୬ଦିନ ହେଲା ବିଏସ୍ଏନ୍ଏଲ୍ ନେଟୱର୍କ ନାହିଁ
ଲାଞ୍ଜିଗଡ,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଏକ ଶିଳ୍ପାଞ୍ଚଳ ହୋଇଥିବା ବେଳେ ଅନେକ ଲୋକ ବିଭିନ୍ନ ପ୍ରକାର ସିମ ବ୍ୟବହାର କରିଥାନ୍ତି। ସେ ମଧ୍ୟରୁ ବିଏସ୍ଏନ୍ଏଲ୍ (ଭାରତ ସଞ୍ଚାର ନିଗମ ଲିମିଟେଡ଼) ଏକ ପୁରୁଣା ଟେଲିକମ କମ୍ପାନୀ ହୋଇଥିବା ବେଳେ ଲୋକେ ଏହି…
କାମରେ ଆସୁନି ଗୋଷ୍ଠୀ ଶୌଚାଳୟ
କେସିଙ୍ଗା,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବଗାଡ ଗ୍ୟାସ ଗୋଦାମ ନିକଟରେ ଥିବା ଖଲିଆ ବନ୍ଧହୁଡ଼ା ଉପରେ କେସିଙ୍ଗା ଏନ୍ଏସି ପକ୍ଷରୁ ୬ ଲକ୍ଷ ଟଙ୍କାରେ ନିର୍ମିତ ଗୋଷ୍ଠୀ ଶୌଚାଳୟ ଏବେ କାମରେ ଆସୁନି। ଜନସାଧାରଣଙ୍କ ସୁବିଧା ଓ ପରିମଳ ବ୍ୟବସ୍ଥା ସଫା…
କାମ ହେବ କି ନାହିଁ ଲୋକେ ନିଷ୍ପତ୍ତି ନେବେ: ନରସିଂହ
ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର ସହରର ସର୍ବବୃହତ୍ ଜଳାଶୟ ମହାରାଣୀ ସାଗର ସବୁଠୁ ପ୍ରଦୂଷିତ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରିପୋର୍ଟ ଦିଆଯାଇଥିଲା। ଏହି ଜଳାଶୟର ଉନ୍ନତିକରଣ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ୨୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଅଣାଯାଇଛି। ଏଥିପାଇଁ ଶିଳାନ୍ୟାସ କରାଯାଇଥିଲା।…
ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ ମାଧ୍ୟମରେ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ…
ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର
ରାଉରକେଲା ଅଫିସ,୧୪।୪: ରାଉରକେଲା ସହରକୁ ବିଦ୍ୟୁତ୍ ଯୋଗାଣକୁ ସୁଗମ କରିବା ପାଇଁ ବିଭିନ୍ନ ସ୍ଥାନରେ ଟ୍ରାନ୍ସଫର୍ମର ଲାଗିଛି। କିନ୍ତୁ ଏହି ଟ୍ରାନ୍ସଫର୍ମର ଗୁଡିକ ମୁକୁଳା ପଡିଥିବାରୁ ବିପଦ ଆଶଙ୍କା ସୃଷ୍ଟି ହୋଇଛି। ସୂଚନା ଅନୁସାରେ, ରାଉରକେଲାର ପିସିଆଇ ଛକ ନିକଟବର୍ତ୍ତୀ ଓଭରବ୍ରିଜ…
ପୁଞ୍ଜିଲାଲ ମେହେର ଜାମିନ୍ ଆବେଦନ ମାମଲା: ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ଅଫିସ,୧୪ା୪: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ଶୁଣାଣି ଗୁରୁବାର ହୋଇଛି। ପୁଞ୍ଜିଲାଲ ପିଏଚ୍ଡି ଥେସିସ ଦାଖଲ କରିବା ନିମନ୍ତେ ୩ ମାସ ଜାମିନରେ ଯିବା ପାଇଁ…
୪୮ ଘଣ୍ଟାରେ ଅଂଶୁଘାତ ମୃତ୍ୟୁ ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି)ଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ତାହା…
ଯାଞ୍ଚବେଳେ ସନ୍ଦେହ ଘେରରେ ପ୍ରାର୍ଥୀଙ୍କ ସାର୍ଟିଫିକେଟ୍
ରାୟଗଡ଼ା (ସ୍ବ.ପ୍ର.)/ ରାୟଗଡ଼ା ଅଫିସ ,୧୪।୪: ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରେ ଦ୍ୱିତୀୟ ପର୍ଯ୍ୟାୟ ସାର୍ଟିଫିକେଟ୍ ଯାଞ୍ଚବେଳେ ସନ୍ଦେହ ଘେରରେ ଜଣେ ପ୍ରାର୍ଥୀ। ସେ ହେଲେ ବିଷମକଟକ ବ୍ଲକ ଘଣ୍ଟିଖାଲ ଗ୍ରାମର ରବି ହିଆଲ। ଡାକ ବିଭାଗର ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରି ପାଇଁ…
ଆଜି ବିଷୁବ ମିଳନ, ରାୟଗଡ଼ା ଉତ୍ସବମୁଖର
ରାୟଗଡ଼ା,୧୪।୪(ସ୍ବ.ପ୍ର.): ରାୟଗଡ଼ାରେ ଓଡ଼ିଆ ନବବର୍ଷ ଧୁମଧାମରେ ପାଳନ କରାଯିବ। ନୂଆବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏଠାରେ ଓଲିଉଡ୍ କଳାକାରଙ୍କ ସମେତ ରାଜ୍ୟର ଅନେକ ନାମୀ ଗାୟକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ।…
ବିସିସି ବ୍ୟାଙ୍କ କୃଷିଋଣ ଦେଇଛି ୨୩୨.୬୫ କୋଟି
ବ୍ରହ୍ମପୁର ଅଫିସ,୧୪।୪: ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ୨୦୨୨-୨୩ ବର୍ଷରେ ରବି ଫସଲ ପାଇଁ ଗଞ୍ଜାମ-ଗଜପତି ଜିଲାର ୬୦,୬୬୨ ପଞ୍ଜୀକୃତ ଚାଷୀଙ୍କୁ ୨୩୨.୬୫ କୋଟି ଟଙ୍କା କୃଷିଋଣ ଦେଇଛି। ସରକାରୀ ଲକ୍ଷ୍ୟ ଧାର୍ଯ୍ୟଠାରୁ ୧୨.୬୫ କୋଟି ଅଧିକ ହୋଇଛି। ରବି…
୪୨ ଡିଗ୍ରୀ ପାର୍କଲା ତାତି: ଲୋକେ ଆଉଟୁପାଉଟୁ
ଅନୁଗୋଳ ଅଫିସ,୧୪ା୪: ଅନୁଗୋଳ ଜିଲାରେ ଗୁରୁବାର ପାରଦ ୪୨ ଡିଗ୍ରୀ ପାର କରିଛି। ଚଳିତବର୍ଷ ଅନୁଗୋଳରେ ଏହା ସର୍ବାଧିକ ତାପମାତ୍ରା ବୋଲି ସୂଚନା ମିଳିଛି। ଫଳରେ ଏପରି ଗ୍ରୀଷ୍ମ ପ୍ରବାହ ଯୋଗୁ ଗରମ ଓ ଗୁଳୁଗୁଳିରେ ଅନୁଗୋଳବାସୀ ଆଉଟୁପାଉଟୁ ହୋଇଛନ୍ତି। ପୂର୍ବାହ୍ନ…
୪ ବର୍ଷ ପରେ ବି ସରୁନି ୪୦ ମିଟର ରାସ୍ତା କାମ
କଟକ ଅଫିସ,୧୪ା୪: ୪୦ ମିଟର ରାସ୍ତା କାମକୁ ୪ ବର୍ଷ ବିତିଯାଇଥିଲେ ବି ଶେଷ ହୋଇପାରୁନାହିଁ। ଏଥିପାଇଁ କଲ୍ୟାଣନଗର ବାସିନ୍ଦା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଅଭିଯୋଗ କଲେ କର୍ତ୍ତୃପକ୍ଷ ଶୁଣୁ ନ ଥିବା ବେଳେ ଯାତାୟାତ ପାଇଁ ହଇରାଣ ହେବାକୁ…
Archives


