ବାଇଡେନ-କମଲା ହାରିସଙ୍କ ଟ୍ୟାକ୍ସ ରିଟର୍ନରୁ ଜଣାପଡ଼ିଲା ତାଙ୍କର ମୋଟ ଆୟ…
ଓ୍ବାଶିଂଟନ,୧୯।୪ : ୨୦୨୨ ପାଇଁ ଆୟକର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କ ଦ୍ୱାରା ସାର୍ବଜନୀନ କରାଯାଇଛି। ଏହା ଅନୁଯାୟୀ, ୨୦୨୨ ମସିହାରେ ଆମେରିକା ରାଷ୍ଟ୍ରପତି ଏବଂ ତାଙ୍କ ପତ୍ନୀ ଜିଲ ବିଡେନଙ୍କ ମିଳିତ ଆୟ ୫…
କିମ୍ ଉତକ୍ଷେପଣ କରିବେ ଗୁପ୍ତଚର ଉପଗ୍ରହ: ମହାକାଶରୁ ଶତ୍ରୁଙ୍କ ଉପରେ ରଖିବ ନଜର…
ପ୍ୟୋଙ୍ଗୟାଙ୍ଗ,୧୯।୪ : ଉତ୍ତର କୋରିଆ ଏହାର ପ୍ରଥମ ଗୁପ୍ତଚର ଉପଗ୍ରହ ଉତକ୍ଷେପଣ କରିବାକୁ ଯାଉଛି। ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ୍ ତାଙ୍କ ଅଧିକାରୀମାନଙ୍କୁ ଏହାକୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ଉତ୍ତର କୋରିଆର ସରକାରୀ ନ୍ୟୁଜ ମିଡିଆ ଏଜେନ୍ସି…
ଆଲିଆ ମାଲାବାରର ନ୍ୟୁ ବ୍ରାଣ୍ଡ୍ ଆମ୍ବାସାଡର
ନୂଆଦିଲ୍ଲୀ,୧୯।୪: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍ ଆମ୍ବାସାଡର ଭାବେ ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍ ହୋଇଛନ୍ତି। ୨୦୧୨ରେ ବଲିଉଡ୍ରେ ପାଦ ଦେଇଥିବା ଆଲିଆ ଖୁବ୍ କମ୍ ଦିନ ମଧ୍ୟରେ ବେଶ୍ ଲୋକପ୍ରିୟ ଓ…
ଏଏସ୍ବିଏମ୍ରେ ଗବେଷଣାତ୍ମକ ସ୍ନାତକ ପାଠ୍ୟକ୍ରମ
ଭୁବନେଶ୍ୱର,୧୯।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍ବିଏମ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ଶିକ୍ଷାବର୍ଷ (୨୦୨୩-୨୪ ବର୍ଷ) ଠାରୁ ନୂତନ ଶିକ୍ଷା ତଥା ଗବେଷଣାତ୍ମକ ସ୍ନାତକ ପାଠ୍ୟକ୍ରମର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ରାଜ୍ୟର ପ୍ରଥମ ଘରୋଇ ବିଶ୍ୱବିଦ୍ୟାଳୟ ଭାବେ ଜାତୀୟ…
ମୁମ୍ବାଇରେ ଆପଲ୍ର ପ୍ରଥମ ରିଟେଲ ଷ୍ଟୋର
ମୁମ୍ବାଇ,୧୯।୪: ପ୍ରିମିୟମ ସ୍ମାର୍ଟଫୋନ ତଥା ଆଇ ଫୋନ ନିର୍ମାତା ଆପଲ’ର ପ୍ରଥମ ରିଟେଲ ଷ୍ଟୋର ମଙ୍ଗଳବାର ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ (ବିକେସି) ସ୍ଥିତ ଜିଓ ଓ୍ବାଲର୍ଡ ସେଣ୍ଟରଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଆପଲର ସିଇଓ ଟିମ୍…
ଆକର୍ଷଣୀୟ ଅକ୍ଷୟ ତୃତୀୟା ଅଫର
ଭୁବନେଶ୍ୱର,୧୯।୪: ରାଜ୍ୟର ପ୍ରମୁଖ ରୂପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାର ପକ୍ଷରୁ ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଆକର୍ଷଣୀୟ ଅକ୍ଷୟ ତୃତୀୟା ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ରୁପା ଅଳଙ୍କାରର ଗଢ଼ା ମଜୁରି ଉପରରେ ଫ୍ଲାଟ ୫୦%…
ନିସ୍କୁ ଶ୍ରେଷ୍ଠ ଘରୋଇ ଶିକ୍ଷାନୁଷ୍ଠାନର ସମ୍ମାନ
ଭୁବନେଶ୍ୱର,୧୯।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ନିସ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷ କରି ଶିକ୍ଷା ଓ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନିସ୍କୁ ରାଜ୍ୟର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନର ସମ୍ମାନ ଦିଆଯାଇଛି। ଉଲ୍ଲେଖଯୋଗ୍ୟ…
ଜିଓ ସିନେମାରେ ରେକର୍ଡ ସଂଖ୍ୟକ ଦର୍ଶକ
ନୂଆଦିଲ୍ଲୀ,୧୯।୪: ରିଲାଏନ୍ସ ଜିଓର ପ୍ରମୁଖ ପ୍ଲାଟଫର୍ମ ଜିଓ ସିନେମାରେ ଚଳିତ ବର୍ଷର ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ସିଧା ପ୍ରସାରଣ କରାଯାଉଛି। ଏପରିକି ଜିଓ ସିନେମାରେ ମ୍ୟାଚ୍ ଦେଖୁଥିବା ଦର୍ଶକଙ୍କ ସଂଖ୍ୟାରେ ମଧ୍ୟ ପ୍ରତିଦିନ ନୂଆ ରେକର୍ଡ ସ୍ଥାପନ ହେଉଛି ବୋଲି…
ରାଉରକେଲାରେ କଲ୍ୟାଣ ଜୁଏଲର୍ସ ଉଦ୍ଘାଟିତ
ଭୁବନେଶ୍ୱର/ରାଉରକେଲା ଅଫିସ,୧୯।୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ଓଡ଼ିିଶା ୟୁନିଟ୍ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ରାଉରକେଲା ସିଭିଲ ଟାଉନଶିପ ପାନପୋଷ ରୋଡ୍ର ନେକ୍ସା ବିଲ୍ଡିଂ ପରିସରରେ କଲ୍ୟାଣ ଜୁଏଲର୍ସର ଉକ୍ତ ଷ୍ଟୋର ଆନୁଷ୍ଠାନିକ…
ଆଜି ଖସିବ ନାସା ସାଟେଲାଇଟ୍
ଓ୍ବାଶିଂଟନ୍,୧୯।୪: ନାସାର ଏକ ଅଚଳ ଉପଗ୍ରହ ବୁଧବାର ପୃଥିବୀପୃଷ୍ଠକୁ ଖସିବା ନେଇ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ସତର୍କ କରାଯାଇଛି। ୬୦୦ ପାଉଣ୍ଡ (୨୭୨ କିଲୋଗ୍ରାମରୁ ଅଧିକ) ଓଜନର ଏହି ଉପଗ୍ରହ ବୁଧବାର ରାତି ୯ଟା ୩୦ ମିନିଟ୍ (ଇଷ୍ଟର୍ନ…
ୟୁକ୍ରେନୀୟ ଅଞ୍ଚଳରେ ପୁଟିନ୍
ମସ୍କୋ,୧୯ା୪: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ନିଜ ଦଖଲକୁ ନେଇଥିବା ୨ ୟୁକ୍ରେନୀୟ ଅଞ୍ଚଳ ଖେରସନ୍ ଓ ଲୁହାନ୍ସ୍କର ସେନା କମାଣ୍ଡରଙ୍କୁ ସୋମବାର ଭେଟିଛନ୍ତି। ୨ ମାସ ମଧ୍ୟରେ ଏହା ହେଉଛି ପୁଟିନ୍ଙ୍କ ଦ୍ୱିତୀୟ ୟୁକ୍ରେନ୍ ଗସ୍ତ। ସମ୍ପୃକ୍ତ ଅଞ୍ଚଳରେ ମସ୍କୋର…
ଦୁର୍ଘଟଣାମୁକ୍ତ ସେବା ପାଇଁ ଓଡ଼ିଶା ଡ୍ରାଇଭର ପୁରସ୍କୃତ
ନୂଆଦିଲ୍ଲୀ,୧୯ା୪ : ଦୀର୍ଘ ୩୪ ବର୍ଷ ଧରି ଦୁର୍ଘଟଣାମୁକ୍ତ ସେବା ପାଇଁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ଡ୍ରାଇଭର ଶେଖ୍ ଦୟାନ ମଙ୍ଗଳବାର ପୁରସ୍କୃତ ହୋଇଛନ୍ତି। ଆସୋସିଏଶନ ଅଫ୍ ଷ୍ଟେଟ୍ ରୋଡ୍ ଟ୍ରାନ୍ସପୋର୍ଟ ଅଣ୍ଡରଟେକିଂ (ଏଏସ୍ଆର୍ଟିୟୁ) ପକ୍ଷରୁ ଏହି ପୁରସ୍କାର…
Archives


