Home

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ ବିଭିନ୍ନ କମ୍ପାନୀର ୪୩ଟି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ମଙ୍ଗଳବାର ପୋଲିସ ଜବତ କରିଛି।…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର ବର୍ତ୍ତମାନ ସମାଲୋଚନାର ଶିକାର ହେଉଛନ୍ତି। ବିରୋଧୀ ଦଳଗୁଡ଼ିକ ଟିଭିକେ ପ୍ରଶାସନକୁ ଟାର୍ଗେଟ କରୁଛନ୍ତି।…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର ୮୦ ବର୍ଷୀୟ ବୃଦ୍ଧ ଗୁରୁବାରୀ ବେହେରାଙ୍କୁ ହାତୀ ଆକ୍ରମଣ କରିଥିଲା। ତାଙ୍କୁ ଗୁରୁତର…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ ଏହି ବିଜ୍ଞପ୍ତି ଜାରି କରାଯାଇଛି। ଜୁନ୍‌ ୧ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି ପ୍ରକ୍ରିୟାକୁ ବିଧାନସଭା ପକ୍ଷରୁ ପୁନର୍ବାର ଆପଣାଯାଇଛି ବୋଲି ଜଣେ ବରିଷ୍ଠ ବିଧାୟକ କହିଛନ୍ତି।…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ ବିଜୟନଙ୍କ ବାସଭବନ ସମେତ ୧୨ଟି ସ୍ଥାନରେ ଚଢାଉ କରିଛି। CMRL କାର୍ଯ୍ୟାଳୟ ଏବଂ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ ଝଡ଼ବତାସରେ ତାହା ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରି ଏହାର…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଦାରିଙ୍ଗବାଡି ବ୍ଲକ ପ୍ରତିନିଧି ପ୍ରମୋଦ ଦିଗାଲ ମୁଖ୍ୟ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ହୋଇଛି। ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିବା ଏକ ଫଟୋ ଓ ଭିଡିଓରେ…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କୋଲକାତା ନିଯୁକ୍ତି ଜୋନରେ ସିକିମ, ପଶ୍ଚିମବଙ୍ଗ ସମେତ ଓଡ଼ିଶା ରାଜ୍ୟର…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା ତଥା ଭଟଲି ଦଧିବାମନ କଲେଜର ଅବସରପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ସୁରେଶ କୁମାର ସାହୁଙ୍କ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ କଳାହାଣ୍ଡି ଜିଲା କେସିଙ୍ଗା ସହର ଗୌରୀଶଙ୍କର ମନ୍ଦିର ଗଳିର ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?