ଆୟୁଷ ବଢ଼ାଏ ସବୁଜିମା
ସବୁଜିମାଭରା ପ୍ରାକୃତିକ ପରିବେଶରେ ରହୁଥିବା ଲୋକେ ସୁସ୍ଥ ସବଳ ରୁହନ୍ତି ଏକଥା ସମସ୍ତେ ଜାଣନ୍ତି। କିନ୍ତୁ ଏମିତି ପରିବେଶରେ ରହୁଥିବା ଲୋକଙ୍କ ଆୟୁଷ ଅଧିକ ହୋଇଯାଏ ବୋଲି ଗବେଷଣାରୁ ଜଣାପଡ଼ିଛି। ଆମେରିକାର ନର୍ଥୱେଷ୍ଟର୍ନ ୟୁନିଭର୍ସିଟିର ଏକ ରିସର୍ଚ୍ଚରୁ ଜଣାପଡ଼ିଛି କି ଗଛଲତାଭରା…
ଦୃଷ୍ଟିଶକ୍ତିକୁ ପ୍ରଭାବିତ କରେ ହରର୍ ମୁଭି
ମନୋରଞ୍ଜନର ଅନ୍ୟତମ ମାଧ୍ୟମ ହେଲା ଚଳଚ୍ଚିତ୍ର। କେତେକ ହରର ମୁଭି ଦେଖିବାକୁ ପସନ୍ଦ କରିଥାଆନ୍ତି। ଏହା ସିନା ମନକୁ ସାମୟିକ ଆନନ୍ଦ ଦେଇଥାଏ, ହେଲେ ଏହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି। ଆବଶ୍ୟକତାଠାରୁ…
ପ୍ରଦୂଷିତ ପରିବା ଓ ସ୍ବାସ୍ଥ୍ୟ
ପରିବା ଆମ ଖାଦ୍ୟର ଏକ ମୁଖ୍ୟ ଅଂଶ। ବର୍ତ୍ତମାନ ଚାଷୀ ସ୍ଥାନୀୟ କିସମ ବିହନ ପରିବର୍ତ୍ତେ ଉନ୍ନତ, ଅଧିକ ଅମଳକ୍ଷମ ଏବଂ ସଙ୍କରଜାତୀୟ ପରିବା ଚାଷ କରୁଛନ୍ତି। ଏଥିରୁ ଅଧିକ ଅମଳ ପାଇଁ ଚାଷୀ ଆବଶ୍ୟକତାଠାରୁ ଯଥେଷ୍ଟ ରାସାୟନିକ ସାର ପ୍ରୟୋଗ…
ନିମ୍ନମାନର ଡ୍ରେନ୍ କାମ, ଭାଙ୍ଗିଲାଣି ସ୍ଲାବ୍
ନବରଙ୍ଗପୁର,୩।୭ (ସଦାସିବ ପ୍ରହରାଜ): ନବରଙ୍ଗପୁର ପୌରାଞ୍ଚଳର ୧୨ନମ୍ବର ୱାର୍ଡର ସାଇନଗର ୩ ନଂ ଗଳିରେ ପୌର ସଂସ୍ଥା ପକ୍ଷରୁ ରାସ୍ତା କଡ଼ରେ ଡ୍ରେନ ନିର୍ମାଣ କରାଯିବା ସହ ତା’ ଉପରେ ସିମେଣ୍ଟ ସ୍ଲାବ୍ ପକାଯାଇଥିଲା। ମାତ୍ର ଏହି କାମ ନିମ୍ନମାନର ହୋଇଥିବା…
ମକା ବିହନରୁ ବାହାରିଲାନି ଗଜା, ଚିନ୍ତାରେ ଚାଷୀ
ଉମରକୋଟ,୩।୭(ସନ୍ତୋଷ ଶତପଥି): ଏକ ନାମୀଦାମୀ ମକା କମ୍ପାନୀର ବିହନ ଲଗାଇ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଞ୍ଚଳର ଶତାଧିକ ଚାଷୀ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ମୌସୁମୀର ଆଗମନ ଖବର ଶୁଣିବା ମାତ୍ରେ ଉମରକୋଟ ବ୍ଲକ ଅନ୍ତର୍ଗତ ତୋହରା,…
ଗାଁ ଦାଣ୍ଡରେ ଚାଲିଛି ପିଲାଙ୍କ ପ୍ରାକ୍ଶିକ୍ଷା
ନନ୍ଦପୁର,୩ା୭ (ଶଙ୍କର ପୂଜାରୀ): ୦ରୁ ୬ ବର୍ଷ ଯାଏ ପିଲାଙ୍କୁ ଅଙ୍ଗନୱାଡ଼ି କେନ୍ଦ୍ରଗୁଡିକରେ ପୁଷ୍ଟିକର ଖାଦ୍ୟ, ଶୈକ୍ଷିକ ବାତାବରଣରେ ପ୍ରାକ୍ଶିକ୍ଷା ପ୍ରଦାନ ନେଇ ସରକାର ବ୍ୟବସ୍ଥା କରିଛନ୍ତି। ଏହାକୁ ମହିଳା ଓ ଶିଶୁ ବିକାଶ ବିଭାଗ ପରିଚାଳନା କରୁଛି। ମାତ୍ର ନନ୍ଦପୁର…
ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ
କଟକ,୩ା୭: ସୋମବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏହି ପରୀକ୍ଷା ସହ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇଛି। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଛି। ସାରା ରାଜ୍ୟରେ ମୋଟ୍ ୮୦ଟି କେନ୍ଦ୍ରରେ…
ଫେରାଇଲେଣି ଟଙ୍କା, ଚପାଇ ଦେବାକୁ ଉଦ୍ୟମ
ବଇଣ୍ଡା,୩।୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ୍ ସାର୍ଟିଫିକେଟ୍ ପ୍ରଦାନ ବେଳେ ଟଙ୍କା ଆଦାୟ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଛି। ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ଟଙ୍କା ଫେରସ୍ତ କରିବା ସହ…
ଆଶ୍ପଣ୍ଡ ପାଉଁଶରେ ଡ୍ରେନ୍ ଜାମ୍
କଣିହାଁ,୩।୭(ସଚ୍ଚିଦାନନ୍ଦ ପ୍ରଧାନ): କଣିହାଁ ବ୍ଲକ ଏନ୍ଟିପିସି ପ୍ରକଳ୍ପର ଏକ ଆଶ୍ ପାଇପ୍ ଫାଟି ଯିବାରୁ ଗୁରୁବାର ପ୍ରାୟ ୩୦ ମିନିଟ୍ ଧରି ମାଡୁଆ ମନ୍ଦିର ନିକଟ ପୂର୍ତ୍ତ ବିଭାଗ ରାସ୍ତାରେ ଯାତାୟାତ ପ୍ରଭାବିତ ହୋଇଥିଲା। ପାଉଁଶ ପାଣିରେ ରାସ୍ତା ପାର୍ଶ୍ୱରେ ଥିବା…
ଜୁନ୍ରେ ସ୍ବାଭାବିକଠାରୁ ଅଧିକ ବର୍ଷା
ଢେଙ୍କାନାଳ,୩ା୭(ରତନ ନାୟାର): ମୌସୁମୀ ବାୟୁ ପ୍ରବାହରେ ଢେଙ୍କାନାଳ ଜିଲାରେ ଜୁନ୍ରେ ଭଲ ବର୍ଷା ହୋଇଛି। ଚାଷ ପାଇଁ ପାଗ ଅନୁକୂଳ ଥିବାରୁ ଧାନ ବୁଣା ଜୋର୍ ଧରିଛି। ହାତୀ ଉପଦ୍ରବ ରୋକାଯାଇପାରିଲେ ଭଲ ଧାନ ଉତ୍ପାଦନ ହେବ ବୋଲି ଚାଷୀମାନେ ଆଶାବ୍ୟକ୍ତ…
କେନ୍ଦୁଝର-ଖୋର୍ଦ୍ଧା ମେମୁ ଇଞ୍ଜିନରେ ତ୍ରୁଟି
ଢେଙ୍କିକୋଟ୍,୩ା୭(ନୀଳମଣି ମଣ୍ଡଳ): କେନ୍ଦୁଝର-ଖୋର୍ଦ୍ଧା ମେମୁ ସ୍ପେସିଆଲ ଟ୍ରେନ୍ ଇଞ୍ଜିନରେ ତ୍ରୁଟି ଯୋଗୁ ବସନ୍ତପୁର ସୀତାବିଞ୍ଜ ଷ୍ଟେଶନ ମଝିରେ ଅଟକି ରହିଥିଲା। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଯାତ୍ରୀ ଗରମ ଗୁଳୁଗୁଳିରେ ହନ୍ତସନ୍ତ ହୋଇଥିଲେ। ପରେ ଅନ୍ୟ ଏକ ଇଞ୍ଜିନ ଲଗାଯାଇ…
ଆନ୍ଧ୍ର ଚାଷୀଙ୍କ ଦଖଲରେ ଚାଷ ଜମି
ସୋନପୁର,୩ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ହଜାର ହଜାର ଏକର ଚାଷଜମି ଏବେ ଆନ୍ଧ୍ରଚାଷୀଙ୍କ ଦଖଲରେ ରହିଛି। ଜିଲାର ବିନିକା ଓ ଡୁଙ୍ଗୁରିପାଲି ବ୍ଲକରେ ଆନ୍ଧ୍ର ଚାଷୀମାନେ ଧାନ ଚାଷ କରୁଥିବା ବେଳେ ବୀରମହାରାଜପୁର, ଉଲୁଣ୍ଡା, ତରଭା ଓ ସୋନପୁର ବ୍ଲକରେ ଧାନ,…
Archives


