Home

କାମ ନ କରି ଅର୍ଥ ବାଟମାରଣା

ନାଉଗାଁ,୨୨ା୫(ସ୍ବ.ପ୍ର.): ନାଉଗାଁ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା)ରେ ବ୍ୟାପକ ଦୁର୍ନୀତି ହୋଇଛି। ଏଠାରେ କେଉଁଠି ପ୍ରକଳ୍ପ ନିର୍ମାଣ ହୋଇ ନ ଥିବା ବେଳେ ଆଉ କେଉଁଠି ମାତ୍ର ୧୦ କିମ୍ବା ୨୦ ହଜାର ଟଙ୍କା…

ମୁଁ ନଡ୍ଡାଙ୍କ ପିଏ, ଟଙ୍କା ଦେଲେ ତୁମକୁ ମନ୍ତ୍ରୀ କରାଇଦେବି

ନାଗପୁର,୨୨ା୫: ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମ୍‌ଓ)ର ଅତିରିକ୍ତ ନିର୍ଦ୍ଦେଶକ ପରିଚୟ ଦେଇ ଲୋକଙ୍କୁ ଠକିବା ଅଭିଯୋଗରେ କିଛି ଦିନ ତଳେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଗୁଜରାଟର ମହାଠକ କିରନ୍‌ ପଟେଲ ଧରାପଡ଼ିଥିବାବେଳେ ତାଙ୍କ ଭଳି ଆଉ ଜଣେ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗୁଜରାଟର ଅହମଦାବାଦ ଜିଲା…

ହାଇକୋର୍ଟ ଷ୍ଟେନୋ ଚାକିରି ଦେବୀ ନାଁରେ ଠକେଇ: ସିଏମ୍‌ସି ଅସ୍ଥାୟୀ ପିଅନ ଗିରଫ

କଟକ ଅଫିସ,୨୨ା୫: ହାଇକୋର୍ଟରେ ଷ୍ଟେନୋ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ହୋଇଛି। ଏହି ଘଟଣାରେ ଲାଲ୍‌ବାଗ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଙ୍କୀ ଥାନା ଅନ୍ତର୍ଗତ କରବର…

ଡେଟ୍‌ ସିଲିଂ ଆଲୋଚନା ସ୍ଥଗିତ

ଓ୍ବାଶିଂଟନ୍‌/ହିରୋଶିମା, ୨୨ା୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ରବିବାର କହିଛନ୍ତି, ଡେଟ୍‌ ସିଲିଂ ସୀମା ବୃଦ୍ଧି ପାଇଁ ସରକାରଙ୍କ ପ୍ରସ୍ତାବ ଉପରେ ବିରୋଧୀ ରିପବ୍ଲିକାନ୍‌ଙ୍କ ଅଫର୍‌ ଗ୍ରହଣଯୋଗ୍ୟ ନୁହେଁ। ତେବେ ଡିଲ୍‌ ପାଇଁ ଖର୍ଚ୍ଚ କାଟ୍‌ ସହ ଟିକସ ଆଡ୍‌ଜଷ୍ଟମେଣ୍ଟ (ସମାଯୋଜନ)…

କଶ୍ମୀରରେ ୨୬/୧୧ ଭଳି ଆକ୍ରମଣ ଯୋଜନା

ଶ୍ରୀନଗର, ୨୨ା୫: ଜମ୍ମୁ-କଶ୍ମୀରରେ ସୋମବାର ଜି୨୦ ପର୍ଯ୍ୟଟନ କାର୍ଯ୍ୟକାରୀ ଗ୍ରୁପ୍‌ ସମ୍ମିଳନୀ ଅନୁଷ୍ଠିିତ ହେବାକୁ ଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଜି୨୦ ପ୍ରତିନିଧିମାନେ ରହିବାକୁ ଥିବା ହୋଟେଲରେ ୨୬/୧୧ ଭଳି ଆତଙ୍କବାଦୀ ଆକ୍ରମଣ ଲାଗି ଯୋଜନା ହେଉଥିବାର ସୂଚନା ମିଳିବା…

ଅମାନତ ରାଶି ଫେରାଉନାହାନ୍ତି ବିଡିଓ

କଟକ ସଦର,୨୨ା୫(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଞ୍ଚଳରେ ୨୦୦୯ ପରଠାରୁ କରାଯାଇଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ କାର୍ଯ୍ୟ ନିର୍ବାହୀ(ଶ୍ରମିକ ପ୍ରତିନିଧି)ମାନଙ୍କଠାରୁ ଅମାନତ ରାଶି ରଖାଯାଇଥିଲା। ଇତିମଧ୍ୟରେ ୧୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଉକ୍ତ ଟଙ୍କା ବ୍ଲକ ପ୍ରଶାସନ ଫେରସ୍ତ କରୁନାହିଁ ବୋଲି…

୪,୫୦୦ ବର୍ଷ ପୂର୍ବେ ହୋଇଥିଲା ପ୍ରଥମ ଅଧର ଚୁମ୍ବନ

ନୂଆଦିଲ୍ଲୀ, ୨୨ା୫: ଆଜିକୁ ୪,୫୦୦ ବର୍ଷ ପୂର୍ବେ ବିଶ୍ୱର ପ୍ରଥମ ଅଧର ଚୁମ୍ବନ ମେସୋପଟାମିଆ ସମାଜରେ ହୋଇଥିଲା ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ପ୍ରାଚୀନ ମଧ୍ୟପ୍ରାଚ୍ୟର ଲୋକମାନେ ଲିପ୍‌ କିସିଂ କରୁଥିଲେ ବୋଲି ଗବେଷକମାନେ ଏକ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ୩,୫୦୦…

ରୁଷିଆ ଦଖଲରେ ବାଖ୍‌ମୁଟ୍‌

ମସ୍କୋ/ହିରୋଶିମା, ୨୨ା୫ : ୟୁକ୍ରେନ୍‌ର ଗୁରୁତ୍ୱପୂର୍ଣ୍ଣ ବାଖ୍‌ମୁଟ୍‌ ସହରକୁ ରୁଷିଆ ଦଖଲ କରିଥିବା ରବିବାର ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ରୁଷିଆ ସୈନ୍ୟମାନଙ୍କ ସହାୟତାରେ ଓ୍ବାଗ୍‌ନର ଘରୋଇ ସେନା ବାଖ୍‌ମୁଟ୍‌କୁ ନିୟନ୍ତ୍ରଣକୁ ନେଇଛି। ଓ୍ବାଗ୍‌ନର ମୁଖ୍ୟ ୟେଭ୍‌ଗେନି ପ୍ରିଗୋଝିନ୍‌ ମଧ୍ୟ…

ଚଢ଼ାଉ ପୂର୍ବରୁ ଖାଦାନ ଶୂନ୍‌ଶାନ୍‌

ଯାଜପୁର ଅଫିସ,୨୨ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦୁର୍ନୀତି ସୀମା ଟପିବାକୁ ବସିଲାଣି। ବିଶେଷକରି ମୂଲ୍ୟବାନ କଳାପଥର ଖାଦାନରୁ ବେଆଇନ ଉତ୍ତୋଳନ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଅଭାବ ଓ ଦୁର୍ନୀତିଗ୍ରସ୍ତ ଲିଜ୍‌ଧାରୀଙ୍କୁ ପରୋକ୍ଷରେ ଅଧିକାରୀଙ୍କ ସୁରକ୍ଷା ପ୍ରଦାନ ହିଁ ଆହୁରି…

୨୦୨୪ରୁ ସବୁ ପିଲା ସ୍ମାର୍ଟ କ୍ଲାସ୍‌ରେ ପଢ଼ିବେ

ନୂଆପଡ଼ା ଅଫିସ/ବୋଡ଼େନ/ ଖଡ଼ିଆଳ,୨୨।୫(ଡି.ଏନ.ଏ.): ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତ ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର ଦିନିକିଆ ନୂଆପଡା ଜିଲା ଗସ୍ତରେ ଆସି ଅନେକ ପ୍ରକଳ୍ପ ପରିଦର୍ଶନ କରି ଉନ୍ନତୀକରଣ ପାଇଁ ପଦକ୍ଷେପ ନେଇଛନ୍ତି। ପ୍ରଥମେ ସିନାପାଲି ବ୍ଲକ…

ଅସାବଧାନତାରୁ ଯାଉଛି ଜୀବନ

ବାଲେଶ୍ୱର ଅଫିସ,୨୨ା୫: ଦିନକୁ ଦିନ ବଢୁଛି ରେଳ ଲାଇନ୍‌ ଉପରେ ଦୁର୍ଘଟଣା। ରେଳ ବିଭାଗ ତରଫରୁ ନିଆଯାଇଥିବା ନିୟମ କାନୁନ୍‌କୁ ମାନୁନାହାନ୍ତି ଲୋକମାନେ। ରେଳ ଫାଟକ ପଡ଼ିଥିବାବେଳେ କାନରେ ମୋବାଇଲ୍‌ ଲଗାଇ ପାର୍‌ ହେବା ଏବଂ ରେଳ ଲାଇନ ଡେଇଁ ପ୍ଲାଟଫର୍ମ…

ଶିଶୁକନ୍ୟାଙ୍କୁ ବଳାତ୍କାର

ଢେଙ୍କାନାଳ ଅଫିସ, ୨୨ା୫: ଢେଙ୍କାନାଳ ଜିଲା ଗଁଦିଆ ଥାନା ବଣିଆପଡ଼ା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୮ବର୍ଷର ଭାଇ ସମ୍ମୁଖରୁ ୬ବର୍ଷର ଭଉଣୀଙ୍କୁ ବଳପୂର୍ବକ ଉଠାଇ ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ଗୌତମ ଦାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri