Home

ଟାଇଗର ଟିଏମ୍‌ଟି ରିବାରକୁ ସରକାରଙ୍କ ସ୍ବୀକୃତି

ଭୁବନେଶ୍ୱର,୨୪।୭: ଶ୍ୟାମ ମେଟାଲିକ୍ସର ପ୍ରମୁଖ ଉପତ୍ାଦ ସେଲ ଟାଇଗର ଟିଏମ୍‌ଟି ରିବାରକୁ ନିକଟରେ ଓଡ଼ିଶା ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ସ୍ବୀକୃତି ପ୍ରଦାନ କରାଯାଇଛି। ଏପରିକି ଏହାର ଉଚ୍ଚମାନର ଉପତ୍ାଦ ସାଙ୍ଗକୁ ବୃହତ୍‌ ବିତରଣ ଏବଂ ନିର୍ମାଣ ଓ ଭିତ୍ତିଭୂମି ବିକାଶ…

ମନଇଚ୍ଛା ପାଣି ଛାଡୁଛି ଛତିଶଗଡ଼

ସମ୍ବଲପୁର, ୨୪ା୭(ଶୁଭାଶିଷ ପାଢ଼ୀ): ମହାନଦୀ ପାଣିକୁ ନେଇ ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ଆନ୍ତଃରାଜ୍ୟ ଜଳ ବିବାଦ ଲାଗିରହିଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ଏକାଧିକ ବ୍ୟାରେଜ ନିର୍ମାଣ କରିଥିବାରୁ ତଳମୁଣ୍ଡରେ ଜଳ ପ୍ରବାହ ଠିକ୍‌ ଭାବେ ହୋଇପାରୁ ନାହିଁ। ବିଶେଷକରି ଅଣମୌସୁମୀ…

ପୁଣି ବିପଦ ସଙ୍କେତ ଟପିଲା ଯମୁନା

ନୂଆଦିଲ୍ଲୀ,୨୪ା୭ : ହରିୟାଣାର ହାଥନିକୁଣ୍ଡ ବ୍ୟାରେଜରୁ ୨ ଲକ୍ଷ କ୍ୟୁସେକ୍‌ ଜଳ ଛଡ଼ାଯିବା ପରେ ଦିଲ୍ଲୀରେ ଯମୁନା ଜଳସ୍ତର ପୁଣିଥରେ ବିପଦ ସଙ୍କେତ ଅତିକ୍ରମ କରିଛି। ରବିବାର ଅପରାହ୍ନ ୩ଟାରେ ଜଳସ୍ତର ୨୦୬.୨୬ ମିଟର ହୋଇଥିବାବେଳେ ଆହୁରି ବଢ଼ିବା ଆଶଙ୍କା କରାଯାଉଛି।…

ଭାରତରେ ‘ଅକିରା’ ଆତଙ୍କ

ନୂଆଦିଲ୍ଲୀ,୨୪ା୭: ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିଗତ ଡେଟା ଚୋରି ପରେ ଲୋକଙ୍କଠାରୁ ଅର୍ଥ ଅସୁଲ ପାଇଁ ବ୍ୟବହୃତ ଇଣ୍ଟରନେଟ୍‌ ରାନ୍‌ସମଓ୍ବେର ଭାଇରସ୍‌ ‘ଅକିରା’କୁ ନେଇ ଦେଶବିଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ମଧ୍ୟ ଏହାର ପ୍ରାଦୁର୍ଭାବ ବଢ଼ୁଥିବାରୁ ଦେଶର ସଂଘୀୟ ସାଇବର ସିକ୍ୟୁରିଟି ଏଜେନ୍ସି…

ପ୍ରେମିକଙ୍କୁ ଭେଟିବା ଲାଗି ଗାଁର ବିଜୁଳି କାଟୁଥିଲେ ଯୁବତୀ

ପାଟନା,୨୪ା୭ : ବିହାର ବେଟ୍ଟିହା ଅଞ୍ଚଳର ପ୍ରୀତି ନାମ୍ନୀ ଯୁବତୀ ତାଙ୍କ ପ୍ରେମିକ ରାଜକୁମାରଙ୍କୁ ଅନ୍ଧାର ମଧ୍ୟରେ ଭେଟିବା ପାଇଁ ସାରା ଗାଁର ବିଜୁଳି କାଟିଦେଉଥିଲେ। ବାରମ୍ବାର ବିଜୁଳି କଟୁଥିବାରୁ ଗାଁ ଲୋକେ ଅତିଷ୍ଠ ହୋଇପଡ଼ିଥିଲେ। ଶେଷରେ ଗାଁ ଲୋକେ ପ୍ରେମୀଯୁଗଳଙ୍କୁ…

୭ ଦେଶ ବୁଲି ୧.୭୯ କୋଟି ଖର୍ଚ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ଏବଂ ଜୁଲାଇ ମାସରେ ଆମେରିକା, ଫ୍ରାନ୍ସ ସମେତ ୭ ରାଷ୍ଟ୍ର ଗସ୍ତ କରିଥିଲେ। ଏ ବାବଦରେ କେନ୍ଦ୍ର ସରକାର ୧.୭୯ କୋଟି ଟଙ୍କା ବ୍ୟୟ କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ମେ’…

ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ିବ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ,୨୪ା୭ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପ୍ରେରଣ କରିଥିବା ଚନ୍ଦ୍ରୟାନ-୩ ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ି ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିବା ପାଇଁ ଅଗ୍ରସର ହେଉଛି। ଧୀରେ ଧୀରେ ଏହା ଚନ୍ଦ୍ରର ନିମ୍ନ କକ୍ଷପଥକୁ ଯିବା ସହ ଅଗଷ୍ଟ…

ସେକ୍ସ ସିନ୍‌ ବେଳେ ଗୀତା ପାଠକୁ ବିରୋଧ

ନୂଆଦିଲ୍ଲୀ,୨୪ା୭: ବିଶ୍ୱର ପ୍ରଥମ ପରମାଣୁ ବୋମାର ମାଷ୍ଟରମାଇଣ୍ଡ ରବର୍ଟ ଓପେନ୍‌ହାଇମରଙ୍କ ବାୟୋପିକ୍‌ (ଆତ୍ମଜୀବନୀ ଚଳଚ୍ଚିତ୍ର) ଶୁକ୍ରବାର ରିଲିଜ୍‌ ହୋଇଛି। ଏହା ଭଲ ରେଟିଂ ହାସଲ କରିବା ସହ ବକ୍ସ ଅଫିସ୍‌ରେ ଚହଳ ସୃଷ୍ଟି କରିଛି। କିନ୍ତୁ ଏହାର ଏକ ବିବାଦୀୟ ସିନ୍‌…

ବିଦେଶ ଯାଉଛନ୍ତି, ମଣିପୁର ଆସନ୍ତୁ

ଇମ୍ଫାଲ/କୋଲକାତା/ନୂଆଦିଲ୍ଲୀ,୨୪ା୭: ମେଇତି ସମ୍ପ୍ରଦାୟ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ମାନ୍ୟତା ଦାବି କରିବା ପରେ ମଣିପୁର ହାଇକୋର୍ଟଙ୍କ ଏ ସମ୍ପର୍କିତ ରାୟ ଉତ୍ତର-ପୂର୍ବ ରାଜ୍ୟରେ ନିଅଁା ଲଗାଇ ଦେଇଥିଲା। ମେ’ ୩ରୁ ଜାତିଆଣ ହିଂସା ଏବଂ ଯୌନହିଂସାରେ ମଣିପୁର ଜଳୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୁଣି ବିପଦ ସଙ୍କେତ ଡେଇଁଲା ଯମୁନା

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀରେ ବନ୍ୟା ପରିସ୍ଥିତି ସୁଧୁରିବାର ନାଁ ଧରୁନି। ରବିବାର ଯମୁନା ନଦୀର ଜଳ ସ୍ତର ପୁଣି ଥରେ ବିପଦ ସଙ୍କେତ ଅତିକ୍ରମ କରିଛି। ଫଳରେ ପ୍ରଶାସନ ତଳି ଅଞ୍ଚଳଗୁଡିକୁ ସ୍ଥାନାନ୍ତର କରିବାକୁ ଘୋଷଣା କରିଛି। ଆଜି ଅପରାହ୍ନ ୪ଟାରେ…

ଓମେନ୍‌ ଚାଣ୍ଡିଙ୍କ ମୃତ୍ୟୁ ପରେ ପୁଥୁପାଲ୍ଲୀ ଆସନରୁ କିଏ ହେବେ କଂଗ୍ରେସ ପ୍ରାର୍ଥୀ? ସ୍ପଷ୍ଟ କଲେ କେ ସୁଧାକରନ

ଥିରୁଭାନନ୍ତପୁରମ୍‌,୨୩।୭: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେରଳ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ମୃତ୍ୟୁ ପରେ ତାଙ୍କ ନିର୍ବାଚନମଣ୍ଡଳୀ ପୁଥୁପାଲ୍ଲୀରୁ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେନେଇ ଚର୍ଚ୍ଚା ଜୋର ଧରିଛି। ମାତ୍ର କଳ୍ପନାଜଳ୍ପନାର କିଛି ଘଣ୍ଟା ପରେ କେରଳ ପ୍ରଦେଶ…

୪ ମିନିଟ୍‌ ୩୮ ସେକେଣ୍ଡରେ ଯୁବକଙ୍କୁ ୬୦ଥର ଜୋତାରେ ପିଟିଲେ ପୋଲିସ

ଲକ୍ଷ୍ନୌ,୨୩।୭: ଉତ୍ତର ପ୍ରଦେଶର ହରଦୋଇ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ମଦ୍ୟପ ଯୁବକ ରାସ୍ତାରେ ଲୋକଙ୍କୁ ହଇରାଣ କରୁଥିଲେ। ଏନେଇ ସ୍ଥାନୀୟ ଲୋକେ ସାଧା ପୋଷାକରେ ଥିବା ଜଣେ ପୋଲିସକର୍ମୀଙ୍କ ନିକଟରେ ଅଭିଯୋଗ କରିଥିଲେ। ପୋଲିସକର୍ମୀ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?