Home

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର ୨ରୁ ଆରମ୍ଭ ହେବ ଏବଂ ଏହାର ଫାଇନାଲ ମ୍ୟାଚ ନଭେମ୍ବର ୨୧ରେ ଖେଳାଯିବ।…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ ଦଳ ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ଏବଂ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା ହଇଜା, ଝାଡାବାନ୍ତି କାୟା ବିସ୍ତାର କରୁଛି । ବୁଧବାର ମଧ୍ୟାହ୍ନରେ ଗ୍ରାମର ସୁରେନ୍ଦ୍ର…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ୨୦୨୩-୨୪ ବର୍ଷରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ପରେ ବ୍ଲକ୍‌ ଶିକ୍ଷା ବିଭାଗରେ ଅଧିକାରୀ ପଦବୀ ଶୂନ୍ୟ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବତନ ସରପଞ୍ଚ ପୀତାମ୍ବର ଗୌଡ଼ଙ୍କ ନେତୃତ୍ୱରେ ଏକ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ ସେ ତାଗିଦ କରିଛନ୍ତି । ହିଞ୍ଜିଳି ଏବଂ ଶେରଗଡ଼ରେ କିଛି ବିଶୃଙ୍ଖଳାକାରୀ ନେତା…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ ଭାରତ ରାଜ୍ୟ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା ଥିବା ସ୍ଥାନଗୁଡ଼ିକରେ ଏନ୍‌ଏସ୍‌ସି କର୍ମଚାରୀ ଓ ଜନପ୍ରତିନିଧିମାନେ ଝାଡ଼ୁ ଧରି ସଫେଇର ପ୍ରଚାର…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ ନିଜ ନାମରେ କରିସାରିଛି । ଏବେ ଅକ୍ଟୋବର ୩ରେ ଖେଳାଯିବ ସିରିଜର ତୃତୀୟ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ। ସମ୍ପତ୍ତି ଲୋଭରେ ପୁଅ, ଝିଅ ଓ ବୋହୂମାନେ ପରିଣତ ବୟସରେ ମା’-ବାପାଙ୍କୁ ଅବହେଳା…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି ବରିଷ୍ଠ IAS ଅଧିକାରୀ ଜଣକ ବ୍ୟକ୍ତିଗତ ଏବଂ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?