ସ୍ପେସଏକ୍ସ ଏକ୍ସ-୨ ମିଶନ: ପ୍ରଥମ ସୌଦି ମହିଳା ରୟନା ବରନାଓ୍ବି ମହାକାଶରୁ ଫେରିଲେ…
ଦୁବାଇ,୧।୬ : ଫ୍ଲୋରିଡା ଠାରୁ ଆରମ୍ଭ ହୋଇଥିବା ଆକ୍ସିୟମ ସ୍ପେସ ଦ୍ୱାରା ଆୟୋଜିତ ଅନ୍ତର୍ଜାତୀୟ ସ୍ପେସ ଷ୍ଟେଶନ (ଆଇଏସଏସ)ର ଏକ ବ୍ୟକ୍ତିଗତ ମିଶନ ଏକ୍ସ-୨ରେ ପ୍ରଥମ ସୌଦି ମହିଳାଙ୍କ ଚାଳକ ଦଳରେ ମହାକାଶକୁ ଯାତ୍ରା କରିଥିଲେ। ତାଙ୍କ ସମେତ ଦୁଇ ଜଣ…
ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ
ପୁରୀ ଅଫିସ,୧।୬: ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଧବାର ଓସ୍ବାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର,…
ପ୍ରଶାସନ ପକ୍ଷରୁ ୩୨ ଜବରଦଖଲକାରୀଙ୍କୁ ଉଚ୍ଛେଦ
ବଡ଼ମ୍ବା,୧।୬(ଡି.ଏନ.ଏ.): ଦୀର୍ଘଦିନ ଧରି ସରକାରୀ ଜାଗାକୁ ଜବରଦଖଲ କରି ଆସୁଥିବା ୩୨ ବ୍ୟକ୍ତିଙ୍କୁ ବଡମ୍ବା ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ କରାଯାଇଛି। ଜବରଦଖଲ ଉଚ୍ଛେଦ ପାଇଁ ବହୁଦିନ ଧରି ଗମେଇ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଆସୁଥିଲା। ହେଲେ କୌଣସି ସୁଫଳ…
ଫାଇନାଲରେ ଭାରତ
ସାଲାଲା (ଓମାନ), ୧।୬: ଏଠାରେ ଚାଲିଥିବା ଏସିଆ କପ୍ ଜୁନିୟର ହକି ଟୁର୍ନାମେଣ୍ଟର ଫାଇନାଲରେ ଭାରତ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ସେମିଫାଇନାଲରେ ଭାରତ ବବିଂ ସିଂଙ୍କ ହ୍ୟାଟ୍ରିକ ଗୋଲ ବଳରେ ଦକ୍ଷିଣ କୋରିଆକୁ ୯-୧ ଗୋଲରେ ପରାସ୍ତ କରିଛି। ଭାରତ…
ପୂର୍ବତନ ଚାମ୍ପିୟନ ଓଷ୍ଟାପେଙ୍କୋ ବିଦା
ପ୍ୟାରିସ୍, ୧ା୬(ପି.ଟି.): କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରୁ ବିଦାୟ ନେଇଛନ୍ତି ପୂର୍ବତନ ଚାମ୍ପିୟନ ଜେଲେନା ଓଷ୍ଟାପେଙ୍କୋ। ଏକାଧିକ ସିଡେଡ୍ ଖେଳାଳି ସହଜ ବିଜୟ ହାସଲ କରିଥିବା ବେଳେ ଓଷ୍ଟାପେଙ୍କୋ ଓ ବିଶ୍ୱ ମାନ୍ୟତାର ୫ ନମ୍ବର ସ୍ଥାନରେ ଥିବା…
ରୋଇଂରୁ କିଟ୍କୁ ରୌପ୍ୟ, ଭାରୋତ୍ତୋଳନରୁ ବ୍ରୋଞ୍ଜ୍
ଭୁବନେଶ୍ୱର, ୧।୬ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ବୁଧବାର କିଟ୍କୁ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ମିଳିଛି। ଗୋରଖପୁରରେ ଅନୁଷ୍ଠିତ ମହିଳା ୫୦୦ ମିଟର ଡବଲ୍ ସ୍କଲ୍ (ଡବ୍ଲ୍ୟୁ୨ଏକ୍ସ) ଇଭେଣ୍ଟରେ ଅବିନାଶ…
ଯୋଗାଣ ହେଉଛି ବାଲି, ଗୋଡ଼ିମିଶା ଚାଉଳ
ଭବାନୀପାଟଣା,୧।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ କାର୍ଯ୍ୟାଳୟ (ଆଇସିଡିଏସ)ରେ ଦୁର୍ନୀତିର ଗନ୍ଧ ଏବେ ବାରି ହେଉଛି। ବର୍ତ୍ତମାନ ଚାଉଳ ଯୋଗାଣକାରୀ ସଂସ୍ଥା ନିଷ୍ପାପ ଶିଶୁଙ୍କ ଜୀବନ ପ୍ରତି ଖେଳ ଖେଳୁଛନ୍ତି। ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଣ ହେଉଥିବା…
ଜାହୋଉଙ୍କ ସହ ଓଡ଼ିଶା ଏଫ୍ସିର ଚୁକ୍ତି
ଭୁବନେଶ୍ୱର, ୧।୬(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଏଫ୍ସି ଆଗାମୀ ୨ ବର୍ଷ ପାଇଁ ମିଡ୍ଫିଲ୍ଡ ତାରକା ଅହମଦ ଜାହୋଉଙ୍କ ସହ ଚୁକ୍ତି କରିଛି। ଏହି ମରକ୍କୋ ଖେଳାଳି ପୂର୍ବରୁ ଏଫ୍ସି ଗୋଆ ଏବଂ ମୁମ୍ବାଇ ସିଟି ଏଫ୍ସି ପକ୍ଷରୁ ଖେଳିବାର ଅଭିଜ୍ଞତା ରଖିଛନ୍ତି।…
ଓଡ଼ିଶା ଫୁଟ୍ବଲରେ ନୂଆ ଅଧ୍ୟାୟ
ଭୁବନେଶ୍ୱର, ୧ା୬ (ସ୍ପୋଟର୍ସ ବ୍ୟୁରୋ): ଜୁନ୍ ୯ରୁ ଓଡ଼ିଶାରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ ଅନୁଷ୍ଠିତ ହେବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଟି ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ର ଉଦ୍ଘାଟନ କରିଛନ୍ତି। ଓଡ଼ିଶା ଫୁଟବଲରେ ଏକ ଐତିହାସିକ…
ସ୍ପର୍ଶ ହସ୍ପିଟାଲ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ
ଭୁବନେଶ୍ୱର,୧।୬: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ପର୍ଶ ଗ୍ରୁପ୍ ହସ୍ପିଟାଲ୍ସ ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ଏକ ସଚେତନତା ପଦଯାତ୍ରା ଶହୀଦନଗର ଏବଂ କଣ୍ଟାବାଡ଼ ସ୍ଥିତ ହସ୍ପିଟାଲ ପରିସରରେ ଆୟୋଜନ…
ବୀମାର ଆବଶ୍ୟକତା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୧।୬: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ)ର ଜଟଣୀ ଶାଖା ତଥା ଖୋର୍ଦ୍ଧା କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଖୋର୍ଦ୍ଧା ଜିଲା ପଞ୍ଚୁପଲ୍ଲୀ ଗ୍ରାମପଞ୍ଚାୟତଠାରେ ଏକ ଜନ ସୁରକ୍ଷା ସମ୍ପୂତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏସ୍ବିଆଇର ମହାପ୍ରବନ୍ଧକ ପୋନ୍ନମବଲମ…
ଜୀ-ସାର୍ଥକର ନୂଆ ଟ୍ୟାଗ୍ଲାଇନ ଉନ୍ମୋଚିତ
ଭୁବନେଶ୍ୱର,୧।୬: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଘରୋଇ ଟିଭି ଚ୍ୟାନେଲ ଜୀ-ସାର୍ଥକର ନୂଆ ଟ୍ୟାଗ୍ଲାଇନ ‘ରଚିବା ନିତି କାଲିର ଭିତ୍ତି’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ନୂତନ ଟ୍ୟାଗ୍ଲାଇନ ମାଧ୍ୟମରେ ଜୀ-ସାର୍ଥକ ଓଡ଼ିଶାର ପ୍ରଗତିଶୀଳ ସଶକ୍ତ ଓଡ଼ିଆ ମହିଳା ଚିନ୍ତାଧାରାକୁ…
Archives


