Home

ଗଙ୍ଗାକୂଳରେ ୨୪୦୦ ଡ୍ରେନର ଜିଓ ଟ୍ୟାଗିଂ କରିବେ ସରକାର: ଜଣାପଡ଼ିବ ପ୍ରଦୂଷଣସ୍ତର…

ବାରାଣସୀ,୨୧।୫ : ଗଙ୍ଗା ନଦୀ କୂଳରେ ଆବର୍ଜନା ପକାଇବା କାରଣରୁ ପ୍ରଦୂଷଣ ସ୍ତରର ବୃଦ୍ଧି ବିଷୟରେ ଜାଣି ସରକାର ନଦୀ କୂଳରେ ଅବସ୍ଥିତ ୪ ହଜାର ଗାଁର ପ୍ରାୟ ୨୪୦୦ ଡ୍ରେନ ମରାମତି କରିବାକୁ ଯାଉଛନ୍ତି। ଏଥିରେ ’ଜିଓ ଟ୍ୟାଗିଂ’ କରାଯାଇ…

ଯାତ୍ରୀଙ୍କୁ ମିଳୁନି ବସ୍‌ ଟିକେଟ, ପଥହୁଡ଼ି ଭୋଗୁଛନ୍ତି ହୀନସ୍ତା

ଆନନ୍ଦପୁର,୨୧ା୫(ସ୍ବ.ପ୍ର.): ୫୩ ନଂ ରାଜ୍ୟ ରାଜପଥ ଆନନ୍ଦପୁର ବ୍ରିଜଛକ ନିକଟରେ ଜଣେ ଯାତ୍ରୀ ପଥହୁଡ଼ି କ୍ୟାବିନ ତଳେ ଆଶ୍ରୟ ନେବା ଭଳି ଘଟଣା ଚର୍ଚ୍ଚାକୁ ଆସିଛି। ଯାତ୍ରୀଙ୍କୁ ସମସ୍ତ ଘଟଣା ସମ୍ପର୍କରେ ପଚରାଯିବା ପରେ ବସର କଣ୍ଡକ୍ଟର ତାଙ୍କ ପାଖରୁ ଦୁଇ…

ଏନସିସିଏସଏ ଅର୍ଡିନାନ୍ସ ରାଜନୈତିକ ଯୁଦ୍ଧ, ୨୦୨୪ର ସେମିଫାଇନାଲ: କେଜରିଓ୍ବାଲ…

ନୂଆଦିଲ୍ଲୀ,୨୧।୫ : ଦିଲ୍ଲୀର ସେବା ଉପରେ ନିୟନ୍ତ୍ରଣ ପାଇଁ ଦାବି ବର୍ତ୍ତମାନ ସୁପ୍ରିମକୋର୍ଟ ଛାଡିବା ପରେ ଏବେ ସଂସଦରେ ପହଞ୍ଚିବାକୁ ଯାଉଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବର୍ତ୍ତମାନ ଏହି ରାଜନୈତିକ ଯୁଦ୍ଧକୁ ୨୦୨୪ର ସେମିଫାଇନାଲ ବୋଲି କହୁଛନ୍ତି ଏବଂ ସମସ୍ତ…

ଗିରଫ ହେଲେ ଜୈଶ-ଏ-ମହମ୍ମଦର ଆତଙ୍କବାଦୀ, ଭାରତରେ ବଡ ଆକ୍ରମଣର ଥିଲା ଯୋଜନା

ନୂଆଦିଲ୍ଲୀ,୨୧।୫: ସୁରକ୍ଷା ଏଜେନ୍ସି ଏକ ବଡ ଧରଣର ଆତଙ୍କବାଦୀ ଯୋଜନାକୁ ପଣ୍ଡ କରି ଦେଇଛନ୍ତି। ରବିବାର ଏନଆଇଏ ଜୈଶ-ଏ-ମହମ୍ମଦର ଜଣେ ଆତଙ୍କବାଦୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ନାମ ମହମ୍ମଦ ଉବୈଦ ମଲିକ। ସେ କୁପଓ୍ବାଡାର ବାସିନ୍ଦା।…

ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ଗରମ ହେଉଛି। ଅସହ୍ୟ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ଜମ୍ମୁ-କଶ୍ମୀର ଏକ ଖୋଲା ଜେଲ୍‌, ଅନୁଚ୍ଛେଦ ୩୭୦ ପୁନଃସ୍ଥାପିତ ନ ହେବା ପର୍ଯ୍ୟନ୍ତ ଲଢ଼ିବିନି ନିର୍ବାଚନ: ମେହବୁବା…

ବେଙ୍ଗାଲୁରୁ,୨୧।୫ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ରବିବାର କହିଛନ୍ତି ସମ୍ବିଧାନର ଧାରା ୩୬୦ ପୁନଃସ୍ଥାପିତ ନ ହେବା ପର୍ଯ୍ୟନ୍ତ ସେ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ତେବେ ତାଙ୍କ ଦଳ ନିଶ୍ଚିତ ଭାବେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…

ଶୁଟିଂ ସାରି ଫେରୁଥିଲେ, ସଡ଼କ ଦୁର୍ଘଟଣାରେ ଅଭିନେତ୍ରୀଙ୍କ ଜୀବନ ଗଲା

କୋଲକାତା: ମନୋରଞ୍ଜନ ଜଗତରୁ ଏକ ଦୁଃଖଦ ଖବର ଆସିଛି। ବଙ୍ଗଳା ଟିଭି ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ସୁଚନ୍ଦ୍ରା ଦାସଗୁପ୍ତା ଆଉ ଏ ଦୁନିଆରେ ନାହାନ୍ତି। ଶନିବାର ରାତିରେ ଏହି ଅଭିନେତ୍ରୀଙ୍କ ଦେହାନ୍ତ ହୋଇଛି। ଏକ ବାଇକ୍‌ ଦୁର୍ଘଟଣା ପରେ ସୁଚନ୍ଦ୍ରା ଆଖି…

ଫୁଟବଲ ଖେଳରେ ଦଳାଚକଟା: ୧୨ ମୃତ, ୧୦୦ରୁ ଅଧିକ ଆହତ…

ସାନ ସାଲଭାଡୋର,୨୧।୫ : , ଏଲ ସାଲଭାଡୋରରେ ଏକ ଫୁଟବଲ ମ୍ୟାଚ ଦେଖିବା ପାଇଁ ପ୍ରବେଶ ପଥରେ ହୋଇଥିବା ଦଳାଚକଟାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ୧୦୦ ରୁ ଅଧିକ ଆହତ ହୋଇଛନ୍ତି । ୫୦୦ ଲୋକଙ୍କୁ ସୁରକ୍ଷିତ ଭାବେ ସେଠାରୁ…

ଦୈନିକ ସଂକ୍ରମଣ ୮ ଶହ ତଳେ…

ନୂଆଦିଲ୍ଲୀ, ୨୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

ଥରିଲା ଆଫଗାନିସ୍ତାନ

କାବୁଲ,୨୧ା୫: ଆଫଗାନିସ୍ତାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସ୍‌ମୋଲୋଜି ଅନୁଯାୟୀ, ରବିବାର ଅପରାହ୍ନ ୧.୫୭ରେ ଘଟିଥିବା ଏହି ଭୂକମ୍ପର କେନ୍ଦ୍ର ଆଫଗାନିସ୍ତାନର ଫୈଜାବାଦଠାରୁ ୧୦୫ କିଲୋମିଟର ଦୂରରେ ଏବଂ…

ନିଜ ଦେଶର ରାଷ୍ଟ୍ରପତିଙ୍କ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଲା ଜର୍ଜିଆନ ଏୟାରୱେଜ…

ଟିବିଲିସ,୨୧।୫ : ଜର୍ଜିଆର ଜାତୀୟ ବିମାନ ସେବା ଜର୍ଜିଆନ ଏୟାରୱେଜ ନିଜ ଦେଶର ରାଷ୍ଟ୍ରପତିଙ୍କ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଛି। ରାଷ୍ଟ୍ରପତି ସାଲୋମ ଜୁରାବିଚଭିଲି କହିଥିଲେ ରୁଷିଆ ବିମାନ ଉଡ଼ାଣ ଆରମ୍ଭ କଲେ ସେ ବିମାନ ଚଳାଚଳକୁ ବହିଷ୍କାର କରିବେ। ରବିବାର…

ଯେଉଁମାନଙ୍କୁ କହୁଥିଲେ ଭ୍ରଷ୍ଟାଚାରୀ, ଆଜି ସେହିମାନଙ୍କ ସହ ଠିଆ ହୋଇଛନ୍ତି କେଜରିଓ୍ବାଲ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ମନୋଜ ତିଓ୍ବାରୀ ରବିବାର ଏକ ପ୍ରେସ କନଫରେନ୍ସ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ଖୁବ ବର୍ଷଛନ୍ତି। ଏମପି ମନୋଜ ତିୱାରୀ କହିଛନ୍ତି ଯେ ଅରବିନ୍ଦ କେଜ୍ରିୱାଲଙ୍କ ପାଖରେ ପହଞ୍ଚିଛନ୍ତି ସେମାନଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri