Home

ଜିଲାରେ ୩ ବର୍ଷ ପୂରଣ କରିଥିବା ଅଧିକାରୀଙ୍କ ତଥ୍ୟ ଦିଅ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ଗୋଟିଏ ଜିଲାରେ ୩ ବର୍ଷ ଚାକିରିରେ ଥିବା ଅଧିକାରୀମାନଙ୍କୁ ଏବେ ବଦଳି କରିବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏନେଇ ଗତ ୨୫ ତାରିଖରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ…

ଏଥର କମିପାରେ ଯୁକ୍ତ୨ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ମେ’ ୨୯ ସୋମବାର ପୂର୍ବାହ୍ନ ୧୧ଟାରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଛାତ୍ରୀଛାତ୍ର ମନ ପସନ୍ଦର କଲେଜରେ ନାମ ଲେଖାଇବା ପାଇଁ ସାମ୍‌ସ ପୋର୍ଟାଲ ମାଧ୍ୟମରେ କମନ ଆପ୍ଲିକେଶନ ଫର୍ମ ପୂରଣ କରିବାକୁ ପଡ଼ିବ। www.samsodisha.gov.inରେ ଲଗ୍‌…

ବ୍ଲାଡର ରୋଗର ଚିକିତ୍ସା କରିବ ମାଇକ୍ରୋ ରୋବଟ

ବ୍ଲାଡର ରୋଗର ଚିକିତ୍ସା ପାଇଁ ଏକ ସରଳ ତଥା ସହଜ ପଦ୍ଧତି ନିକଟରେ ଆବିଷ୍କୃତ ହୋଇଛି। ୟୁନିଭର୍ସିଟି ଅଫ ଓ୍ବାଶିଂଟନ୍‌ର କେମିକାଲ ଆଣ୍ଡ ବାୟୋଲୋଜିକାଲ ବିଭାଗର ପୋଷ୍ଟ-ଡକ୍ଟରାଲ ଗବେଷକ ଜିନ୍‌ ଲି’ ଏ ବିଷୟରେ ସୂଚନା ଦେଇଛନ୍ତି। ସେ ତାଙ୍କ ସହଯୋଗୀଙ୍କ…

ଟେନ୍‌ସନ୍‌ରୁ ଦୂରେଇ ରହିବାର ସହଜ ଉପାୟ

ବର୍ତ୍ତମାନର ବ୍ୟସ୍ତମୟ ଜୀବନରେ ଟେନସନ୍‌ର ବଶବର୍ତ୍ତୀ ହେବା କିଛି ନୂଆ କଥା ନୁହେଁ। ତେବେ ଏହାକୁ ନେଇ ଅଧିକ ଚିନ୍ତା କରିବା ପରିବର୍ତ୍ତେ ସେଥିରୁ କିପରି ରକ୍ଷା ପାଇବେ ସେ ନେଇ ଧ୍ୟାନ ଦେବା ଦରକାର। ଏଭଳି କେତୋଟି ସରଳ ତଥା…

କାଶତଣ୍ଡୀ ପାଇଁ ବିପଦରେ ଋଷିକୁଲ୍ୟା

ଧରାକୋଟ,୨୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଜୀବନ ରେଖା ଋଷିକୁଲ୍ୟା ନଦୀ ଏବେ କାଶତଣ୍ଡୀ ବା ଚଢ଼େୟା ଲତା ପାଇଁ ବିପଦରେ। ଋଷିମାଳ ପର୍ବତରୁ ବାହାରି ସୋରଡ଼ା, ଧରାକୋଟ, ଆସିକା, ପୁରୁଷୋତ୍ତମପୁର, ଛତ୍ରପୁର ଓ ଗଞ୍ଜାମ ବ୍ଲକ ଅଞ୍ଚଳରେ ଋଷିକୁଲ୍ୟା ନଦୀ ପ୍ରବାହିତ ହେଉଛି।…

ବନ୍ଧୁତାର ନିଆରା ଉଦାହରଣ: ଜଣଙ୍କ ଜଳନ୍ତା ଚିତାକୁ ଡେଇଁଲେ ଅନ୍ୟ ଜଣେ…

ଫିରୋଜାବାଦ,୨୯।୫ : ଏ ଦୋସ୍ତି ହମ ନେହିଁ ତୋଡଙ୍ଗେ…ଗୀତଟି ବଲିଉଡର ବ୍ଲକବଷ୍ଟର ଚଳଚ୍ଚିତ୍ର ଶୋଲେର। ଏହି ଗୀତରେ ଦୁଇ ସାଙ୍ଗଙ୍କ ବନ୍ଧୁତା ଦର୍ଶାଯାଇଛି। ଚଳଚ୍ଚିତ୍ରରେ ଥିବା ଜୟ ଏବଂ ବୀରୁଙ୍କ ମଧ୍ୟରେ ଥିବା ରିଲ୍‌ ଲାଇଫର ବନ୍ଧୁତାର ଉଦାହରଣ ଏବେ ରିୟଲ…

ମଦଭାଟି ନିକଟରେ ପଡ଼ିଛି ଯୁବକଙ୍କ ମୃତଦେହ

କଣ୍ଟିପାଳ,୨୯ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୋଚିନ୍ଦା ପଞ୍ଚାୟତ ଖଡ଼ିପାଳ ଗ୍ରାମରେ ଥିବା ମଦଭାଟି ନିକଟରେ ସୋମବାର ଭୋର ସମୟରେ ଗ୍ରାମବାସୀ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି…

ଶେଷ ହେଲା କଂଗ୍ରେସର ବୈଠକ, ଅଧ୍ୟାଦେଶ ଉପରେ କେଜରିଓ୍ବାଲଙ୍କୁ ସମର୍ଥନ ଦେବାକୁ ନେଇ କିଛି ସ୍ପଷ୍ଟ ହେଲାନାହିଁ

ନୂଆଦିଲ୍ଲୀ,୨୯।୫: ମଧ୍ୟପ୍ରଦେଶ ନିର୍ବାଚନର ରଣନୀତି, ପାଇଲଟ ଗେହଲୋଟଙ୍କ ବିବାଦ ଓ କେଜରିଓ୍ବାଲଙ୍କୁ ସମର୍ଥନ ଏସବୁ ପ୍ରସଙ୍ଗକୁ ନେଇ ସୋମବାର କଂଗ୍ରେସ ମୁଖ୍ୟାଳୟରେ ହୋଇଛି ବୈଠକ। ଏବେ ଏହି ବୈଠକ ଶେଷ ହୋଇଥିବା ବେଳେ କେଜରିଓ୍ବାଲଙ୍କୁ ସମର୍ଥନ ଦେବା ପ୍ରସଙ୍ଗରେ କୌଣସି ସ୍ପଷ୍ଟ…

ଅଘୋଷିତ ବିଦ୍ୟୁତ୍‌ କାଟ୍‌: କର୍ମଚାରୀଙ୍କୁ ଆକ୍ରମଣ

ନୀଳଗିରି,୨୯ା୫(ସ୍ବ.ପ୍ର.): ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ନୀଳଗିରି ଟାଟା ପାଓ୍ବାରର ନୀଳଗିରି ସେକ୍ସନ ଜେଇ ପାର୍ଥସାରଥୀ ବାରିକଙ୍କୁ ମାଡ଼ ହୋଇଛି। ଏକ ବିବାହ ଭୋଜି ଖାଇ ଫେରିବା ବେଳେ ତାଙ୍କୁ ୧୦ରୁ ୧୨ ଜଣ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

କଂଗ୍ରେସ ମୁଖ୍ୟାଳୟ ପହଞ୍ଚିଲେ ରାହୁଲ ଗାନ୍ଧୀ, ରାଜସ୍ଥାନ କଳହଠାରୁ ମଧ୍ୟ ପ୍ରଦେଶ ନିର୍ବାଚନକୁ ନେଇ ହେବ ଆଲୋଚନା

ନୂଆଦିଲ୍ଲୀ,୨୯।୫: ମଧ୍ୟପ୍ରଦେଶ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ ରାଜ୍ୟ କଂଗ୍ରେସ ନେତାଙ୍କ ସହ ଆଲୋଚନା କରିବେ। ଏଥି ସହ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ସଚିନ ପାଇଲଟଙ୍କ ମଧ୍ୟରେ…

୧୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ…

ଆମେରିକାକୁ ଚ୍ୟାଲେଞ୍ଜ କରୁଛି ଚାଇନା! ପ୍ରଥମଥର ସିଭିଲିୟନ୍ସଙ୍କୁ ମହାକାଶ ପଠାଇବ ଚାଇନା

ବେଜିଂ,୨୯।୫: ମହାକାଶରେ ଆମେରିକାକୁ ଚ୍ୟାଲେଞ୍ଜ କରିବାକୁ ଚେଷ୍ଟା କରୁଥିବା ଚାଇନା ଏକ ନୂଆ ମିଶନର ଘୋଷଣା କରିଛି। ଏବେ ଚାଇନା ଏକ ସିଭିଲିୟନ ଏଷ୍ଟ୍ରୋନଟଙ୍କୁ ତିୟାଂଗୌଂଗ ସ୍ପେଶ ଷ୍ଟେଶନର ଚାଳକ ଦଳର ମିଶନର ଅଂଶ ଭାବେ ମହାକାଶକୁ ପଠାଇବ। ଚାଇନାର ସ୍ପେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri