ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ: ଜଣେ ମୃତ
କିଭ୍,୧୮ା୫: ରୁଷିଆ- ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏବେ ବି ଜାରି ରହିଛି। ଗୁରୁବାର ରୁଷିଆର ଏକ କ୍ଷେପଣାସ୍ତ୍ର ଓଡେସାର ଏକ ଶିଳ୍ପାନୁଷ୍ଠାନରେ ମାଡ଼ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏୟାର ଷ୍ଟ୍ରାଇକର ଧ୍ୱଂସାବଶେଷ ପଡ଼ି କିଭ୍ର ପୂର୍ବ ଦୁଇଟି ଜିଲାରେ…
ଶିବକୁମାର ରାଜି, ସୁରେଶ ଅରାଜି…
ବେଙ୍ଗାଲୁରୁ,୧୮।୫ : କର୍ନାଟକରେ ମୁଖ୍ୟମନ୍ତ୍ରୀ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ପଦବୀ ଦାବି କରୁଥିବା ଡି.କେ ଶିବକୁମାର ଉପମୁଖ୍ୟନ୍ତ୍ରୀ ହେବେ। ଦଳର ସ୍ବାର୍ଥରେ ପାଇଁ ସେ…
ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ
କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ନ…
ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜି ହେଲେ ଶିବକୁମାର
ନୂଆଦିଲ୍ଲୀ,୧୮।୫: ଦୀର୍ଘ ଆଲୋଚନା ଏବଂ ବିଚାର ବିମର୍ଶ ପରେ କର୍ନାଟକ କଂଗ୍ରେସ କମିଟି (ପିସିସି) ସଭାପତି ଡି.କେ. ଶିବକୁମାର ଉପମୁଖ୍ୟମନ୍ତ୍ରୀ ପଦକୁ ସ୍ବୀକାର କରିଥିବା ସୂଚନା ମିଳିଛି। ଦଳର ପୂର୍ବତନ ସଭାପତି ସୋନିଆ ଗାନ୍ଧୀଙ୍କ ହସ୍ତକ୍ଷେପ ପରେ ଏହା ସମ୍ଭବ ହୋଇଥିବା…
ଦୈନିକ ସଂକ୍ରମଣ ୯ ଶହ ତଳେ…
ନୂଆଦିଲ୍ଲୀ, ୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…
ବ୍ରିଟେନରେ ରିଲିଜ୍ ହେବ ‘ଦି କେରଲା ଷ୍ଟୋରି’
ଲଣ୍ଡନ,୧୮।୫: ବିବାଦୀୟ ଫିଲ୍ମ କେରଲା ଷ୍ଟୋରି ବକ୍ସ ଅଫିସରେ ଧମାକା କରୁଛି। ଅନେକ ବିବାଦ ସତ୍ତ୍ୱେ ଫିଲ୍ମର ରୋଜଗାର ଉପରେ କୌଣସି ପ୍ରଭାବ ପଡ଼ି ନାହିଁ। ତେବେ ଅନେକ ରାଜ୍ୟ ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଇଥିଲେ ହେଁ ଏହା ସାରା ଦେଶରେ…
ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍ ହାର ୯୬.୪ ପ୍ରତିଶତ
କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍ ପାସ୍…
ମୋଦି କ୍ୟାବିନେଟରେ ବଡ଼ ପରିବର୍ତ୍ତନ, ଅର୍ଜୁନ ରାମ ମେଘୱାଲଙ୍କୁ ଆଇନ ମନ୍ତ୍ରଣାଳୟର ଦାୟିତ୍ୱ
ନୂଆଦିଲ୍ଲୀ,୧୮।୫: ମୋଦି କ୍ୟାବିନେଟରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ବର୍ତ୍ତମାନ ଏହି ମନ୍ତ୍ରଣାଳୟର ଦାୟିତ୍ୱ ଅର୍ଜୁନ ରାମ ମେଘୱାଲଙ୍କୁ ଦିଆଯାଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଶିଳ୍ପ ପ୍ରତିଷ୍ଠା ନାଁରେ ମୂଲ୍ୟବାନ ଗଛ ମୂଳ ଉପାଡି ମାଟି ସମତୁଲ
ଲହୁଣୀପଡା,୧୮ା୫(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅନ୍ତର୍ଗତ ଦର୍ଜୀଂ ପଞ୍ଚାୟତ ଦର୍ଜୀଂ ଗ୍ରାମର ନଦୀପଠା ଜଙ୍ଗଲ ନିକଟରେ ଶିଳ୍ପ ପ୍ରତିଷ୍ଠା ନାଁରେ ଶହ ଶହ ବର୍ଷର ପୁରୁଣା ଗଛକୁ ଦୁବୃର୍ତ୍ତମାନେ ରାତାରାତି କାଟି ସଫା କରି ଦେଇଛନ୍ତି। ଏପରି କି ଏହି…
୩ ଜଣ ହାଇପରସୋନିକ କ୍ଷେପଣାସ୍ତ୍ର ବୈଜ୍ଞାନିକଙ୍କ ବିରୋଧରେ ଦେଶଦ୍ରୋହ ଅଭିଯୋଗ ଆଣିଲା ରୁଷିଆ…
ମସ୍କୋ,୧୮।୫ : ରୁଷିଆର ହାଇପରସୋନିକ କ୍ଷେପଣାସ୍ତ୍ରରେ କାର୍ଯ୍ୟ କରୁଥିବା ତିନିଜଣ ବୈଜ୍ଞାନିକଙ୍କ ବିରୋଧରେ ଦେଶଦ୍ରୋହ ଭଳି ଗୁରୁତର ଅଭିଯୋଗ ଅଣାଯାଇଛି। ରୁଷିଆ ସରକାର ଏହି ସୂଚନା ଦେଇଛନ୍ତି। ଦେଶଦ୍ରୋହ ଅଭିଯୋଗକୁ ନେଇ ଅନ୍ୟ ବୈଜ୍ଞାନିକ ଚିନ୍ତିତ ଅଛନ୍ତି। ସେମାନେ ଭୟର ବାତାବରଣରେ…
ପୋଲିସ ଏସ୍ଆଇଙ୍କ ବିରୋଧରେ ବଳାତ୍କାର ମାମଲା
ପଦ୍ମପୁର,୧୮ା୫(ଡି.ଏନ.ଏ): ବରଗଡ଼ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ସବ୍ଇନ୍ସପେକ୍ଟର(ଏସ୍ଆଇ)ଙ୍କ ବିରୋଧରେ ପଦ୍ମପୁର ଥାନାରେ ବଳାତ୍କାର ଅଭିଯୋଗ ହୋଇଛି। ସେ ହେଲେ ଅତାବିରା ଥାନାରେ କାର୍ଯ୍ୟରତ ଏସ୍ଆଇ ରବୀନ୍ଦ୍ର ହେମ୍ବ୍ରମ। ପଦ୍ମପୁର ଥାନାରେ କାର୍ଯ୍ୟରତ ଥିବାବେଳେ ସେ ଜଣେ ଯୁବତୀଙ୍କୁ ବଳାତ୍କାର କରିଥିବା…
ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍ରେ ଏହି ହାଇସ୍ପିଡ୍ ଟ୍ରେନ୍ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ…
Archives


