ଅତି କମରେ ସେମାନଙ୍କୁ ତ ନିମନ୍ତ୍ରଣ କରାଯାଉ: ସଞ୍ଜୟ
ନୂଆଦିଲ୍ଲୀ,୨୬।୫: ନୂଆ ସଂସଦ ଭବନର ଉଦଘାଟନକୁ ନେଇ ବିବାଦ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶିବସେନା (ୟୁବିଟି) ନେତା ତଥା ରାଜ୍ୟ ସଭା ଏମପି ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ଯେତେବେଳେ ସେ ଉଦଘାଟନୀ…
ସ୍କୁଲ ଛାତ୍ରାବାସରେ ୧୪ ବର୍ଷର ଛାତ୍ର ନିଆଁ ଲଗାଇଥିବା ସନ୍ଦେହ, ୧୯ ଶିଶୁଙ୍କର ହୋଇଥିଲା ମୃତ୍ୟୁ
ଜର୍ଜଟାଉନ,୨୬।୫: ଦକ୍ଷିଣ ଆମେରିକାର ଗୁଇନା ସ୍ଥିତ ମହଡିଆ ମାଧ୍ୟମିକ ବିଦ୍ୟାଳୟରେ ନିକଟରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୧୯ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ଏହି ଘଟଣାରେ ମୁଖ୍ୟ ସନ୍ଦିଗ୍ଧ ଭାବରେ ଜଣେ ସ୍କୁଲ ଛାତ୍ରଙ୍କ ନାମ ସାମ୍ନାକୁ…
ଚାଇନାରେ କରୋନାର ନୂଆ ଲହର ଆଶଙ୍କା, ଜୁନରେ ଗୋଟିଏ ସପ୍ତାହରେ ସାଢେ ୬ କୋଟି ଲୋକ ହୋଇପାରନ୍ତି ସଂକ୍ରମିତ
ବେଜିଂ,୨୬।୫: ଚାଇନାରେ ପୁଣିଥରେ ଆସିପାରେ କରୋନାର ଲହର। ଆଉ ଏହି ଲହର ଏତେ ବିପଦଜନକ ଯେ ଆଶଙ୍କା କରାଯାଉଛି କି ଜୁନରେ ପ୍ରତି ସପ୍ତାହରେ ସାଢେ ୬ କୋଟି ଲୋକ କରୋନାର ଏହି ଲହରରେ ସଂକ୍ରମିତ ହୋଇପାରନ୍ତି। ଏହି ଦାବି କରିଛନ୍ତି…
୨୦୨୪ ନିର୍ବାଚନକୁ ନେଇ ଭବିଷ୍ୟବାଣୀ କଲେ ମୋଦିଙ୍କ ପୂଜାରୀ
ନୂଆଦିଲ୍ଲୀ,୨୬।୫: ମଦୁରାଇ ଉଧିନମର ୨୯୩ତମ ପ୍ରଧାନ ପୂଜାରୀଙ୍କ ପକ୍ଷରୁ ୨୮ ମେ’ରେ ନୂଆ ସଂସଦ ଭବନର ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଜଦଣ୍ଡ‘ସେଂଗୋଲ’ ଭେଟି ଦିଆଯିବ। ମଦୁରାଇ ଅଧିନମର ପ୍ରଧାନ ପୂଜାରୀ ଶ୍ରୀ ହରିହର ଦେସିକା ସ୍ବାମୀଗଲ କହିଛନ୍ତି, ପ୍ରଧାନମନ୍ତ୍ରୀ…
ମୋଦି ସରକାରଙ୍କ ୯ ବର୍ଷ କାର୍ଯ୍ୟକାଳକୁ ନେଇ ବର୍ଷିଲା ବିରୋଧୀ
ନୂଆଦିଲ୍ଲୀ,୨୬।୫: କେନ୍ଦ୍ରରେ ମୋଦି ସରକାରଙ୍କୁ ଶୁକ୍ରବାର ୯ ବର୍ଷ ପୂରଣ ହୋଇଛି। ଏହି ଅବସରରେ ସରକାର ତା’ର ଉପଲବ୍ଧିକୁ ଗଣାଇବାରେ ଲାଗିଛି। କୁହାଯାଉଛି କି ୯ ବର୍ଷ ମଧ୍ୟରେ ସରକାର କେତେ ବଡ ବଡ ନିଷ୍ପତ୍ତି ନେଇଛନ୍ତି ଓ ଲୋକଙ୍କ ପାଇଁ…
କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ
ଜୟପୁର,୨୬ା୫(ନି.ପ୍ର.): ଜୟପୁର ତହସିଲର କୁମୁଲିପୁଟ ଓ ରଣ୍ଡାପାଲ୍ଲୀ ପଞ୍ଚାୟତରେ କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ ହୋଇଛି। ବୁଧବାରର କୁଆପଥର ବର୍ଷାରେ ଧନ ଫସଲ ନଷ୍ଟ ହୋଇଥିବାରୁ ଚାଷୀମାନେ ଭାଙ୍ଗି ପଡିଛନ୍ତି। କୁଆପଥର ମାଡ଼ରେ ଧାନ ଅମଳ ହେଉଥିବା ଧାନ ନଷ୍ଟ…
ବଣ୍ଡା ଜନଜାତିଙ୍କ ମୁଣ୍ଡବ୍ୟଥାର କାରଣ ୨୦୦୦ ଟଙ୍କିଆ ନୋଟ୍
ମାଲକାନଗିରି,୨୬ା୫(ଡି.ଏନ୍.ଏ.): ମାଲକାନଗିରି ଜିଲାର ଆଦିମ ଅଧିବାସୀ ତଥା ଘାଟି ଉପରର ବଣ୍ଡା ଜନଜାତିଙ୍କ ପାଇଁ ବର୍ତ୍ତମାନ ଅଡୁଆ ସାଜିଛି ୨୦୦୦ ଟଙ୍କିଆ ନୋଟ୍ । ବର୍ତ୍ତମାନ ଏହି ନୋଟ୍ ବଜାରରେ କେହି ନେଉ ନ ଥିବାରୁ ସମସ୍ୟାରେ ପଡ଼ିଛନ୍ତି ଲୋକେ। ଏବେ…
ଭାରତ ଆସିବେ ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ
ଓ୍ବାଶିଂଟନ,୨୬।୫: ଆମେରିକାର ପ୍ରତିରକ୍ଷା ବିଭାଗ ଇଣ୍ଡିଆନ ପାସିଫିକ ସୁକ୍ୟୁରିଟି ମାମଲାର ସହାୟକ ସଚିବ ଏଲି ରୈଟନର କହିଛନ୍ତି, ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ ଜୁନ ପ୍ରଥମ ସପ୍ତାହରେ ଭାରତ ଗସ୍ତରେ ଯିବେ। ସେ କହିଛନ୍ତି କି ଅଷ୍ଟିନ ଭାରତରେ ଦ୍ୱିପାକ୍ଷିକ…
କାମରେ ଲାଗୁନି ୮ ଗୋଷ୍ଠୀ ଶୌଚାଳୟ
ଚମ୍ପୁଆ,୨୬ା୫(ଡି.ଏନ୍.ଏ): କେନ୍ଦୁଝର ଜିଲା ଚମ୍ପୁଆ ବିଜ୍ଞାପିତ ଅଞ୍ଚଳରେ ଅନେକ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ୱାର୍ଡରେ ନିର୍ମାଣ କରାଯାଇଥିବା ଗୋଷ୍ଠୀ ଶୌଚାଳୟ କାମରେ ଲାଗୁନହିଁ। ଅନେକ ଶୌଚାଳୟ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ଆଗରେ ଗଛଲତା ଉଠିଗଲାଣି। ଆବଶ୍ୟକ ଭିତ୍ତିଭୂମିକୁ ଦୃଷ୍ଟି…
ଡହ ଡହ ଖରାରେ କାମ କରୁଛନ୍ତି ଶ୍ରମିକ
ବାଲେଶ୍ୱର ଅଫିସ,୨୬।୫: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ ମାନୁନାହାନ୍ତି କିମ୍ବା ଠିକାଦାରମାନେ ନିୟମ…
ଅଣ୍ଡାରୁ ବାହାରିଲେ ୩୫ ଘଡ଼ିଆଳ ଛୁଆ
ଅନୁଗୋଳ ଅଫିସ, ୨୬ା୫: ଅନୁଗୋଳ ଜିଲା ସାତକୋଶିଆର ଘଡିଆଳ କୁମ୍ଭୀର ପ୍ରଜନନ କେନ୍ଦ୍ର ପାଇଁ ଆସିଛି ଖୁସି ଖବର। ଏଠାରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି। ଗୁରୁବାର ଘଡ଼ିଆଳ ଅଣ୍ଡା ଫୁଟି ୩୫ ଛୁଆ ମା’…
ମୋଦି ସରକାରଙ୍କୁ ପୂରଣ ହେଲା ୯ ବର୍ଷ
ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତା ହାତେଇବାକୁ ୯ ବର୍ଷ ହୋଇଯାଇଛି। ୨୬ ମେ ୨୦୧୪ରେ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରଙ୍କ ଶାସନ ଭାର ସମ୍ଭାଳିଥିଲେ। ୨୦୧୪ରେ ମୋଦି ଲହରରେ ବସି ଭାରତୀୟ ଜନତା ପାର୍ଟି(ଭାଜପା) ସଂଖ୍ୟା ଗରିଷ୍ଠତା ହାସଲ…
Archives


