ସାରା ଦେଶରେ ପୋଲିସ ପାଇଁ ସମାନ ପୋଷାକ
ଭୁବନେଶ୍ୱର,୩୧ା୧୦(ରବିନାରାୟଣ ଜେନା): ସାରା ଦେଶରେ ପୋଲିସ ସେବାରେ କାର୍ଯ୍ୟରତ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡିଏସ୍ପିଙ୍କ ପର୍ଯ୍ୟନ୍ତ ଗୋଟିଏ ପ୍ରକାର ପୋଷାକ ପିନ୍ଧିବେ। କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିଷ୍ପତ୍ତିକ୍ରମେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…
ଦାଦନ: ସମସ୍ୟା ନୁହେଁ, ଦୁଃଖ
ନୂଆପଡ଼ା,୩୧ା୧୦(ପୀତାମ୍ବର ସାହୁ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ଘୋଷଣା ପରଠାରୁ ଯଦିଓ ବିଭିନ୍ନ ଦଳର ନେତାମାନେ ବଡ଼ ଗାଡ଼ି ଧରି ଏଠାକାର ମୁଖ୍ୟ ରାସ୍ତାରେ ବାରମ୍ବାର ଏପାଖସେପାଖ ହୋଇ ନିଜ ଉପସ୍ଥିତି ଦେଖାଉଛନ୍ତି, ତଥାପି ବାସ୍ତବ ସମସ୍ୟା ଭିତରକୁ ପଶିବାର ଆଗ୍ରହ ସେମାନଙ୍କଠାରେ…
ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ କରି ଶ୍ରଦ୍ଧାଳୁ ହେଉଛନ୍ତି ଆନନ୍ଦିତ
ସାକ୍ଷୀଗୋପାଳ,(୩୧ା୧୦): ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ ଓଡ଼ିଆଣୀ…
ଏଇ ଭାରତରେ
ପ୍ରଦୂଷିତ ପରିବେଶ, ଖାଦ୍ୟ ଓ ବାସସ୍ଥାନ ଅଭାବରୁ ବନ୍ୟଜନ୍ତୁଙ୍କ ସଂଖ୍ୟା କମିବାରେ ଲାଗିଛି। ଏହା ସହ ବେଆଇନ ଶିକାର ଯୋଗୁ ବହୁ ପ୍ରାଣୀଙ୍କ ଜୀବନ ଯାଉଛି। ଅନେକେ ମଧ୍ୟ କୌଣସି କାରଣରୁ ଆହତ ହୋଇ ମୃତ୍ୟୁମୁଖରେ ପଡ଼ୁଛନ୍ତି। ତେବେ ଶିକାରୀଙ୍କୁ ରୋକିବା…
ଅରାଜକତା ବନାମ ମାନବାଧିକାର
ଶ୍ରୀଲଙ୍କା, ବାଂଲାଦେଶ ଓ ନେପାଳରେ ଘଟିଥିବା ଅରାଜକତାକୁ ରାଜନୈତିକ ଦୃଷ୍ଟିକୋଣରୁ ଚିନ୍ତା କଲେ ତାହା ଭାରତ ପାଇଁ ଅନୁକୂଳ ନ ଥିଲା। ପ୍ରତିଟି ଦେଶରେ ଚାଇନା ତା’ର ବିସ୍ତାରବାଦୀ ରଣକୌଶଳର ପ୍ରୟୋଗ କରି ସଫଳ ହୋଇଛି। ଚାଇନା ପ୍ରଥମରୁ ପାକିସ୍ତାନ ସହ…
ଜୀବର ସ୍ବରୂପ
ପତଞ୍ଜଳି ଯୋଗ ଦର୍ଶନର ଦ୍ୱିତୀୟ ପାଦ ସୂତ୍ର ସଂଖ୍ୟା ୨୦ରେ କୁହାଯାଇଛି ”ଦ୍ରଷ୍ଟା ଦୃଷ୍ଟିମାତ୍ରଃ ଶୁଦ୍ଧୋପି ପ୍ରତ୍ୟୟାନୁପଶ୍ୟ।“ ଏହାର ଅର୍ଥ ଚେତନ ପୁରୁଷ ବା ଜୀବାତ୍ମା ଶୁଦ୍ଧ, ନିର୍ମଳ ଓ ନିର୍ବିକାର ହେଲେ ମଧ୍ୟ ତ୍ରିଗୁଣାତ୍ମକ ବୁଦ୍ଧି ସାହାଯ୍ୟରେ ଜ୍ଞାନପ୍ରାପ୍ତ ହୋଇ…
ପିଢ଼ିଗତ ପରିବର୍ତ୍ତନର ସୁଯୋଗ
ଏବେ ସଂଘର୍ଷ, ବାଣିଜ୍ୟ ଯୁଦ୍ଧ, ଅସମାନତା ଏବଂ ଗଣତନ୍ତ୍ରର ଅଧୋଗତି ଶୀର୍ଷକ ଖବର ଅଧିକ ପ୍ରକାଶ ପାଉଛି। ସଙ୍କଟ ପରେ ସଙ୍କଟ ସୃଷ୍ଟିହେବାରେ ଲାଗିଛି ଏବଂ ମନେହେଉଛି ସତେ ଯେମିତି ବିଶ୍ୱ ଅଲଗା ହୋଇଯାଉଛି। ପାଶ୍ଚାତ୍ୟ ନେତା ଓ ବିଶେଷଜ୍ଞମାନେ ଏହିସବୁ…
ଜେମିମାଙ୍କ ଦମ୍ଦାର ଶତକ: ଅଷ୍ଟ୍ରେଲିଆକୁ ଧୂଳିଚଟେଇ ବିଶ୍ୱକପ୍ ଫାଇନାଲ୍ରେ ଭାରତ
ନଭୀ ମୁମ୍ବାଇ,୩୦ା୧୦- ଚଳିତ ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ଅଷ୍ଟ୍ରେଲିଆକୁ ୫ ଉଇକେଟ୍ରେ ପରାସ୍ତ କରିଛି। ଫଳରେ ତୃତୀୟଥର ଭାରତ ଦିନିକିଆ ବିଶ୍ୱକପ୍ର ଫାଇନାଲ୍କୁ ଯାଇଛି। ଟସ୍ ଜିତି ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଫୋଏବେ…
ବଡ଼ ଘୋଷଣା: ଜଷ୍ଟିସ୍ ସୂର୍ଯ୍ୟକାନ୍ତ ହେବେ ଭାରତର ୫୩ତମ ସିଜେଆଇ
ନୂଆଦିଲ୍ଲୀ,୩୦ା୧୦(ପି.ଟି.):ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କୁ ଗୁରୁବାର ଭାରତର ୫୩ତମ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ସେ ନଭେମ୍ବର ୨୪ରେ କାର୍ଯ୍ୟଭାର ଗ୍ରହଣ କରିବେ। କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ନୂଆ ସିଜେଆଇ ନିଯୁକ୍ତି…
ହଠାତ୍ ରାଗିଗଲେ ଅମିର ଖାନ୍ଙ୍କ ପ୍ରେମିକା: କହିଲେ, ମୋତେ ଛାଡ଼ିଦିଅ….
ବଲିଉଡ ଅଭିନେତା ଅମିର ଖାନଙ୍କ ପ୍ରେମିକା ଗୌରୀ ଆଜିକାଲି ବେଶ ଚର୍ଚ୍ଚାରେ ଅଛନ୍ତି। ଯେବେଠୁ ଆମିର ଗୌରୀଙ୍କ ପ୍ରେମରେ ପଡିଲେଣି ସେବେଠୁ ମିଡିଆ ତାଙ୍କ ପିଛା ଛାଡୁନି। ଗୌରୀ ଯୁଆଡେ ଯାଉଛନ୍ତି ଫଟୋଗ୍ରାଫର୍ ବି ତାଙ୍କ ପଛେ ପଛେ ହାଜର। ଏହା…
ଏହି ଦେଶରେ ଚିହ୍ନଟ ହେଲା ବିଶ୍ୱର ପ୍ରଥମ ଧଳା ଜଙ୍ଗଲୀ ବିଲେଇ
ବିଶ୍ୱରେ ପ୍ରଥମଥର ପାଇଁ ଏକ ଧଳା ଜଙ୍ଗଲୀ ବିଲେଇ (Iberian lynx) ସ୍ପେନ୍ର ଦକ୍ଷିଣାଞ୍ଚଳସ୍ଥ ଜାଏନ ପାହାଡ଼ରେ ଦେଖିବାକୁ ମିଳିଛି। ବିଲୁପ୍ତପ୍ରାୟ ଏହି ବଣୁଆ ବିରାଡିର ଏପରି ଦୁର୍ଲଭ ରୂପ ସଂରକ୍ଷଣ ପ୍ରୟାସର ଏକ ବଡ଼ ସଫଳତା ଭାବେ ଗଣାଯାଉଛି। ସ୍ପେନୀୟ…
ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ କନ୍ଧମାଳ ସୁରକ୍ଷା ଅଭିଯାନ
ଦାରିଙ୍ଗବାଡି, ୩୦।୧୦ (ଅରୁଣ ସାହୁ): କନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ୧୨ଦଫା ଦାବି ନେଇ ଶୁକ୍ରବାର କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାପାଇଁ ନିଷ୍ପତି ହୋଇଥିବା ଅଭିଯାନର ଆବାହକ ପ୍ରତାପ ପ୍ରଧାନ ନିଷ୍ପତି ଗ୍ରହଣ କରିଥିବା ଜଣାପଡିଛି। ସେହି ଦାବି…
Archives


