Home

ସ୍ବାମୀ କରଜ ନ ଶୁଝିବାରୁ ସ୍ତ୍ରୀଙ୍କୁ ବଳାତ୍କାର

ପୁଣେ,୨୮ା୭ : ମହାରାଷ୍ଟ୍ରର ପୁଣେ ସହରରେ ଜଣେ ଋଣ ଲଗାଣକାରୀ ଜଣେ ମହିଳାଙ୍କୁ ବଳାତ୍କାର କରିଛନ୍ତି। ମହିଳାଙ୍କ ସ୍ବାମୀ ଅଭିଯୁକ୍ତଙ୍କଠାରୁ ଟଙ୍କା କରଜ ନେଇ ଶୁଝିପାରି ନ ଥିଲେ। ଏଥିରେ ଉତ୍‌କ୍ଷିପ୍ତ ମହାଜନ ସ୍ବାମୀଙ୍କୁ ଛୁରି ଦେଖାଇ ଧମକ ଦେବା ସହ…

ସିନେମାଟୋଗ୍ରାଫ ସଂଶୋଧନ ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୮ା୭(ପି.ଟି.):ସିନେମାଟୋଗ୍ରାମ୍‌ (ସଂଶୋଧନ) ବିଲ୍‌ ଗୁରୁବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ସିନେମା କାହାଣୀର ନକଲ ରୋକିବା ଏବଂ ଲାଇସେନ୍ସ ପ୍ରକ୍ରିୟାର ସରଳୀକରଣ ଏହି ବିଲ୍‌ର ଉଦ୍ଦେଶ୍ୟ। ଭାରତ କଥାକାରମାନଙ୍କ ଦେଶ ହୋଇଥିବାରୁ ଏହା ବିଶ୍ୱର ବିଷୟବସ୍ତୁଗୁଡ଼ିକର କେନ୍ଦ୍ର ହେବା ଆବଶ୍ୟକ ବୋଲି…

ହିମାଳୟରେ ରହିଛି ପ୍ରାଚୀନ ସମୁଦ୍ର

ନୂଆଦିଲ୍ଲୀ,୨୮ା୭:ହିମାଳୟ ପର୍ବତମାଳାରେ ପ୍ରାଚୀନ ହିମାଳୟର ଅବଶେଷ ରହିଥିବା ବେଙ୍ଗାଲୁରୁର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଓଏସ୍‌ସି) ଏବଂ ଜାପାନର ନିଗାଟା ୟୁନିଭର୍ସିଟିର ବୈଜ୍ଞାନିକମାନେ ଆବିଷ୍କାର କରିଛନ୍ତି। ହିମାଳୟ ଆଭ୍ୟନ୍ତରରେ ଥିବା ଖଣିଜ ମଧ୍ୟରୁ ବୈଜ୍ଞାନିକମାନେ ଜଳବିନ୍ଦୁର ସନ୍ଧାନ ପାଇଛନ୍ତି, ଯାହା ପ୍ରାୟ…

ମୋଦି ଶୋଇଛନ୍ତି, ସିବିଆଇ ପାରିବ ତ

ନୂଆଦିଲ୍ଲୀ/ଲଣ୍ଡନ/ଇମ୍ଫାଲ,୨୮।୭(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର):ଗୁଳିଗୋଳା ଫୁଟିବାର ଶବ୍ଦ ସହ ସକାଳ ହୁଏ। ବଞ୍ଚତ୍ବା ପାଇଁ ଦିନସାରା ସଂଘର୍ଷ ଏବଂ ମୃତ୍ୟୁ ଆତଙ୍କରେ ରାତି ପାହେ। ଭାରତୀୟ ଜନତା ପାର୍ଟି (ଭାଜପା) ଶାସିତ ଏହି ଉତ୍ତର-ଭାରତୀୟ ରାଜ୍ୟର ନାମ ମଣିପୁର, ଯେଉଁଠି ମେ’ ୩ରୁ…

ସିତାଂଶୁ ମୋହନ ଦ୍ୱିବେଦୀ ଚତୁର୍ଥଥର ପାଇଁ ନିର୍ବାଚିତ

ଭୁବନେଶ୍ୱର, ୨୮।୭:ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବାର୍‌ ଆସୋସିଏଶନର ଆଇନଜୀବୀ ସିତାଂଶୁ ମୋହନ ଦ୍ୱିବେଦୀ କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ଏନେଇ ଗୁରୁବାର ଘୋଷଣା କରାଯାଇଛି। ୨୦୦୨ ଏବଂ ୨୦୦୮ ମସିହାରେ ହୋଇଥିବା…

ସ୍ତ୍ରୀଙ୍କୁ ଭିଡିଓ କଲ୍‌ କରି ଡ୍ରାଇଭରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୮।୭(ସତ୍ୟଜିତ୍‌ ରାଉତ):ପାରିବାରିକ କଳହ ପାଇଁ ରାଜଧାନୀରେ ଆଉ ଜଣଙ୍କ ଜୀବନ ଯାଇଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଭିଡିଓ କଲ୍‌ କରି ଗାମୁଛାରେ ଫ୍ୟାନ୍‌ ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଘୁଣ୍ଠୁଣୀ…

ନୂଆ ରୂପରେ ହରିଡ଼ାମଡ଼ା ପୋଖରୀ

ଖୋର୍ଦ୍ଧା,୨୮ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ମେଣ୍ଢାଶାଳ ପଞ୍ଚାୟତ ଅନ୍ତର୍ଗତ ହରିଡାମଡ଼ା ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଧରିତ୍ରୀ ଏବଂ ଏନ୍‌ଭାଇରନ୍‌ମେଣ୍ଟାଲିଷ୍ଟ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ (ଇଏଫ୍‌ଆଇ)ର ମିଳିତ ଆନୁକୂଲ୍ୟରେ ଏହି ପୁନରୁଦ୍ଧାର କାର୍ଯ୍ୟ କରାଯାଇଛି। ଦିନେ ପରିତ୍ୟକ୍ତ ଅବସ୍ଥାରେ ଅବ୍ୟବହୃତ…

ବିପଦପୂର୍ଣ୍ଣ ଅବସ୍ଥାରେ ନଦୀ ପାର ହେଉଛନ୍ତି ସ୍କୁଲ ପିଲା

ଆର.ଉଦୟଗିରି,୨୮ା୭(ମନୋଜ କୁମାର ପାଢୀ): ଗତ କିଛି ଦିନ ଧରି ଲଗାଣ ବର୍ଷା ଲାଗିରହିଥିବା ବେଳେ ନଦୀ ଗୁଡ଼ିକର ପାଣି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ସ୍କୁଲ ପିଲା ମାନେ ବିପଦପୂର୍ଣ୍ଣ ଅବସ୍ଥାରେ ନଦୀ ପାର ହୋଇ ସ୍କୁଲ ଯାଉଛନ୍ତି। ଏଭଳିକି ସ୍କୁଲ…

ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ପୁଣି ବଢିଲା

ଓ୍ବାଶିଂଟନ୍‌,୨୮।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ବଢିବାରେ ଲାଗିଛି। ଟ୍ରମ୍ପଙ୍କ ବିରୋଧରେ ଗୋପନୀୟ ଦସ୍ତାବେଜ ସହ ଜଡିତ ଆଉ ଏକ ମାମଲା ରୁଜୁ ହୋଇଛି। ଗୋପନୀୟ ଦସ୍ତାବେଜଗୁଡିକର ଅନୁସନ୍ଧାନରେ ବାଧା ସୃଷ୍ଟି କରିବା ଏବଂ ଫ୍ଲୋରିଡା ଇଷ୍ଟେଟ ମାର୍‌…

ମହାନଦୀର ପ୍ରଥମ ବନ୍ୟାଜଳ ସମୁଦ୍ରରେ ମିଶୁଛି

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଚିରସ୍ରୋତା ମହାନଦୀ ପ୍ରବାହିତ ହେଉଛି। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବା ପରେ ପ୍ରଥମଥର ଏହି ବନ୍ୟା ମହାକାଳପଡ଼ା ଅଞ୍ଚଳର ମହାନଦୀ ଜଳ ସମୁଦ୍ରରେ ମିଶୁଛି। ଏହି…

ପୁଣି କୁକି-ମେଇତି ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ: ଜଣେ ମୃତ, ୩ ଆହତ

ଇମ୍ଫାଲ,୨୮।୭:ମଣିପୁରର ଚୁରାଚାନ୍ଦପୁର ଜିଲାର ସୀମାନ୍ତ ଅଞ୍ଚଳରେ କୁକି ଏବଂ ମେଇତି ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ପୁଣି ସଂଘର୍ଷ ଘଟିଛି। ଉୟଭ ସମ୍ପ୍ରଦାୟ ମଧ୍ୟରେ ଗୁଳି ବିନିମୟରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତି…

ବିଶେଷଜ୍ଞ ଡାକ୍ତର ଅଭାବ: ରୋଗୀ ସେବା ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଉତ୍ତମ ରୋଗୀ ସେବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ବହୁବିଧ ସମସ୍ୟା ଦେଇ ଗତି କରୁଛି। ଏହି ଅଞ୍ଚଳରେ ଦିନକୁଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?