Home

ଅନାସ୍ଥା ଭାଙ୍ଗିଥିଲା ୩ ସରକାର

ନୂଆଦିଲ୍ଲୀ,୨୭ା୭: ଅତୀତରେ ଲୋକ ସଭାରେ ୨୭ ଥର ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ସେଗୁଡ଼ିକ ଗୃହରେ କାଟ୍‌ ଖାଇଥିଲା ଅଥବା ଅମୀମାଂସିତ ରହିଥିଲା। କିନ୍ତୁ ୩ ଥର ଭୋଟିଂ ବେଳେ ସରକାର ନିଜ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇ ପାରି ନ ଥିଲେ।…

ମହିଳା ସଂରକ୍ଷଣ ବିଲ୍‌ ଗୃହୀତ ହେଲେ ୬୬ କୋଟି ମହିଳା ସଶକ୍ତ ହେବେ: ସସ୍ମିତ

ନୂଆଦିଲ୍ଲୀ,୨୭।୭: ବିଜୁ ଜନତା ଦଳ (ବିଜେଡି) ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ଗୃହୀତ କରାଇବା ପାଇଁ ଦାବି କରିଆସୁଛି। ରାଜ୍ୟ ସଭାର ବିଜେଡି ସଦସ୍ୟ ସସ୍ମିତ ପାତ୍ର ବୁଧବାର ଉକ୍ତ ଦାବିକୁ ଦୋହରାଇ କହିଛନ୍ତି, ଏହି ବିଲ୍‌ ପାରିତ ହେଲେ ଭାରତର…

ଲୋକ ସଭାରେ ବନ ସଂରକ୍ଷଣ ବିଲ୍‌ ପାରିତ

ନୂଆଦିଲ୍ଲୀ,୨୭ା୭ : ଲୋକ ସଭାରେ ବୁଧବାର ବନ ସଂରକ୍ଷଣ ବିଲ୍‌ ଗୃହୀତ ହୋଇଛି। ଏହି ବିଲ୍‌ ଆଇନରେ ପରିଣତ ହେଲେ ବନ ବିଭାଗର ମଞ୍ଜୁରୀ ବିନା ଜଙ୍ଗଲ ଜମିକୁ ପର୍ଯ୍ୟଟନ ଆଦି ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ବ୍ୟବହାର ପାଇଁ ସୁଯୋଗ ସୃଷ୍ଟି…

ରାଜପଥ ପାର୍ଶ୍ୱରେ ବାଉଁଶ ତିଆରି ବାହୁବଲୀ ବାଡ଼ କରାଯିବ: ଗଡ଼କରୀ

ନୂଆଦିଲ୍ଲୀ,୨୭।୭: ଦେଶର ଏକ୍ସପ୍ରେସ୍‌ଓ୍ବେ ଓ ଜାତୀୟ ରାଜପଥଗୁଡ଼ିକର ପାର୍ଶ୍ୱରେ ବାଉଁଶ ତିଆରି ‘ବାହୁବଲୀ’ ବାଡ଼ କରାଯିବ ବୋଲି ବୁଧବାର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାସ୍ତାକଡ଼ରେ ଦିଆଯାଉଥିବା ଷ୍ଟିଲ୍‌…

ଉଦ୍ଭିଦଭିତ୍ତିକ କ୍ଷୀରଠାରୁ ଗାଈ କ୍ଷୀରରେ ଅଧିକ ପ୍ରୋଟିନ୍‌

ନୂଆଦିଲ୍ଲୀ: ଅଧିକାଂଶ ଉଦ୍ଭିଦଭିତ୍ତିକ କ୍ଷୀରରେ ଗାଈ କ୍ଷୀର ଅପେକ୍ଷା କମ୍‌ ପରିମାଣର ପ୍ରୋଟିନ ଥାଏ। ଏଥିରେ ପ୍ରାୟ ଏକ ତୃତୀୟାଂଶ କ୍ୟାଲସିୟମ ଏବଂ ଭିଟାମିନ୍‌ ଡି’ର ଅଭାବ ରହିଥାଏ। ଉଦ୍ଭିଦଭିତ୍ତିକ କ୍ଷୀରରେ ମୁଖ୍ୟତଃ ୪ ମିନେରାଲ ଫସ୍‌ଫରସ୍‌, ମ୍ୟାଗ୍ନେସିୟମ୍‌, ଜିଙ୍କ୍‌ ଏବଂ…

ମାଧ୍ୟମିକ ସ୍କୁଲରେ ନିଯୁକ୍ତି ପାଇଲେ ୩୨୫ ଶିକ୍ଷକ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ରାଜ୍ୟର ବିଭିନ୍ନ ସ୍କୁଲରେ ୩୨୫ ଜଣ ଟ୍ରେଣ୍ଡ ଗ୍ରାଜୁଏଟ ଟିଚର(ଟିଜିଟି) ଯୋଗ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ନିଯୁକ୍ତି ପର୍ବରେ ଏହି ଶିକ୍ଷକମାନେ ଯୋଗ ଦେଇଛନ୍ତି। ସେମାନେ ୨୧ଟି ବିଷୟରେ ଶିକ୍ଷାଦାନ…

ସ୍ତ୍ରୀ, ଶାଶୁ, ଶ୍ୱଶୁରଙ୍କୁ ହତ୍ୟା

ଗୁଆହାଟୀ,୨୭।୭: ଆସାମ ଗେଲାଘାଟରୁ ବୁଧବାର ଏକ ଟ୍ରିପଲ ମର୍ଡର ସାମ୍ନାକୁ ଆସିଛି। ନାଜିବୁର ରହମାନ ନାମକ ମେକାନିକାଲ ଇଞ୍ଜିନିୟର ସ୍ତ୍ରୀ ସଂଘମିତ୍ରା ଘୋଷ ଓ ଶାଶୁ, ଶ୍ୱଶୁରଙ୍କୁ ହତ୍ୟା କରିବା ପରେ ୯ ମାସର ଶିଶୁକୁ ନେଇ ଥାନାରେ ଆତ୍ମସମର୍ପଣ କରିଛନ୍ତି।…

ମଣିପୁରରେ ୨ ବସ୍‌ ଜାଳିଦେଲେ

ଇମ୍ଫାଲ,୨୭।୭: ମଣିପୁରରେ ଜାତିଆଣ ହିଂସା ଥମିବାର ନାଁ ନେଉନାହିଁ। କାଙ୍ଗପୋକ୍‌ପି ଜିଲାରେ ସୁରକ୍ଷାକର୍ମୀଙ୍କ ଯାତାୟାତରେ ବ୍ୟବହାର ହେଉଥିବା ଦୁଇଟି ବସ୍‌କୁ ଉତ୍ତ୍ୟକ୍ତ ଲୋକେ ଜାଳ ଦେଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ବସ୍‌ଗୁଡ଼ିକ ଦିମାପୁରରୁ ସପୋରମେଇନା ଆସୁଥିବାବେଳେ କେତେଜଣ ଲୋକ ଗାଡ଼ିକୁ ଅଟକାଇଥିଲେ। ସେମାନେ…

ନା ପରେ ବି ମନ ମାନୁନି

ନୂଆଦିଲ୍ଲୀ,୨୭ା୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟ ସଞ୍ଜୟ କୁମାର ମିଶ୍ରାଙ୍କ ଲଗାତର କାର୍ଯ୍ୟକାଳ ବୃଦ୍ଧିକୁ ବେଆଇନ ଦର୍ଶାଇ ଜୁଲାଇ ୩୧ରେ ପଦ ଛାଡ଼ିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଅବଧି ପୂରିବାକୁ ଆଉ ୫ ଦିନ ବାକି ଥିବାବେଳେ ସଞ୍ଜୟଙ୍କୁ ଇଡି…

୧୬ରୁ ଘରୋଇ ବସ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା ଫଳରେ ସେମାନେ ରୋଜଗାର ହରାଇବାକୁ ବସିଲେଣି। ଯାତ୍ରୀମାନେ ମୋ ବସ୍‌କୁ ଅଧିକ ପସନ୍ଦ କରୁଛନ୍ତି।…

ମାଧ୍ୟମିକ ଶିକ୍ଷାରେ ଓଡ଼ିଶାର ଡ୍ରପ୍‌ ଆଉଟ୍‌ ହାର ସର୍ବାଧିକ

ଭୁବନେଶ୍ୱର,୨୭।୭(ଅନୁରାଧା ମହାରଣା)ମାଧ୍ୟମିକ ଶିକ୍ଷାରେ ଓଡ଼ିଶାରେ ସର୍ବାଧିକ ପିଲା ଅଧାରୁ ପାଠପଢ଼ା ଛାଡୁଛନ୍ତି। କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ରାଜ୍ୟ ସଭାରେ ଏପରି ତଥ୍ୟ ରଖିଛନ୍ତି। ଉକ୍ତ ତଥ୍ୟ ଅନୁସାରେ, ଜାତୀୟ ଡ୍ରପ୍‌ ଆଉଟ୍‌ ରେଟ୍‌ ବା ଜାତୀୟ ସ୍ତରରେ ଅଧାରୁ…

୫-ଟିକୁ ଟୋନି ବ୍ଲେୟାରଙ୍କ ପ୍ରଶଂସା

ଭୁବନେଶ୍ୱର,୨୭।୭(ଅନିଲ ଦାସ)ବ୍ରିଟେନ୍‌ର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ୨୦୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?