Home

ଏଲ୍‌ଆଇସି ଏଚ୍‌ଏଫ୍‌ଏଲ୍‌ର ସିଏସ୍‌ଆର୍‌ ଅଭିଯାନ

ଭୁବନେଶ୍ୱର,୧୭।୪: ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍‌ (ଏଲ୍‌ଆଇସି ଏଚ୍‌ଏଫ୍‌ଏଲ୍‌) ପକ୍ଷରୁ ସ୍ବାସ୍ଥ୍ୟ ସ୍ବରାଜ ସୋସାଇଟିକୁ ଏକ ଆମ୍ବୁଲାନ୍ସ ପ୍ରଦାନ କରାଯାଇଛି। ବିଶେଷ କରି ଏଲ୍‌ଆଇସି ଏଚ୍‌ଏଫ୍‌ଏଲ୍‌ର କର୍ପୋରେଟ ସୋସିଆଲ ରେସପନସିବିଲିଟି (ସିଏସଆର) କାର୍ଯ୍ୟକ୍ରମ ଜରିଆରେ ଉକ୍ତ ଆମ୍ବୁଲାନ୍ସ ଦିଆଯାଇଛି। ଏପରିକି ଏଲ୍‌ଆଇସି…

ଏମ୍‌ଜିର ସ୍ମାର୍ଟ ଇଭି-କମେଟ ପ୍ରଦର୍ଶିତ

ନୂଆଦିଲ୍ଲୀ,୧୭।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଏମଜି ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ସ୍ମାର୍ଟ ଇଲେକଟ୍ରିକ ଭେହିକିଲ (ଇଭି) କମେଟ’ର ଉତ୍ପାଦନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀର ଗୁଜରାଟସ୍ଥିତ ହାଲୋଲ କାରଖାନାରୁ ପ୍ରଥମ…

ଗୁଣାତ୍ମକ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୭।୪: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡିଶା ୟୁନିଟ ଝାରସୁଗୁଡାଠାରେ ଏକ ସ୍ବାସ୍ଥ୍ୟ ସଚେତନତା ଅଧିବେଶନର ଆୟୋଜନ କରାଯାଇଥିଲା। ବିଶେଷ କରି ଗର୍ଭବତୀ ଏବଂ…

ପିଏନ୍‌ବି କଟକ ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୧୭।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର କଟକ ମଣ୍ଡଳ ନୂତନ ମଣ୍ଡଳ ମୁଖ୍ୟ ଭାବେ ଜଗବନ୍ଧୁ ପାଢ଼ୀ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପାଢ଼ୀ ଏହା ପୂର୍ବରୁ କୋଲକାତା ଜୋନ୍‌ରେ ଭିଜିଲାନ୍ସ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଏପରିକି ୧୯୯୩ରେ ପାଢ଼ୀ…

ପାଣି ଭିତରେ ଫୁଲରେ ତିଆରି ହୋଇଛି ଭଗବାନ ଶ୍ରୀକୃଷ୍ଣଙ୍କ ଛବି, ଭିଡିଓ ଦେଖିଲେ…

ସମଗ୍ର ବିଶ୍ୱରେ କୁଶଳୀ ପ୍ରତିଭାଙ୍କର ଅଭାବ ନାହିଁ। ଅନେକ ଥର ଏହିପରି ପ୍ରତିଭା ଆଖି ସାମ୍ନାକୁ ଆସିଥାଏ, ଯାହା ବିଶ୍ୱାସ କରିବା ଆମ ପକ୍ଷେ କଷ୍ଟକର ହୋଇଥାଏ। ଅନେକ କଳାକାର ଅଛନ୍ତି,ଯେଉଁମାନେ ସେମାନଙ୍କର କଳାକୁ ନେଇ ବେଶ୍‌ ବିସ୍ମିତ। ସୋସିଆଲ ମିଡିଆରେ…

ୱି୨୦ ଫ୍ୟାନ୍‌ ଫେଷ୍ଟ ଚାଲେଞ୍ଜ

ନୂଆଦିଲ୍ଲୀ,୧୭।୪: ଦେଶର ପ୍ରମୁଖ ଟେଲିକମ୍‌ ବ୍ରାଣ୍ଡ୍‌ ୱି ପକ୍ଷରୁ ଏକ ଅଭିନବ ପ୍ରତିଯୋଗିତାର ଶୁଭାରମ୍ଭ କରାଯାଇଛି। ଏପରିକି ୱି ୨୦ ଫ୍ୟାନ୍‌ ଫେଷ୍ଟ ଚାଲେଞ୍ଜରେ ଅଂଶଗ୍ରହଣ କରିବା ଲାଗି କମ୍ପାନୀ ପକ୍ଷରୁ ଗ୍ରାହକମାନଙ୍କୁ ଆମନ୍ତ୍ରଣ କରାଯାଉଛି, ଯେଉଁଥିରେ ସେମାନଙ୍କୁ ପ୍ରତି ମ୍ୟାଚ୍‌…

ପୁଞ୍ଜି ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୪: ଗତ କିଛି ମାସ ହେବ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ସହ ସ୍ଥାନୀୟ ବଜାରରେ ମାନ୍ଦାବସ୍ଥା ଜାରି ଯୋଗୁ ପୁଞ୍ଜି ବଜାରରେ ଆଶା ଓ ଆଶଙ୍କା ଦେଖାଦେଇଥିଲା। ଏପରି କି ଶେୟାର ବଜାରରେ ମଧ୍ୟ କ୍ରମାଗତ ଭାବେ କାରବାର…

ଆଇପିଏଲ୍‌ରେ ପ୍ରଥମ ବାପପୁଅ ସଚିନ ତେନ୍ଦୁଲକର-ଅର୍ଜୁନ

ମୁମ୍ବାଇ, ୧୭ା୪: ପ୍ରଶଂସକମାନଙ୍କର ଦୁଇ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବିପକ୍ଷ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଖେଳି ତାଙ୍କ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପଦାର୍ପଣ…

ଆଇପିଏଲ୍‌ରେ ପ୍ରଥମ ଯାଆଁଳା ଭାଇ

ମୁମ୍ବାଇ, ୧୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଇତିହାସରେ ଦୁଇ ଭାଇ ଖେଳିବାର ଅନେକ ନଜିର ରହିଛି। ମାତ୍ର ପ୍ରଥମ ଯାଆଁଳାଭାଇ ଚଳିତ ସଂସ୍କରଣରେ ଖେଳିଛନ୍ତି। ସେ ହେଲେ ଦକ୍ଷିଣ ଆଫ୍ରିକାର ମାର୍କୋ ଜାନସେନ ଓ ଡୁଆନ ଜାନସେନ। ବାମହାତୀ ଦ୍ରୁତବୋଲର…

ନନ୍ଦିନୀଙ୍କୁ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ

ନୂଆଦିଲ୍ଲୀ,୧୭।୪: ରାଜସ୍ଥାନର ୧୯ ବର୍ଷୀୟା ନନ୍ଦିନୀ ଗୁପ୍ତା ୨୦୨୩ ବର୍ଷ ପାଇଁ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ ଜିତିଛନ୍ତି। ଦିଲ୍ଲୀର ଶେୟା ପୁଞ୍ଜା ପ୍ରଥମ ରନର୍ସ ଅପ୍‌ ହୋଇଥିବାବେଳେ ମଣିପୁରର ଥୋଉନାଓଜାମ୍‌ ଷ୍ଟ୍ରେଲା ଲୁଓ୍ବାଙ୍ଗ ଦ୍ୱିତୀୟ ରନର୍ସ ଅପ୍‌ ହୋଇଛନ୍ତି। ମଣିପୁର…

ଆଦାନୀ ଦୁର୍ନୀତିର ପ୍ରତୀକ: ରାହୁଲ

କୋଲାର,୧୭ା୪ : କର୍ନାଟକର କୋଲାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେବା ଅବସରରେ ଆଦାନୀ ‘ଦୁର୍ନୀତି’ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜୋର୍‌ଦାର ସମାଲୋଚନା କରିଛନ୍ତି। ସେ କେନ୍ଦ୍ରର ଭାଜପା ସରକାରଙ୍କୁ ଭୟ…

ଶାହାଙ୍କ କାର୍ଯ୍ୟକ୍ରମରେ ଅଂଶୁଘାତ: ୮ ମୃତ

ନଭି ମୁମ୍ବାଇ, ୧୭ା୪ : ନଭି ମୁମ୍ବାଇରେ ରବିବାର ମହାରାଷ୍ଟ୍ର ଭୂଷଣ ପୁରସ୍କାର ପ୍ରଦାନ ଉତ୍ସବ ବେଳେ ଅଂଶୁଘାତରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ୫୦ ଜଣ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପୁରସ୍କାର ବିତରଣ ଉତ୍ସବରେ ସ୍ବରାଷ୍ଟ୍ର ମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri