ଆଶିଷଙ୍କ ଦ୍ୱିତୀୟ ବିବାହ ପରେ ପ୍ରଥମ ପତ୍ନୀ ରାଜୋଶୀ କହିଲେ ଏପରି କଥା, ୨୨ବର୍ଷର ସମ୍ପର୍କ ଥିଲା ଏପରି…
ମୁମ୍ବାଇ:ଆଶିଷ ବିଦାର୍ଥୀଙ୍କ ଦ୍ୱିତୀୟ ବିବାହ ନେଇ ସୋସିଆଲ ମିଡଆରେ ଖୁବ୍ ଚର୍ଚ୍ଚା ଚାଲିଛି। ଲୋକମାନେ ତାଙ୍କର ପ୍ରଥମ ପତ୍ନୀ ରାଜୋଶୀ ବିଦ୍ୟାର୍ଥୀ ଏବଂ ସେମାନଙ୍କ ସମ୍ପର୍କ ବିଷୟରେ ବିଭିନ୍ନ ପ୍ରକାର କଥା ହେଉଛନ୍ତି। ତେବେ ଏନେଇ ଆଶିଷ ଏକ ଭିଡିଓ ମାଧ୍ୟମରେ…
ସଂସଦ ଭବନ, ନୀତି ଆୟୋଗ ବୈଠକ ସମ୍ପର୍ଣ୍ଣ ଅର୍ଥହୀନ: ନୀତିଶ କୁମାର…
ନୂଆଦିଲ୍ଲୀ,୨୭।୫ : ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ଜନତା ଦଳ ୟୁନାଇଟେଡ(ଜେଡିୟୁ) ବର୍ତ୍ତମାନ ପ୍ରତି ପ୍ରସଙ୍ଗରେ ମୁହାଁମୁହିଁ ହେବାରେ ଲାଗିଛନ୍ତି। ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) କେବଳ ଜେଡିୟୁକୁ ସମର୍ଥନ କରୁଥିବା ଦେଖାଯାଉଛି। ସଂସଦର ନୂତନ ଭବନର ଉଦଘାଟନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନନ୍ଦ୍ରେ…
ନୀତି ଆୟୋଗ ବୈଠକରେ ଯୋଗଦେଇ ନ ଥିବା ମୁଖ୍ୟମନ୍ତ୍ରୀଙ୍କୁ ଭାଜପାର କଡ଼ା ସମାଲୋଚନା…
ନୂଆଦିଲ୍ଲୀ,୨୭।୫ : ୮ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଶନିବାର ନୀତି ଆୟୋଗର ଅଷ୍ଟମ ଶାସକ ପରିଷଦ ବୈଠକକୁ ବର୍ଜନ କରିଛନ୍ତି। ବିରୋଧୀ ଦଳର ମୁଖ୍ୟମନ୍ତ୍ରୀମାନଙ୍କର ଏହି ନିଷ୍ପତ୍ତିକୁ ଭାଜପା କଡ଼ା ସମାଲୋଚନା କରିଛି। ଭାଜପା ନେତା ରବି ଶଙ୍କର ପ୍ରସାଦ କହିଛନ୍ତି…
ପୁଣି ତେଜିଲା ଉତ୍ତେଜନା: ତାଇଓ୍ବାନ ମୁହାଁ ଚାଇନା ଯୁଦ୍ଧପୋତ…
ବେଜିଂ/ତାଇପେ,୨୭।୫ : ତାଇୱାନର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଚାଇନାର ବିମାନ ପରିବହନକାରୀ ଯୁଦ୍ଧପୋତ ଶାଣ୍ଡୋଙ୍ଗ ଶନିବାର ଅନ୍ୟ ଦୁଇଟି ଜାହାଜ ସହିତ ତାଇୱାନ ଷ୍ଟ୍ରାଇଟ ଦେଇ ଦ୍ୱୀପପୁଞ୍ଜ ମୁହାଁ ହୋଇ ପୁଣି ଉଭୟପକ୍ଷଙ୍କ ମଧ୍ୟରେ ସାମରିକ ତିକ୍ତତା ସୃଷ୍ଟି କରିଛି। ମନ୍ତ୍ରଣାଳୟ…
ଦେଶର ଆର୍ର୍ଥିକ ସଙ୍କଟ ପାଇଁ ଇମ୍ରାନ ଦାୟୀ: ଶେହବାଜ ସରିଫ…
ଇସଲାମାବାଦ,୨୭।୫ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ କହିଛନ୍ତି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ କୌଣସି ଡିଲ କରାଯାଉ ନାହିଁ କିନ୍ତୁ ଦେଶକୁ ଯେକୌଣସି ଡିଫଲ୍ଟର ସମ୍ମୁଖୀନ ହେବାକୁ ରୋକିବାରେ ଚାଇନାର ସମର୍ଥନ ଗୁରୁତ୍ୱପୂର୍ଣ୍ଣ ଅଟେ। କରାଚିରେ ଶିଳ୍ପପତି ଏବଂ…
କଂଗ୍ରେସ ଉପରେ ବର୍ଷିଲେ ସ୍ମୃତି ଇରାନୀ, କହିଲେ ସେଙ୍ଗୋଲକୁ ‘ନେହେରୁଙ୍କ ବାଡି’ ଭାବରେ ରଖିଥିଲେ ଗାନ୍ଧୀ ପରିବାର
ନୂଆଦିଲ୍ଲୀ,୨୭।୫: ନୂଆ ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍ ଆସନ୍ତାକାଲି ଉଦ୍ଘାଟନ କରିବାକୁ ଯାଉଛନ୍ତି। ବିରୋଧୀ ଉଦଘାଟନୀ ସମାରୋହକୁ ବର୍ଜନ କରିଛନ୍ତି। ତେବେ ଏନେଇ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଗଣମାଧ୍ୟମକୁ ସାକ୍ଷାତକାର ଦେଇ…
କର୍ନାଟକ କ୍ୟାବିନେଟର ହେଲା ସମ୍ପ୍ରସାରଣ, ୨୪ ବିଧାୟକ ନେଲେ ମନ୍ତ୍ରୀ ପଦର ଶପଥ
ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଶନିବାର କ୍ୟାବିନେଟ ସମ୍ପ୍ରସାରଣ କରାଯାଇଛି। କଂଗ୍ରେସ ପକ୍ଷରୁ ଆଉ ୨୪ ବିଧାୟକ ମନ୍ତ୍ରୀପଦର ଶପଥ ନେଇଛନ୍ତି। ଏହି ମନ୍ତ୍ରୀମାନେ ଶପଥ ନେବା ପରେ ଏବେ କର୍ନାଟକ ବିଧାନସଭାରେ ମୋଟ ମନ୍ତ୍ରୀଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି। ନବ ନିର୍ବାଚିତ ବିଧାୟକ…
ନୂଆ ସଂସଦ ଭବନ ଉଦଘାଟନ ବିବାଦକୁ ନେଇ ପ୍ରତିକ୍ରିୟା ରଖିଲେ ଗୁଲାମ ନବୀ, କହିଲେ ୩୫ ବର୍ଷ ପୂର୍ବରୁ ମୁଁ ଦେଖିଥିଲି ସ୍ବପ୍ନ
ନୂଆଦିଲ୍ଲୀ,୨୭।୫: ମେ’୨୮ ରବିବାର ଦେଶର ନୂଆ ସଂସଦ ଭବନ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ଉଦଘାଟନ ହେବାକୁ ଯାଉଛି। ଏହି ସମାରୋହକୁ କଂଗ୍ରେସ ଏବଂ ସମାନ ବିଚାରଧାରାର ଦଳ ବିରୋଧ କରୁଛନ୍ତି। ତାଙ୍କ ବିରୋଧ ଉପରେ, ବର୍ତ୍ତମାନ କଂଗ୍ରେସର ପୂର୍ବତନ ନେତା ଗୁଲାମ…
ନୂଆ ସଂସଦ ଭବନ ନିକଟରେ ବଢିଲା ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ,୨୭।୫: ନୂଆ ସଂସଦ ଭବନ ଉଦଘାଟନ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଗଲାଣି। ୨୮ ମେ’ ଅର୍ଥାତ୍ ରବିବାର ଏହା ଉଦଘାଟନ ହେବାକୁ ଯାଉଥିବା ବେଳେ ଏହାକୁ ନେଇ ଏବେବି ରାଜନୀତି ହୋଇଛି ବେଶ ସରଗରମ। ଇତିମଧ୍ୟରେ ଦିଲ୍ଲୀ ପୋଲିସକୁ ସୂଚନା…
ଇମ୍ରାନଙ୍କୁ ଆଉ ଏକ ଝଟକା, ପିଟିଆଇ ନେତା ଫୟାଦ ଚୌଧୁରିଙ୍କ ଇସ୍ତଫା ମଧ୍ୟରେ ବାବର କଲେ ଲଣ୍ଡନ ଯାତ୍ରା
ଇସଲାମାବାଦ,୨୭।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦଳ ପାକିସ୍ତାନ ତେହେରିକ-ଏ-ଇନସାଫ (ପିଟିଆଇ) ରୁ ଇସ୍ତଫା ଦେଇଥିବା ବ୍ୟକ୍ତିଙ୍କ ଏବେ ଲମ୍ବା ଧାଡି ଲାଗିଲାଣିି। ତିନିଜଣ ପିଟିଆଇ ନେତା ଗୁରୁବାର ଦଳ ଛାଡିବାକୁ ଘୋଷଣା କରିଥିଲେ। ଏଥି ସହିତ, ଗଣ ମାଧ୍ୟମର…
ଭୟରେ ଅଙ୍ଗନଓ୍ବାଡି କେନ୍ଦ୍ର ଯାଉନାହାନ୍ତି ଶିଶୁ, ଗର୍ଭବତୀ
ଲାଞ୍ଜିଗଡ଼,୨୭ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବସନ୍ତପଡା ସ୍ବାସ୍ଥ୍ୟ ଉପକେନ୍ଦ୍ର ଉପରେ ଥିବା ଆଜବେଷ୍ଟ ଛାତ ଗତ ସୋମବାର ଅପରାହ୍ନରେ ପବନରେ ଉଡିଯାଇ ନିକଟରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ଉପରେ ଢାଙ୍କି ହୋଇ ଯାଇଛି। ୪ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ…
ମତ ନେଇ ନେବାର ଥିଲା ନିଷ୍ପତ୍ତି
ଅମରପାଲି,୨୭ା୫(ଡି.ଏନ.ଏ.):ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଢାଞ୍ଚାରେ ପୁଣି ପରିବର୍ତ୍ତନ କରାଯାଇଛି। ଚଳିତ ଶିକ୍ଷାବର୍ଷ ଠାରୁ ଦୁଇଟି ସମ୍ମେଟିଭ ପରୀକ୍ଷା ବଦଳରେ ବର୍ଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ପରୀକ୍ଷାର୍ଥୀ ଥରକେ ୬୦୦ମାର୍କର ପରୀକ୍ଷା ଦେବେ। ଦଶମ ଶ୍ରେଣୀ ପିଲାଙ୍କୁ…
Archives


