Home

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ ସାମାଜିକ ଦାୟିତ୍ୱର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛି । ଏଠାରେ ଜଣେ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା ପାଇଁ ଭଞ୍ଜ ରାଜବଂଶ ପକ୍ଷରୁ ହଜାର ହଜାର ଭରଣ ଜମି, କୋଟି କୋଟି…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ ଅର୍ଶଦୀପ ସିଂ ତାଙ୍କ ପ୍ରେମିକାଙ୍କ କାରଣରୁ IPLରେ ଚର୍ଚ୍ଚାରେ ରହିଥିଲେ । ବର୍ତ୍ତମାନ…

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧ ବର୍ଷ ବୟସରେ ଯମଜ ସନ୍ତାନ ଜନ୍ମ ଦେଇଛନ୍ତି। ବିବାହର ପ୍ରାୟ ୧୦ ବର୍ଷ…

କାହିଁକି ବିଜୟଙ୍କୁ ଈର୍ଷା କରୁଛନ୍ତି ପବନ କଲ୍ୟାଣ! ଅସଲ କଥା ଖୋଲି କହିଲେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୨୬।୫: ତାମିଲନାଡୁ ରାଜନୀତି କ୍ଷେତ୍ରରେ, ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଜବରଦସ୍ତ ବିଜୟ ଏବେ ଅନ୍ୟ ରାଜ୍ୟର ନେତାମାନଙ୍କ ମଧ୍ୟରେ ମଧ୍ୟ ଆଲୋଚନାର ବିଷୟ ପାଲଟିଛି। ଏହି ମଧ୍ୟରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା ପାର୍ଟିର ମୁଖ୍ୟ ପବନ କଲ୍ୟାଣଙ୍କ…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ ରହିଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଅନୁମାନ…

ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଖୁସି ଖବର! ଇରାନ ସହ ଡିଲ୍‌କୁ ନେଇ ୟୁ-ଟର୍ନ ନେଲେ ରୁବିଓ

ନୂଆଦିଲ୍ଲୀ,୨୬।୫: ଇରାନ ସହିତ ସମ୍ଭାବ୍ୟ ଚୁକ୍ତି ସମ୍ପର୍କରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କର ପୂର୍ବ ବକ୍ତବ୍ୟରୁ ଏକ ୟୁ-ଟର୍ନ ନେଇଛନ୍ତି। ପୂର୍ବରୁ, ସେ କହିଥିଲେ ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯେକୌଣସି ମୁହୂର୍ତ୍ତରେ ଏକ ଚୁକ୍ତି ଘୋଷଣା…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ ସହରର ସଂଗୀତା ମୁଦୁଲି ଦୀର୍ଘ ୧୨ ବର୍ଷ ଧରି ସ୍ଥାନୀୟ ମାନସ ବିଦ୍ୟାଳୟରେ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଅଘଟଣ ଘଟିଛି। ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ…

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର ଦୁଇପାର୍ଶ୍ୱରେ ଥିବା ଡ୍ରେନରେ ଅଳିଆ ଆବର୍ଜନା ସାଙ୍ଗକୁ ମଇଳା ପାଣିର ଜମାଟ ବାନ୍ଧିଛି…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ ଖୋଲିବା ବେଳେ ଶ୍ୱାସ ରୁଦ୍ଧ ହୋଇ ୬ ଜଣକର ମୃତ୍ୟୁ ହୋଇଛି।…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର ବିବାହକୁ ବଞ୍ଚାଇବା ପାଇଁ ମାତାପିତାଙ୍କ ଚିନ୍ତା ଅନେକ ମହିଳାଙ୍କୁ ମୃତ୍ୟୁ ଫାଶରେ ମଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?