ଦୈନିକ ସଂକ୍ରମଣ ୬ ଶହରୁ କମ୍, ସକ୍ରିୟ ମାମଲା ୭ ହଜାର ତଳେ…
ନୂଆଦିଲ୍ଲୀ, ୨୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…
୬ ମାସ ପରେ ଭିଜିଲାନ୍ସ ତଦନ୍ତ
ରାୟଗଡ଼ା,୨୫ା୫(ସ୍ବ.ପ୍ର.): କରୋନା ସମୟରେ ରାୟଗଡ଼ା ବ୍ଲକ ପେଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ୟାପକ ଅର୍ଥ ହେରଫେର ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ୬ ମାସ ପରେ ପୁଣି ଭିଜିଲାନ୍ସ ବିଭାଗ ଖୋଳତାଡ଼ ଆରମ୍ଭ କରିଛି। କରୋନା ବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ଚାଉଳ, ଷ୍ଟାଇପେଣ୍ଡ…
ସ୍ତ୍ରୀଙ୍କୁ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲେ ସ୍ବାମୀ
ପାରଳାଖେମୁଣ୍ଡ/କାଶୀନଗର,୨୫ା୫(ଡି.ଏନ୍.ଏ.): ପାରିବାରିକ କଳହରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା କାଶୀନଗର ବ୍ଲକ ଅନ୍ତର୍ଗତ ସାରା ଗ୍ରାମରେ। ଏହି ଗ୍ରାମର ଚନ୍ଦ୍ରଶେଖର କାର୍ଜି ଓ ତାଙ୍କ ସ୍ତ୍ରୀ ଉର୍ମିଳା…
‘ଆଜି ବିଶ୍ୱ ଭାରତକୁ ଶୁଣୁଛି’, ତିନି ଦେଶର ଯାତ୍ରାରୁ ଫେରି ମୋଦି କହିଲେ, ଏହା ୟଶ ମୋଦିଙ୍କର ନୁହେଁ
ନୂଆଦିଲ୍ଲୀ,୨୫।୫: ତିନୋଟି ଦେଶର ଯାତ୍ରା ଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗୁରୁବାର ସେ ଦିଲ୍ଲୀର ପାଲମ ଏୟାରପୋର୍ଟରେ ପହଞ୍ଚିବା ପରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଭାଜପାର ନେତା ଓ କର୍ମୀ ତାଙ୍କୁ…
କାଳବୈଶାଖୀ ତାଣ୍ଡବ: ଉଡିଗଲା ଛପର, ଗଛ ପଡି ଭାଙ୍ଗିଲା ଘର
ପାଟଣା,୨୫।୫(ସ୍ବ.ପ୍ର ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ହୋଇଛି। ଏହା ଯୋଗୁ କଇଣ୍ଡା ଗ୍ରାମରେ ବୁଧବାର ରାତ୍ରି ୧୨ରୁ ଉର୍ଦ୍ଧ ଘରର ଆଜବେଷ୍ଟସ ଓ ଛପର ଘରର ଛପର…
ମଙ୍କିପକ୍ସରୁ ସୁରକ୍ଷା ଦେବ ବସନ୍ତ ଟିକା…
ଷ୍ଟକହୋମ,୨୫।୫ : ସ୍ବିଡେନର ଅନୁସନ୍ଧାନକାରୀମାନେ ଏକ ଅଧ୍ୟୟନରେ ଦାବି କରିଛନ୍ତି ବସନ୍ତ ଟିକା ମଙ୍କିପକ୍ସ ସଂକ୍ରମଣରୁ ସୁରକ୍ଷା କରିବାରେ ସକ୍ଷମ। ୧୯୭୦ ଦଶକରେ ବ୍ୟାପିଥିବା ବସନ୍ତ ମହାମାରୀ ସମୟରେ ଟିକାକରଣ ଆରମ୍ଭ ହୋଇଥିଲା। ଏହି ଟିକା ମଙ୍କିପକ୍ସ ସଂକ୍ରମଣ ବିରୁଦ୍ଧରେ ନିରନ୍ତର…
ଦ୍ରୁତ ଗତିରେ ଚାଲିବା ବ୍ୟାୟାମ ଅପେକ୍ଷା ମସ୍ତିଷ୍କ ପାଇଁ ଦେଢ଼ଗୁଣା ଅଧିକ ଲାଭଦାୟକ…
ଓ୍ବାଶିଂଟନ,୨୫।୫ : ନିୟମିତ ବ୍ୟାୟାମ ମାନସିକ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। କିନ୍ତୁ ମଧ୍ୟମ ଶାରୀରିକ କାର୍ଯ୍ୟକଳାପ ଯେପରିକି ଦ୍ରୁତ ଗତିରେ ଚାଲିବା, ସାଇକେଲ ଚଲାଇବା ଆମ ମସ୍ତିଷ୍କ ପାଇଁ ବ୍ୟାୟାମ ତୁଳନାରେ ଦେଢ଼ଗୁଣା ଅଧିକ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥାଏ। ଗତ ୩୦…
‘…ତେବେ କ’ଣ ପାକିସ୍ତାନ ପ୍ରଧାନମନ୍ତ୍ରୀ କରିବେ ସଂସଦ ଭବନର ଉଦଘାଟନ’, କଂଗ୍ରେସ ନେତାଙ୍କ ବିରୋଧୀଙ୍କୁ ଉପଦେଶ
ନୂଆଦିଲ୍ଲୀ,୨୫।୫: ଦେଶର ନୂଆ ସଂସଦ ଭବନ ଭାବେ ଲୋକତନ୍ତ୍ରକୁ ନୂଆ ମନ୍ଦିର ମିଳିବାକୁ ଯାଉଛି। ମେ ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିବେ। ଏବେ ପ୍ରାୟ ସମସ୍ତ ବିରୋଧୀ ଦଳ ଏହାର ଉଦଘାଟନ ରାଷ୍ଟ୍ରପତିଙ୍କ ଦ୍ୱାରା କରାଯାଉ ବୋଲି…
ଯୁବତୀଙ୍କ କ୍ୟାରିୟର ନଷ୍ଟ କରିଦେଲା ଡିଏନ୍ଏ ଟେଷ୍ଟ, କାରଣ ଜାଣିଲେ…
ଏପରି କିଛି କଥା ଜୀବନରେ ସାମ୍ନାକୁ ଆସିଥାଏ, ଯାହା ଆମେ କେବେ କଳ୍ପନା ମଧ୍ୟ କରି ନ ଥାଉ। ବିଜ୍ଞାନର ଅଗ୍ରଗତି ଯୋଗୁ ଏତେ ସୁବିଧା ଅଛି ଯେ, ଜଣେ ମଣିଷ କିଛି ସମୟ ମଧ୍ୟରେ ଅନେକ ଲୁକ୍କାୟିତ ଜିନିଷ ସମ୍ପର୍କରେ…
୨୦୪୭ ସୁଦ୍ଧା ଭାରତ ହେବ ବିଶ୍ୱ ନେତା: ଉପରାଷ୍ଟ୍ରପତି…
ନୂଆଦିଲ୍ଲୀ,୨୫।୫ : ଉପରାଷ୍ଟ୍ରପତି ଜଗଦୀପ ଧନଖର କହିଛନ୍ତି ଦେଶ ବର୍ତ୍ତମାନ ଦ୍ରୁତ ବିକାଶ ପଥରେ ଆଗକୁ ବଢୂଛି। ଦେଶରେ ଯେଉଁ ପ୍ରକାର ଯୋଜନା କାର୍ଯ୍ୟକାରୀ ହେଉଛି ତାହା ପୂର୍ବରୁ କରାଯାଇ ନ ଥିଲା। ଅଭିବୃଦ୍ଧି ହାରର ଏହି ଆକଳନ ଅନୁସାରେ ୨୦୪୭…
ଜନସାଧାରଣ ନିରାଶ, ସରକାର ଦେଉଛନ୍ତି ମିଥ୍ୟା ପ୍ରତିଶ୍ରୁତି: ଅଧୀର ରଞ୍ଜନ…
ନୂଆଦିଲ୍ଲୀ,୨୫।୫ : କଂଗ୍ରେସର ବରିଷ୍ଠ ନେତା ଅଧୀ ରଞ୍ଜନ ଚୌଧୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବାବେଳେ ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କରି ନେଇଥିବାରୁ କେନ୍ଦ୍ରକୁ କଡ଼ା ସମାଲୋଚନା କରିଛନ୍ତି। ହଠାତ ମୋଦି ଜାଣିଶୁଣି ମନ୍ଦ…
ଡଙ୍ଗା ବୁଡି ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
କୋରୁକୋଣ୍ଡା, ୨୫।୦୫(ଡି.ଏନ. ଏ): ଗତ କାଲି ସଂଧ୍ୟା ସମୟରେ ଡଙ୍ଗା ବୁଡିବା ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଆଜି ସକାଳେ ଅଗ୍ନିଶମ କର୍ମଚାରୀ ଖୋଜା ଖୋଜି କରିବା ପରେ ଉଦ୍ଧାର କରିଛନ୍ତି । ସୂଚନା ଅନୁଯାୟୀ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଳକର…
Archives


