ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…
ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ ପ୍ରାର୍ଥନା କରିଥିଲେ, ଯଦିଓ ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସେଠାରେ ଉପସ୍ଥିତ…
ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷୁଛି। ଜୁଲାଇ ୧୪ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା…
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…
ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା ଅନ୍ୟକେଉଁ କାରଣ ଏହା ପଛରେ ରହିଛି ତାକୁ ନେଇ ଚାଲିଛି ବିଭିନ୍ନ ଆଲୋଚନା।…
‘ଇଣ୍ଡିଆନ ଆଇଡଲ’ର ଟପ୍-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍-୬ରେ ସ୍ଥାନ ହାସଲ କରିଛନ୍ତି। ଓଲିଉଡ୍ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଜ୍ୟୋତିର୍ମୟୀ ଏବେ ଜାତୀୟ ମଞ୍ଚରେ…
ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ
ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି ନଷ୍ଟ ହେବା ଏବଂ ଜନଜୀବନ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପରିସ୍ଥିତିକୁ ସ୍ବାଭାବିକ କରିବା…
ଗାଡ଼ି ଟାୟାରରେ କମ୍ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ
ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨ କୋଟି ଲିଟରରୁ ଅଧିକ ପେଟ୍ରୋଲ ହରାଉଛି, ଯାହାର ଆନୁମାନିକ ମୂଲ୍ୟ ୪,୫୦୦ କୋଟି…
ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର
କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ ପ୍ରକାଶ ବାରିକଙ୍କୁ ପ୍ରାର୍ଥୀ କରିଛି। ଏହି ତିନି ନେତା ଗୁରୁବାର BJP ରେ…
ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ
ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଚାଲିଥିବା ପଦଯାତ୍ରା ଓ ଆନ୍ଦୋଳନକୁ ନେଇ ଶାସକ ଭାଜପା ଏବଂ…
ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା
ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ଏବେ ମହଙ୍ଗା ପଡ଼ିଛି। ଜିଲ୍ଲା ମଙ୍ଗଳ ବିଭାଗ ଏହି ଘଟଣାର ତଦନ୍ତ କରିବା…
କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ
ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ ଜିଲା) ରେ HPCL ର ପାତାଳଗଙ୍ଗା LPG ବଟଲିଂ ପ୍ଲାଣ୍ଟରେ ପ୍ରବଳ ପାଣି…
ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video
ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା। ଅଗ୍ନିକାଣ୍ଡ ପରେ, ଜରୁରୀକାଳୀନ ପରିଚାଳନା ମନ୍ତ୍ରଣାଳୟ ପୂର୍ବ ଚାଇନାର ଫୁଜିଆନ ପ୍ରଦେଶରେ ଅବସ୍ଥିତ…
ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…
ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି। କୈଫ ବିଶ୍ୱାସ କରନ୍ତି ଯେ ଇଂଲଣ୍ଡ ଗସ୍ତ ସମୟରେ ନିଆଯାଇଥିବା…

