Home

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର ୯ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ବ୍ଲକର ସଭାଗୃହରେ ସମୀକ୍ଷା କରିଥିଲେ।…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି। ବାୟୁ ସୀମା କଟକଣା ସହ ବିମାନ ଇନ୍ଧନ ଦର ବୃଦ୍ଧି କାରଣରୁ ବାହାର…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା ପାଇଁ ୧୦୮କୁ ଫୋନ କରିଥିଲେ। ତୁରନ୍ତ ତାଙ୍କୁ ପାଇଁ ନିକଟସ୍ଥ ଯୋଗୀମୁଣ୍ଡା ସବସେଣ୍ଟରରୁ…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌କୁ ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟ ବୁଧବାର ରାଜି ହୋଇଛନ୍ତି।…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା। ହେଲେ ଅପରାହ୍ନରୁ କାଳବୈଶାଖୀ ବର୍ଷା ଥଣ୍ଡା କରିଦେଇଥିଲା। ଆକାଶରେ କଳାହାଣ୍ଡିଆ ବାଦଲ ଦେଖାଦେବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖରେ ଶେଷ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍‌/ତା୧୯.୫.୨୦୨୬…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି ପ୍ରଦୀପ ନାୟକଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ଜଙ୍ଗମ ସାହି ନିକଟସ୍ଥ ଇଣ୍ଡିଆନ ପେଟ୍ରୋଲ…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା ବେଳେ ଗୋଟିଏ ମହଲା ଛାତରୁ ଖସି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଛି । ଅନେକ ସମୟରେ ଭଞ୍ଜନଗର ପୋଲିସ ଏବଂ ଅବକାରୀ ବିଭାଗ…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର ୧୬ ବଲେ୍‌ରେ ଅର୍ଦ୍ଧଶତକ ହାସଲ କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଏଭଳି କାରନାମା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା । ଏଥିରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?