‘ଧ୍ୱଂସ ଆଡ଼କୁ ଗତି କରୁଛି ପାକିସ୍ତାନ’
ଇସଲାମାବାଦ,୧୮ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ କହିଛନ୍ତି, ଦେଶ ଧ୍ୱଂସ ଆଡ଼କୁ ଗତି କରୁଛି। ଏପରିକି ବାଂଲାଦେଶ ପରି ପାକିସ୍ତାନ ଖଣ୍ଡ ଖଣ୍ଡ ହୋଇଯିବ। ଶାସକ ଦଳ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରିଥିବା ଅଭିଯୋଗ ଆଣି ଏପରି କହିଛନ୍ତି ।…
ସୁନ୍ଦରଗଡ଼ ଜିଲାରେ ମାଟ୍ରିକ ପରୀକ୍ଷାରେ ପାସ୍ କଲେ ୨୨,୩୭୦ ଛାତ୍ରୀଛାତ୍ର
ସୁନ୍ଦରଗଡ଼,୧୮ା୫(ଡି.ଏନ୍.ଏ.): ଗୁରୁବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଗତଥର ଅପେକ୍ଷା ଚଳିତ ବର୍ଷ ଭଲ ରେଜଲ୍ଟ ହୋଇଥିବା ବୋର୍ଡ ସୂତ୍ରରୁ ପ୍ରକାଶ। ଚଳିତ ବର୍ଷ ରାଜ୍ୟରେ ମୋଟ୍ ପାସ୍ ହାର ୯୬.୪ ପ୍ରତିଶତ ଥିବା ବେଳେ ସୁନ୍ଦରଗଡ଼…
ପରିତ୍ୟକ୍ତ କୂଅରୁ ମାଈହାତୀ ଉଦ୍ଧାର
କେନ୍ଦୁଝର,୧୮ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବୈତରଣୀ ନଦୀକୂଳ ନିକଟସ୍ଥ ଏକ ପରିତ୍ୟକ୍ତ କୂଅ ଭିତରେ ଏକ ମାଈହାତୀ ଖସି ପଡ଼ିଥିଲା। ବନବିଭାଗ ଉଦ୍ୟମରେ କୂଅରୁ ହାତୀଟିକୁ ଉଦ୍ଧାର କରାଯାଇଛି। ସୂଚନା ଯେ, ବୁଧବାର ରାତିରେ ୨୪ଟିକିଆ ଏକ ହାତୀପଲ କାଳିକାପ୍ରସାଦ ସଂରକ୍ଷିତ ଜଙ୍ଗଲରୁ…
୨ୟ ଥର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ସିଦ୍ଦାରାମାୟା ଜେଡିଏସ ଛାଡି କଂଗ୍ରେସ ହାତ ଧରିଥିଲେ, ଏଭଳି ଥିଲା ରାଜନୈତିକ କ୍ୟାରିୟର
ବେଙ୍ଗାଲୁରୁ,୧୮।୫: ଚାରି ଦିନର କସରତ ପରେ ଗୁରୁବାର କଂଗ୍ରେସ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ତେବେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଦାରାମାୟାଙ୍କୁ କଂଗ୍ରେସ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଚୟନ କରିଛି। କର୍ନାଟକର ନୂଆ…
ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ
ପୁରୁଷୋତ୍ତମପୁର,୧୮ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ବାଡ଼ିପଟେ ଶବ୍ଦ ହୋଇଥିଲା। ଏହାଶୁଣି ଘରମାଲିକ ଉଠିଯାଇ ଦେଖିବା ବେଳେ ଜଣେ ଅପରିଚିତ ବ୍ୟକ୍ତିଙ୍କୁ ଦେଖିବାକୁ ପାଇଥିଲେ।…
କଥା ଘୃଣା-ପ୍ରେମର
ଦୁଇଟି ଗାଁ ଏକଦା ମହାନ ପଡ଼ୋଶୀ ଥିଲେ। ଏକ ବିବାହ ଶୋଭାଯାତ୍ରାରେ ଦୁର୍ଭାଗ୍ୟଜନକ ଝଗଡା ହେତୁ ତିକ୍ତ ଶତ୍ରୁ ହୋଇଗଲେ। ଏହି ବିବାହ କୌଣସି ପ୍ରକାରେ ସମ୍ପୃକ୍ତ ଗାଁ ମୁଖିଆଙ୍କ ଦ୍ୱାରା ସମ୍ପନ୍ନ ହୁଏ କିନ୍ତୁ ଏହି ଦୁଇ ପଡୋଶୀ ଗାଁର…
ସହଜେ ବୁଝେନା ମନ
ପରିଣିତି ଚୋପ୍ରା ଖୁବ୍ଶୀଘ୍ର ଘର ସଂସାର କରିବେ। ସାଂସଦ ରାଘବ ଚଢ଼ାଙ୍କ ସହ ତାଙ୍କର ରିଂ ସେରିମନି ନିକଟରେ ଶେଷ ହୋଇଛି। ପରିଣିତିଙ୍କ ଗୋଟିଏ ଆଶା ପୂରଣ ନ ହେଲେ ତାଙ୍କ ମନ ବୁଝି ନ ଥାଏ। ତାହା କ’ଣ ଜାଣନ୍ତି?…
ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଦାୟୀ ରିଜିଜୁ…
ନୂଆଦିଲ୍ଲୀ,୧୮।୫ : ତେବେ ମନ୍ତ୍ରଣାଳୟର ପରିବର୍ତ୍ତନ ପରେ ତାଙ୍କର ପ୍ରଥମ ଟୁଇଟରେ ରିଜିଜୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଇନ ମନ୍ତ୍ରୀ ଭାବରେ ତାଙ୍କୁ ସୁଯୋଗ ଦେଇଥିବାରୁ ଧନ୍ୟବାଦ ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର…
ୟାଦେଁ
ବଲିଉଡ୍ର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ସୁନୀଲ ଦତ୍ତ। ଯେ କୌଣସି ଭୂମିକା ହେଉ, ତାହାକୁ ସୁଚାରୁରୂପେ ତୁଲାଇବାରେ ସେ ଥିଲେ ମାହିର। ୧୯୬୪ରେ ନିର୍ମିତ ହୋଇଥିଲା ଏକ ବର୍ଣ୍ଣନାତ୍ମକ (ନ୍ୟାରେଟିଭ୍) ଫିଲ୍ମ ‘ୟାଦେଁ’। ଏଥିରେ ମାତ୍ର ଅଳ୍ପ କଳାକାର ଅଭିନୟ…
ରିଜିଜୁଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା: କହିଲେ ବିଫଳ ଆଇନ ମନ୍ତ୍ରୀ…
ନୂଆଦିଲ୍ଲୀ,୧୮।୫ : ଗୁରୁବାର ସକାଳେ କିରେନ ରିଜିଜୁଙ୍କୁ ଏକ ବଡ଼ ଝଟକା ଲାଗିଛି। ତାଙ୍କୁ ଆଇନ ମନ୍ତ୍ରଣାଳୟର ହଟାଯାଇ ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ତାଙ୍କ ହାତରୁ ପଦବୀ ଯିବାମାତ୍ରେ ରିଜିଜୁଙ୍କ ଉପରେ ବିରୋଧୀ ଦଳ ସଦସ୍ୟମାନଙ୍କ ପକ୍ଷରୁ କଡ଼ା…
ରହିଗଲା ଅବସୋସ
ବେଳେବେଳେ ମନରେ ଏଭଳି ଅବସୋସ ରହିଯାଏ, ଯାହାକୁ ନେଇ ସାରା ଜୀବନ ଅନୁତାପ କରିବାକୁ ପଡିଥାଏ। ସେଭଳି ଏ କଥାକୁ ଏବେ ବ ମନେ ପକାଇ ଦୁଃଖ ପ୍ରକାଶ କରନ୍ତି ଆଲିୟା ଭଟ୍ଟ। କଥା କ’ଣ କି, ୨୦୦୫ରେ ବଲିଉଡ୍ର ଅନ୍ୟତମ…
କାର୍ରୁ ଗଞ୍ଜେଇ ଜବତ
ସୋରଡ଼ା,୧୮।୫( ଡ଼ିଏନଏ): ବ୍ରହ୍ମପୁର ଅଭିମୁଖେ ଯାଉଥିବାବେଳେ ଗୋଟିଏ କାର୍ରେ ୬୦କେଜିର ଗଞ୍ଜେଇ ଜବତ କରିଛି ପୋଲିସ। ଗଞ୍ଜାମ ଜିଲା ସୋରଡା ଥାନା ଗଜଲବାଡି ରାସ୍ତା ଏନଏଚ ୫୯ ପାଟପଲ୍ଲୀ ଛକରେ ବୁଧବାର ମଧ୍ୟାହ୍ନରେ ପୋଲିସର ଗାଡି ଯାଞ୍ଚ ଚାଲିଥିବା ବେଳେ ଏକ…
Archives


