ପୃଥ୍ବୀଙ୍କ ପାଇଁ ବଢୁଛି ଅଡୁଆ
ନୂଆଦିଲ୍ଲୀ,୭ା୪: ଦିଲ୍ଲୀ କ୍ୟାପିଟାଲ ଷ୍ଟାରର ଯୁବ ଓପନର୍ ପୃଥ୍ବୀ ଶ’ଙ୍କ ପାଇଁ ଅଡୁଆ ବଢୁଛି। ଦୁଇ ମାସ ପୂର୍ବେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ସପ୍ନା ଗିଲ୍ଙ୍କ ସହ ଝଗଡ଼ା ଲାଗି ସପ୍ନା ବର୍ତ୍ତମାନ ମୁମ୍ବାଇ କୋର୍ଟରେ ପହଞ୍ଚିଛନ୍ତି। ସପ୍ନା ଆନ୍ଧ୍ର ମାଜିଷ୍ଟ୍ରେଟଙ୍କ…
ଢେଙ୍କାନାଳ ପ୍ରସିଦ୍ଧ ବରାର ମଜା ନେଲେ ସହରବାସୀ
ଢେଙ୍କାନାଳ ଅଫିସ,୭ା୪: ଢେଙ୍କାନାଳ ବରା ସମଗ୍ର ରାଜ୍ୟରେ ପ୍ରସିଦ୍ଧ। ସ୍ବାଧୀନତା ପୂର୍ବରୁ ଢେଙ୍କାନାଳ ପ୍ରସିଦ୍ଧ ବରା ଆଜି ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଢେଙ୍କାନାଳର ପାରମ୍ପରିକ ଖାଦ୍ୟ ବରାକୁ ମଧ୍ୟ ଜିଆଇ ଟ୍ୟାଗ୍ ମାନ୍ୟତା ପ୍ରଦାନ…
୧୫୫ ଦେଶର ପବିତ୍ର ନଦୀ ଜଳରେ ରାମଲାଲାଙ୍କ ହେବ ଜଳାଭିଷେକ
ଲକ୍ଷ୍ନୌ,୭।୪: ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ସମ୍ପୂର୍ଣ୍ଣ ହେବ। ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ପାକିସ୍ଥାନ, ଚାଇନା, ଇରାନ, ଆରବ ଦେଶ, ଆମେରିକା ସମେତ…
୧୭ ବର୍ଷ ବୟସରେ ନିରାଶ ହୋଇ କ୍ରିକେଟ ଛାଡ଼ିଥିଲେ ଏହି କ୍ରିକେଟର, ୭ ବର୍ଷ ପରେ ପୁଣି ଫେରିଛନ୍ତି
କୋଲକାତା,୭ା୪: କ୍ରିକେଟର ହେବା ପାଇଁ କୋଲକାତା ନାଇଟ୍ ରାଇଡର୍ସ ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କ ଯାତ୍ରା ଅତ୍ୟନ୍ତ ଆକର୍ଷଣୀୟ। ଏକଦା ସେ କ୍ରିକେଟରେ କ୍ୟାରିୟର କରିବାର ସ୍ବପ୍ନକୁ ସମ୍ପୂର୍ଣ୍ଣ ଛାଡ଼ି ଦେଇଥିଲେ। ବରୁଣ ବର୍ତ୍ତମାନ କେକେଆରର ଆଗୁଆ ସ୍ପିନର ଅଟନ୍ତି। ଆଇପିଏଲ ୨୦୨୨ରେ…
ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ
ଭୁବନେଶ୍ୱର,୭ା୪(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ପ୍ରଥମେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ଦିନିଆ ନୋଟିସ ପଠାଯିବ। ଏହାପରେ ଅନୁପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଗୁରୁବାର ଓଡ଼ିଆ…
ତାଇଓ୍ବାନ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଗିଲା ଚାଇନା
ତାଇପେ,୭।୪: ତାଇଓ୍ବାନ ରାଷ୍ଟ୍ରପତି ତାଇ ଇଙ୍ଗ-ଓ୍ବେନଙ୍କ ଆମେରିକା ଗସ୍ତକୁ ନେଇ ବିଳିବିଳାଉଛି ଚାଇନା। ତାଇଓ୍ବାନ ରାଷ୍ଟ୍ରପତି ଆମେରିକା ରିପପ୍ଲିକାନ ହାଉସର ଅଧ୍ୟକ୍ଷ କଓ୍ବେିନ ମ୍ୟାକକାର୍ଥିଙ୍କ ସହ ସାକ୍ଷାତ କରିବାରୁ ଚାଇନା ଆହୁରି ରାଗି ଯାଇଛି। ରାଗ ସୁଝାଇବାକୁ ଯାଇ ଚାଇନା ଆମେରିକା…
ଭାଜପାରେ ସାମିଲ ହେଲେ କିରଣ ରେଡ୍ଡୀ
ନୂଆଦିଲ୍ଲୀ,୭।୪: କଂଗ୍ରେସର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀ ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ତାଙ୍କୁ ବିଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ…
ପାକିସ୍ତାନରେ ବଢୁଛି ଘରୋଇ ହିଂସା, ସମାଧାନ ଖୋଜୁଛନ୍ତି ମହିଳା
ଇସଲାମାବାଦ,୭।୪: ପାକିସ୍ତାନରେ ଅଳ୍ପସଂଖ୍ୟକଙ୍କ ସ୍ଥିତି ଭଳି ଦେଶର ମହିଳାଙ୍କ ଉପରେ ଭେଦଭାବ ଓ ଦୁର୍ବବ୍ୟହାରର ସଂଖ୍ୟା ବଢିବାରେ ଲାଗିଛି। ଦେଶରେ ଘରୋଇ ହିଂସାରେ ବୃଦ୍ଧି କାରଣରୁ ଏହାର ସମାଧାନ ପାଇଁ ଦାବି କରାଗଲାଣି। ନ୍ୟୁଜ ଇଣ୍ଟରନ୍ୟାଶନାଲ ମତରେ ସ୍ତମ୍ଭକାର ଇମାନ ସମାର…
ପୁଟିନଙ୍କ ସିକ୍ରେଟ୍ ଲାଇଫ୍ଷ୍ଟାଇଲରୁ ପର୍ଦ୍ଦା ହଟାଇଲେ ରୁଷିଆ ଅଧିକାରୀ
ମସ୍କୋ,୭ା୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୧୩ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଚାଲିଛି। ପରସ୍ପର ବିରୋଧରେ ସାମରିକ ସୁବିଧା ହାସଲ କରିବା ଲକ୍ଷ୍ୟରେ ଉଭୟ ଦେଶ ନିଜ ନିଜ ରଣନୀତି ଅନୁଯାୟୀ ଆଗକୁ ବଢୁଛନ୍ତି। ଏହି ସମୟରେ ରୁଷିଆ…
ଜାଲ୍ ସାର୍ଟିଫିକେଟ୍ ମାମଲା: ରିଲାଏନ୍ସ କୋଚିଂରେ ତନାଘନା
ବଲାଙ୍ଗୀର ଅଫିସ,୭ା୪: ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ କାର୍ଯ୍ୟକୁ ନିରୀକ୍ଷଣ କରିବା ପାଇଁ ବୁଧବାରଠାରୁ ବଲାଙ୍ଗୀରରେ କ୍ରାଇମ୍ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା କ୍ୟାମ୍ପ କରି ରହିଛନ୍ତି। ଗୁରୁବାର ତଦନ୍ତର ଷଷ୍ଠଦିନ ପୂର୍ବାହ୍ନରୁ କ୍ରାଇମବାଞ୍ଚ ଆଇଜି ସିହ୍ନା ପ୍ରତ୍ୟକ୍ଷଭାବେ ବଲାଙ୍ଗୀର ମନୋହରପୁର…
୧୬୦ କି.ମି.ଚାଲିକି ଗାଁକୁ ଆସିଲେ ଦାଦନ ଶ୍ରମିକ
ଭବାନୀପାଟଣା,୭।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ଜିଲାରେ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମନାକୁ ଆସିଛି। କଳାହାଣ୍ଡି ଜିଲାରୁ ସୁଦୂର ବାଙ୍ଗାଲୁରକୁ ଦାଦନ ଖଟିବାକୁ ଯାଇ ସେଠାରେ ଠିକାଦାରଙ୍କ ଦ୍ୱାରା ନିର୍ଯାତିତ ହୋଇ କୌଣସି ପାଉଣା ନ ପାଇ ଶେଷରେ…
ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ
ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ଜାତୀୟସ୍ତରରେ ଉଚ୍ଚ ପ୍ରଶଂସିତ ହୋଇଥିଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ମଟିଆଭଟା…
Archives


