Home

କଲରାପତରିଆ ବାଘ ଶିକାର କରି ୧୧ ଗିରଫ

ରାଇକିଆ,୫ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ବଡ଼ବାରବା ରେଞ୍ଜର ବାଦଗଡ଼ ଗ୍ରାମ ୧୧ ଜଣ ବ୍ୟକ୍ତିଙ୍କୁ ବୁଧବାର କଲରାପତରିଆ ବାଘ ଶିକାର ଅଭିଯୋଗରେ ବନ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଦଗଡ଼ ଗ୍ରାମର…

ଦଳଭେଦୀ ଅଜିତଙ୍କ ଉପରେ ବର୍ଷିଲେ ଶରଦ ପାଓ୍ବାର, କହିଲେ ଅସୁବିଧା ଥିଲା ଯଦି…

ମୁମ୍ବାଇ,୫।୭: ଅଜିତ ପାୱାରଙ୍କ ବିଦ୍ରୋହ ପରେ ବୁଧବାର ଦିନ ଶରଦ ପାୱାର ପ୍ରଥମ ଥର ପାଇଁ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ସମଗ୍ର ଦେଶ ଆମକୁ ଦେଖୁଛି। ଆଜିର ବୈଠକ ଏନସିପି ପାଇଁ ଐତିହାସିକ। ବାଟରେ ଆସୁଥିବା ଅନେକ…

୩ ମାସରେ ଆସିବ କଙ୍ଗନାଙ୍କ ୩ ଫିଲ୍ମ, ଶେୟାର କଲେ ରିଲିଜ ଡେଟ୍‌

ମୁମ୍ବାଇ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ବୁଧବାର ଆଗାମୀ ଫିଲ୍ମ ‘ତେଜସ୍‌’ର ରିଲିଜ ତାରିଖ ଘୋଷଣା କରିଛନ୍ତି। ଇନ୍‌ଷ୍ଟାଗ୍ରାମରେ ଫିଲ୍ମର ପୋଷ୍ଟର ଶେୟାର କରି ଅଭିନେତ୍ରୀ ସୂଚନା ଦେଇଛନ୍ତି, ଏହି ଫିଲ୍ମ ଅକ୍ଟୋବର ୨୦ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହି ଫିଲ୍ମରେ କଙ୍ଗନା…

ମୋର ଅସମ୍ମାନ କରନ୍ତୁ କିନ୍ତୁ ବାପାଙ୍କର ନୁହେଁ: ସୁପ୍ରିୟା ସୁଲେ

ମୁମ୍ବାଇ,୫।୭: ମହାରାଷ୍ଟ୍ର ରାଜନୀତିରେ ଚାଲିଥିବା ଉଠା ପକା ମଧ୍ୟରେ ଏନସିପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଏବଂ ସାଂସଦ ସୁପ୍ରିୟା ସୁଲେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମୋର ଅସମ୍ମାନ କରନ୍ତୁ କିନ୍ତୁ ବାପା ଶରଦ ପାଓ୍ବାରଙ୍କ ବିରୋଧରେ କିଛି କୁହନ୍ତୁ ନାହିଁ।…

ମୁଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି: ଅଜିତ ପାଓ୍ବାର…

ମୁମ୍ବାଇ,୫।୭ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ମହାରାଷ୍ଟ୍ର ସରକାରରେ ଯୋଗଦେବା ପରେ ଶେଷରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ତାଙ୍କର ରାଜନୈତିକ ଅଭିଳାଷ ପ୍ରକାଶ କରିଛନ୍ତି। ଅଜିତ ପାୱାର କହିଛନ୍ତି ସେ ମହାରାଷ୍ଟ୍ରର ସିଏମ ହେବାକୁ ଚାହୁଁଛନ୍ତି ଯାହା ଦ୍ୱାରା ସେ…

ଯିଏ ୨୦୧୯ରେ ଅଜିତ ପାଓ୍ବାରଙ୍କ ବିଦ୍ରୋହକୁ କରିଥିଲେ ବିଫଳ, ଏବେ ତାଙ୍କୁ ଶରଦ ପାଓ୍ବାର ଦେଲେ ବଡ ଦାୟିତ୍ୱ

ମୁମ୍ବାଇ,୫।୭: ମହାରାଷ୍ଟ୍ର ରାଜନୀତିରେ ରାଜନୈତିକ ଝଡ ଲାଗି ରହିଛି। ଦୁଇ ଦଳର ମୁଖିଆ ନିଜ ଦଳର ମାଲିକାନା ନେଇ ପରସ୍ପରକୁ କାଦୁଅ ଫୋଫାଡିବାରେ ଲାଗିଛନ୍ତି। ତେବେ ଏହାରି ଭିତରେ ଶରଦ ପାଓ୍ବାରଙ୍କ ଜଣେ ବିଶ୍ୱସ୍ଥଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ…

ସେଲ୍‌ଫି ନେବା ବେଳେ ଏମିତି କହି ଟ୍ରୋଲ୍‌ ହେଲେ କପିଲ

ମୁମ୍ବାଇ: ମୁମ୍ବାଇ ବିମାନବନ୍ଦରରେ ମଙ୍ଗଳବାର ସନ୍ଧ୍ୟାରେ କମେଡି କିଙ୍ଗ୍‌ କପିଲ ଶର୍ମାଙ୍କୁ ଦେଖିବାକୁ ମିଳିଥିଲା। ସେ ଆମେରିକା ଯାଇଛନ୍ତି। ବିମାନବନ୍ଦରରୁ ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ କପିଲ ଜଣେ ପ୍ରଶଂସକଙ୍କ ମୋବାଇଲ କ୍ୟାମେରାକୁ ପରିହାସ କରୁଥିବା ଦେଖିବାକୁ ମିଳିଛି। ଉପଭୋକ୍ତାମାନେ…

ଡାଟା ସୁରକ୍ଷା ବିଲ୍‌କୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୫।୭: ଡାଟା ସୁରକ୍ଷା ବିଲ୍‌କୁ ବୁଧବାର କ୍ୟାବିନେଟ ଅନୁମୋଦନ କରିଛି। ସଂସଦର ମୌସୁମୀ ଅଧିବେଶନରେ ଡାଟା ସୁରକ୍ଷା ବିଲ ଆଗତ ହେବ। ଭାରତରେ ସମସ୍ତ ବ୍ୟକ୍ତିଗତ ତଥ୍ୟ ଏହାର ଆଇନଗତ ଅଧିକାରରେ ରହିବ। ଏଥିରେ ଉଭୟ ଅନଲାଇନ ଏବଂ ଅଫଲାଇନ ଡାଟା…

ସ୍ବାମୀଙ୍କୁ କାଠଗଡ଼ାକୁ ଆଣିବାକୁ ଚାହୁଁଛନ୍ତି କାଜଲ

ବଲିଉଡ୍‌ ଅଭିନେତ୍ରୀ କାଜଲ ପ୍ରାୟ ତିନି ଦଶନ୍ଧି ଧରି ଇଣ୍ଡଷ୍ଟ୍ରିରେ ରାଜ୍‌ କରିୁଛନ୍ତି। ଦିଲୱାଲେ ଦୁଲହନିଆ ଲେ ଜାୟେଙ୍ଗେ, ଇଶ୍କ, ବାଜିଗର, କୁଛ କୁଛ ହୋତା ହୈ ଭଳି ଅନେକ ହିଟ ଫିଲ୍ମ ଦେଇଛନ୍ତି। ବର୍ତ୍ତମାନ ସେ ଓଟିଟିରେ ପାଦ ରଖିବାକୁ…

ବ୍ଲକ କାର୍ଯ୍ୟାଳୟରେ ବଢୁଛି ଦୁର୍ନୀତି, ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ମୋରଡ଼ା,୫ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନ ମଣ୍ଡଳୀରେ ଦୁର୍ନୀତି ପିଛା ଛାଡୁନି। ନିର୍ବାଚନମଣ୍ଡଳୀର ଶୁଳିଆପଦା ବ୍ଲକରେ ମହାଦୁର୍ନୀତି ହୋଇଥିବାର ଅଭିଯୋଗ ବ୍ଲକ କଂଗ୍ରେସ କରିଥିବା ବେଳେ ଆସନ୍ତା ୧୩ ତାରିଖରେ ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଦେବା ସହିତ ଆନ୍ଦୋଳନ…

ଇଲେଭେନ୍‌ କେଭି ତାର ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ନିରାକାରପୁର,୫ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତ କାର୍ଯ୍ୟାଳୟରେ ନିର୍ମାଣାଧୀନ କାର୍ଯ୍ୟ ଚାଲୁଥିବା ବେଳେ ଇଲେଭେନ କେଭି ବିଦ୍ୟୁତତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକର ଗୁରୁତର ହୋଇଥିଲେ। ତାଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ…

ୟୁସିସି ନେଇ ପଛଘୁଞ୍ଚା ଦେଲା ଏଆଇଏଡିଏମକେ…

ଚେନ୍ନାଇ,୫।୭ : ଦେଶରେ ୟୁନିଫର୍ମ ସିଭିଲ କୋଡ(ୟୁସିସି) ଲାଗୁ କରିବା ଭାଜପା ପାଇଁ ସହଜ ହେବ ନାହିଁ। ବିରୋଧୀମାନେ ବିରୋଧ କରୁଛନ୍ତି କିନ୍ତୁ ବର୍ତ୍ତମାନ ତାମିଲନାଡୁରେ ଭାଜପାର ମୁଖ୍ୟ ସହଯୋଗୀ ଏଆଇଏଡିଏମକେ ଏନେଇ ପଛଘୁଞ୍ଚା ଦେଇ ଭାଜପାର ହାତ ଛାଡ଼ିଛି। ୟୁନିଫର୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri