରୁଷ ଭଲିବଲ ଚ୍ୟାଲେଞ୍ଜ୍ କପ୍ରେ ଭାରତୀୟ ସିନିୟର ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ରବିବାର ଅନୁଷ୍ଠିତ ମ୍ୟାଚରେ ଭାରତ ଶକ୍ତିଶାଳୀ ହଂକଂ, ଚାଇନାକୁ ୩:୦ (୨୫-୨୨, ୨୫-୧୮, ୨୫-୧୭)ରେ…
ଆର୍ବି ଚେସ୍: ଆଦ୍ୟା ଅଦ୍ଭିତ ଚାମ୍ପିୟନ
ଭୁବନେଶ୍ୱର, ୧୦।୭ (ତପନ ସ୍ବାଇଁ): ପୋଖରୀପୁଟସ୍ଥିତ ଆର୍ବି ଚେସ୍ ସେଣ୍ଟର୍ ଆନୁକୁଲ୍ୟରେ ଅନୁଷ୍ଠିତ ପ୍ରଥମ ଚେସ୍ ଚାମ୍ପିଅନଶିପ୍ରେ ଆଦ୍ୟା ଅଦ୍ଭିତ ଦାସ ଚାମ୍ପିୟନ ହୋଇଛନ୍ତି। ସତ୍ୟ ସ୍ବରୂପ ତ୍ରିପାଠୀ ରନର୍ସଅପ୍ ଏବଂ ସାଇ ସ୍ବାଗତ ପରିଜା ତୃତୀୟ ସ୍ଥାନ ଅଧିକାର କରିଛନ୍ତି।…
ଆନ୍ତଃ ଜିଲା ମହିଳା ଟି୨୦: ଯାଜପୁର ଚାମ୍ପିୟନ
କଟକ,୧୦ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ରେଭେନଶା ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ଆନ୍ତଃ ଜିଲା ମହିଳା ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଭୁବନେଶ୍ୱରକୁ ହରାଇ ଯାଜପୁର ଚାମ୍ପିଅନ ହୋଇଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭୁବନେଶ୍ୱର ୨୦ ଓଭରରେ ୪ ଉଇକେଟ ହରାଇ…
ହେଡିଂଲେରେ ଜିତିଲା ଇଂଲଣ୍ଡ
ହେଡିଂଲେ, ୧୦ା୭: କ୍ରମାଗତ ଦୁଇଟି ମ୍ୟାଚରେ ବାଜବଲ୍ ଫେଲ୍ ମାରିବା ପରେ ହେଡିଂଲେରେ ଅନୁଷ୍ଠିତ ତୃତୀୟ ଟେଷ୍ଟ ମ୍ୟାଚକୁ ଜିତି ନେଇଛି ଇଂଲଣ୍ଡ। ହ୍ୟାରୀ ବ୍ରୁକ୍ଙ୍କ ଜବରଦସ୍ତ ଅର୍ଦ୍ଧଶତକ ସହିତ ନିମ୍ନକ୍ରମରେ କ୍ରିସ୍ ଓକ୍ସ ଓ ମାର୍କ ଉଡ୍ଙ୍କ ବ୍ୟାଟିଂ ବଳରେ…
କ୍ରୀଡ଼ାବିତ୍, କୋଚ୍ ପୁରସ୍କୃତ
ଭୁବନେଶ୍ୱର,୧୦ା୭ (ତପନ ସ୍ବାଇଁ): ଓଡ଼ିଶାର ୫ କ୍ରୀଡ଼ାବିତ୍ ଓ କୋଚ୍ଙ୍କୁ ଅଷ୍ଟମ ମୁକୁନ୍ଦ ବରାଳ ସ୍ମାରକୀ କ୍ରୀଡା ପ୍ରତିଭା ଓ କ୍ରୀଡାଗୁରୁ ସମ୍ମାନ ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧିତ ହୋଇଥିବା କ୍ରୀଡାବିତମାନେ ହେଲେ ବାପି ଦାସ (କୁସ୍ତି), ଡି. ଭଗବାନ ରେଡ୍ଡି (କରାଟେ),…
ସ୍କୁଲ୍ସ ଚେସ୍: ନମସ୍ୟ ନଳିନୀଙ୍କୁ ଟାଇଟଲ
ଭୁବନେଶ୍ୱର, ୧୦।୭ (ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଟଙ୍କପାଣି ରୋଡ୍ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରାଜ୍ୟ ସ୍କୁଲ୍ସ ଓପନ ଚେସ୍ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କେଦାରଗୌରୀ ସେଣ୍ଟ ଜାଭିୟର ହାଇସ୍କୁଲର…
ଟିପିସିଓଡିଏଲର ସ୍ବତନ୍ତ୍ର ଅଭିଯାନ
ଭୁବନେଶ୍ୱର,୧୦।୭: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଓ ସୁରକ୍ଷା ପଦକ୍ଷେପ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ମୌସୁମୀ ବର୍ଷା…
Archives


