ଓଡ଼ିଶାରେ ଟାଟା ଷ୍ଟିଲ୍ର ଅତ୍ୟାଧୁନିକ ସିସିସି
ଭୁବନେଶ୍ୱର,୩।୭: ଟାଟା ଷ୍ଟିଲ୍ର ଅତ୍ୟାଧୁନିକ ତଥା ସର୍ବପ୍ରଥମ ସମ୍ପୂର୍ଣ୍ଣ ସ୍ବୟଂକ୍ରୀୟ ନିର୍ମାଣ ସର୍ଭିସ୍ ସେଣ୍ଟର୍ (ସିସିସି) ଓଡ଼ିଶାର କଟକ ଜିଲା ଅନ୍ତର୍ଗତ ଟାଙ୍ଗିଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଟାଟା ଷ୍ଟିଲ୍ର ଚେୟାରପର୍ସନ (ମାର୍କେଟିଂ ଏବଂ ସେଲ୍ସ ଓ ଲଙ୍ଗ ପ୍ରଡକ୍ଟସ୍…
୨୧ ମୋ ସ୍କୁଲର ବିକାଶ କରିବ ବେଦାନ୍ତ ଲାଞ୍ଜିଗଡ଼
ଭୁବନେଶ୍ୱର,୩।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ତଥା ଭାରତର ଅଗ୍ରଣୀ ମେଟାଲର୍ଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ବେଦାନ୍ତ ଲାଞ୍ଜିଗଡ଼ ଏବଂ କଳାହାଣ୍ଡି ଜିଲା ପ୍ରଶାସନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଜଣାପଡିଛି। ଏପରିକି ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ମୋ…
ଜୁନ୍ରେ ହୋଣ୍ଡାର ଘରୋଇ ବିକ୍ରି ୫୦୮୦ ୟୁନିଟ୍
ଭୁବନେଶ୍ୱର,୩।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଭାରତର ଅଗ୍ରଣୀ ପ୍ରିମିୟମ କାର ନିର୍ମାତା ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ (ଏଚ୍ସିଆଇଏଲ୍) ପକ୍ଷରୁ ୨୦୨୩ ଜୁନ୍ର କାରବାର ସମ୍ପର୍କରେ ବିସ୍ତୃତ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ ଚଳିତ ବର୍ଷ ଜୁନ୍…
ଘରୋଇ କ୍ଷୀର କମ୍ପାନୀର ବିଷାକ୍ତ ପାଣି ଯୋଗୁ ଫସଲ କ୍ଷତି, ବ୍ୟାପୁଛି ଚର୍ମରୋଗ
ଗୋପ,୩।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ- କୋଣାର୍କ ରାସ୍ତାର ଶାରଡ଼ା ଛକ ନିକଟରେ ଥିବା ଏକ ଘରୋଇ କ୍ଷୀର କମ୍ପାନୀର ଜଳ ଓ ବାୟୁ ପ୍ରଦୂଷଣକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏପରି ବାରମ୍ବାର ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନ ହେବାରରେଗ୍ରାମବାସୀ ଆସନ୍ତା ୫…
ଅମୁଲ ସହ ପିଏନ୍ବିର ସହଭାଗିତା
ଭୁବନେଶ୍ୱର,୩।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି) ଏବଂ ଗୁଜରାଟ ସମବାୟ ଦୁଗ୍ଧ ବିତରଣ ଫେଡେରେଶନ (ଜିସିଏମଏମଏଫଏଲ) ବା ଅମୁଲ ସହ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଭାରତ ସରକାରଙ୍କ ମୁଦ୍ରା ଯୋଜନାର ସମସ୍ତ ସୁବିଧା…
ସୋନିର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୩।୭: ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ଏମ୍ଡିଆର୍-ଏମ୍ଭି୧ ରେଫରେନ୍ସ ମନିଟର ହେଡ୍ଫୋନ୍’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ପ୍ରଫେସନାଲ ସାଉଣ୍ଡ୍ ଇଞ୍ଜିନିୟର ଓ ସଙ୍ଗୀତ ସ୍ରଷ୍ଟାଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କମ୍ପାନୀ ପକ୍ଷରୁ ଏଭଳି ଏକ ଉତ୍ପାଦ ପ୍ରସ୍ତୁତ…
୪ ଜୁଲାଇରେ ଖୋଲିବ ସେନ୍କୋ ଗୋଲ୍ଡର ଆଇପିଓ
ଭୁବନେଶ୍ୱର,୩।୭(ଅଭୟ ଦାଶ): ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ସେନ୍କୋ ଗୋଲ୍ଡ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ଆଇପିଓ ୨୦୨୩ ଜୁଲାଇ ୪ରେ ଖୋଲିବ ବୋଲି ସେନ୍କୋ ଗୋଲ୍ଡ ପକ୍ଷରୁ ସୂଚନା ଦିଆଯାଇଛି, ଯେଉଁଥିରେ ୪୦୫ କୋଟି ଟଙ୍କାର ଇକ୍ୱିଟି ଶେୟାର ସାମିଲ ରହିଛି।…
ନିର୍ମାଣକୁ ୨ ମାସ ପୂରିଲାନି: ରାସ୍ତା ଫାଟିଲା
ମାହାଙ୍ଗା,୩ା୭(ଯଯାତି ସିଂହ): ସରକାର ଗ୍ରାମାଞ୍ଚଳରେ ଲୋକମାନଙ୍କ ଗମନାଗମନର ସୁବିଧା ନିମନ୍ତେ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଉନ୍ନତୀକରଣ କରୁଛନ୍ତି। ତେବେ ରାସ୍ତା ନିର୍ମାଣର କିଛି ଦିନ ମଧ୍ୟରେ ଅନେକ ସ୍ଥାନରେ ଏହା ଭାଙ୍ଗିରୁଜି ଯାଉଛି। ଏହାର…
ଉତ୍ତରପ୍ରଦେଶରୁ ଲୋକ ସଭା ନିର୍ବାଚନ ଲଢ଼ିପାରନ୍ତି ନୀତୀଶ
ପାଟନା, ୩ା୭ : ଦିଲ୍ଲୀ ରାଜନୀତି ଉପରେ ନଜର ରଖିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉତ୍ତରପ୍ରଦେଶକୁ ତାଙ୍କର ଲଞ୍ଚ୍ପ୍ୟାଡ୍ କରିପାରନ୍ତି। ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସ୍ପି) ସହ ମେଣ୍ଟ କରିବାକୁ ଜେଡିୟୁ ଚାହୁଁଛି। ୟୁପିର ଫୁଲପୁର ଏବଂ ପ୍ରତାପଗଡ଼ ଲୋକ…
ବିରୋଧୀଙ୍କ ବେଙ୍ଗାଲୁରୁ ବୈଠକ ସ୍ଥଗିତ
ପାଟନା, ୩ା୭ : ବିରୋଧୀ ଦଳଗୁଡ଼ିକର ପ୍ରସ୍ତାବିତ ଦ୍ୱିତୀୟ ବୈଠକ ଜୁଲାଇ ୧୩ ଓ ୧୪ରେ ବେଙ୍ଗାଲୁରୁରେ ହେବାକୁ ଥିବାବେଳେ ଏହାକୁ ସ୍ଥଗିତ ରଖାଯାଇଛି। ବୈଠକର ପରବର୍ତ୍ତୀ ତାରିଖ ଧାର୍ଯ୍ୟ ହୋଇନାହିଁ। ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ପରେ ପରବର୍ତ୍ତୀ ବୈଠକ ବସିପାରେ…
ଆବର୍ଜନାମୟ ମାର୍କେଟ ବିଲ୍ଡିଂ
ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ୟୁନିଟ-୨ ମାର୍କେଟ ବିଲ୍ଡିଂ ସ୍ଥିତି ଏବେ ଦୟନୀୟ ହୋଇପଡିଛି। ସବୁଠି ଅଳିଆ ଭର୍ତ୍ତି ହୋଇଥିବାବେଳେ ମାର୍କେଟ ଆସୋସିଏଶନ୍ ପକ୍ଷରୁ ସଫେଇ କାର୍ଯ୍ୟ ବନ୍ଦ ରହିଛି। ଅସ୍ଥାୟୀ ବ୍ୟବସାୟୀମାନେ ବସୁଥିବା ସ୍ଥାନକୁ ସଫା ନକରି ଚାଲିଯାଉଛନ୍ତି। ଫଳରେ ଏଣେତେଣେ…
ବିଆର୍ଏସ୍ ଭାଜପାର ବି-ଟିମ୍: ରାହୁଲ
ଖମ୍ମାମ, ୩ା୭ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଭାରତ ରାଷ୍ଟ୍ର ସମିତି (ବିଆର୍ଏସ୍) ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ(କେସିଆର୍)ଙ୍କୁ କଡ଼ା ସମାଲୋଚନା କରିଛନ୍ତି। କେସିଆର୍ଙ୍କ ରିମୋଟ କଣ୍ଟ୍ରୋଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖରେ ରହିଛି…
Archives


