Home

ଦୁର୍ଘଟଣାସ୍ଥଳରେ ପହଞ୍ଚିଲା ଟେକ୍‌ନିକାଲ ଟିମ୍‌

କେନ୍ଦୁଝର,୨୮ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ପୁରୁଣାସହର ଷଠିଘର ନିକଟରେ ଏନ୍‌ଏଚ୍‌ ୨୦ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର କାରଣ ଯାଞ୍ଚ କରିବା ସହ ବାରମ୍ବାର ଅଘଟଣ ଘଟୁଥିବାରୁ ଲୋକଙ୍କ ଫ୍ଲାଇ ଓଭର ନିର୍ମାଣ ଦାବି ନେଇ ଏକ ଟେକ୍‌ନିକାଲ…

ରଥଟଣା ବେଳେ ଅଘଟଣ: ବିଦ୍ୟୁତତାର ଲାଗି ଜଣେ ମୃତ, ଜଣେ ଗୁରୁତର

କୋରାପୁଟ,୨୮ା୬(ଅମିତାଭ ବେହେରା): ରଥ ଟାଣିବା ସମୟରେ ରଥରେ ବିଦ୍ୟୁତ ତାର ଲାଗି ଜଣେ ମୃତ ଓ ଜଣେ ଆହତ ହୋଇଛନ୍ତି। କୋରାପୁଟ ଜିଲା କୋଲାବ ବହୁମୁଖୀ ଜଳ ବିଦ୍ୟୁତ ଯୋଜନାର ଡ୍ୟାମ ସାଇଟ୍‌ରେ ଥିବା କୋଲାବ ନଗରରେ ଆଜି ବାହୁଡ଼ା ଯାତ୍ରା…

ବାହୁଡ଼ିଲେ ମହାପ୍ରଭୁ, ଶ୍ରୀମନ୍ଦିର ସମ୍ମୁଖରେ ୩ ରଥ

ପୁରୀ,୨୮ା୬(ଅଜିତ୍‌ ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା କାଳିଆ ଠାକୁରଙ୍କ ବାହୁଡ଼ା ଯାତ୍ରା ବୁଧବାର ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଆଡ଼ପ ମଣ୍ଡପ ଛାଡ଼ି…

ଟାଓ୍ବାର ନିର୍ମାଣରେ ନିୟୋଜିତ ଠିକାଦାରଙ୍କ ଅଚାନକ ମୃତ୍ୟୁ, ତଦନ୍ତ ଜାରି

ବାଲିଗୁଡ଼ା,୨୮ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ବିଏସ୍‌ଏନ୍‌ଏଲ୍‌ ମୋବାଇଲ ଟାଓ୍ବାର ନିର୍ମାଣରେ ନିୟୋଜିତ ଜଣେ ଶ୍ରମିକ ଠିକାଦାରଙ୍କ ଅଚାନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ପଶ୍ଚିମବଙ୍ଗର ଦକ୍ଷିଣ ଦିନାନାଜପୁର ଜିଲା ଅନ୍ତର୍ଗତ ଗଙ୍ଗାରାମପୁର ଥାନା ନିଳଡଙ୍ଗା ଅଞ୍ଚଳର ସୂର୍ଯ୍ୟ ଦାସ ବୋଲି…

ଦିଲ୍ଲୀରେ ଏକାକି ନିର୍ବାଚନ ଲଢିବ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି

ନୂଆଦିଲ୍ଲୀ,୨୮।୬: ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ଏକଜୁଟ ହେବାରେ ଲାଗିଥିବା ବିରୋଧୀ ଦଳ ଜୁନ ୨୩ରେ ବିହାରର ପାଟନାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜିତ ହୋଇଥିଲେ। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ…

ମନ୍ଦିରରେ ଲାଗୁ ହେଲା ଡ୍ରେସ୍‌ କୋଡ୍‌; ଛୋଟ ଡ୍ରେସ୍‌ ପିନ୍ଧି ମନ୍ଦିର ପ୍ରବେଶ ମନା

ନୂଆଦିଲ୍ଲୀ,୨୮।୬:ଭାରତର ଅନେକ ମନ୍ଦିରରେ ଡ୍ରେସ କୋଡ୍‌ ନିୟମ ଲାଗୁ ହୋଇଛି। ଏଥିରେ ମନ୍ଦିରକୁ ଛୋଟ ଡ୍ରେସ୍‌ ପିନ୍ଧି ଯିବାକୁ ନିଷେଧାଦେଶ ଜାରି କରାଯାଇଛି। ଋଷିକେଶ ମନ୍ଦିରରେ ଏହି ନିୟମ ଲାଗୁ ହେବା ପରେ ଏବେ ସବୁଠି ଚର୍ଚ୍ଚା ଜୋର ଧରିଛି। ଏହି…

ୟୁନିଫର୍ମ ସିଭିଲ କୋଡକୁ ନେଇ ପ୍ରଶ୍ନ ଉଠାଇଲେ ସଲମାନ ଖୁର୍ସିଦ

ନୂଆଦିଲ୍ଲୀ,୨୮।୬: ଗତ କିଛିଦିନ ହେବ ଦେଶରେ ୟୁନିଫର୍ମ ସିଭିଲ କୋର୍ଡ(ୟୁସିସି)କୁ ନେଇ ଲଗାତାର ଚର୍ଚ୍ଚା ହେଉଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଥିଲେ କି ଗୋଟିଏ ଘରେ ଦୁଇଟି ନିୟମ ଚାଲି ପାରିବ ନାହିଁ। ଏହାପରେ ଲାଗାତାର ରାଜନୈତିକ…

ସାଉଥ କୋରିଆରେ ରାତାରାତି ୨-୩ ବର୍ଷ କମିଗଲା ଲୋକଙ୍କ ବୟସ

ସିଓଲ,୨୮।୬: ଦକ୍ଷିଣ କୋରିଆରେ ୫.୧ କୋଟି ଲୋକଙ୍କର ବୟସ ୧ ଅବା ୨ ବର୍ଷ କମ ହୋଇଯାଇଛି। ଦକ୍ଷିଣ କୋରିଆର ଲୋକଙ୍କ ବୟସ ହଠାତ କମ ହେବାର କାରଣ ହେଉଛି ଏଠାରେ ବୟସର ଗଣନାକୁ ନେଇ ଜାରି କରାଯାଇଥିବା ନୂଆ ନିୟମ।…

ଅପରେଶନ ଥିଏଟରରେ ହିଜାବ ପିନ୍ଧିବାକୁ ଅନୁରୋଧ କଲେ ମୁସଲମାନ ଛାତ୍ର, କଲେଜ କହିଲା ସମ୍ଭବ ନୁହେଁ

ଥିରୁଭାନନ୍ତପୁରମ,୨୮।୬: କର୍ନାଟକରୁ ଆରମ୍ଭ ହୋଇଥିବା ହିଜାବ ବିବାଦ ସୁପ୍ରିମକୋର୍ଟରେ ଶୁଣାଣି ପାଇଁ ବିଚାରାଧୀନ ରହିଛି ସତ, କିନ୍ତୁ ଏହି ବିବାଦ ଦେଶର ବିଭିନ୍ନ ରାଜ୍ୟରେ ମୁଣ୍ଡ ଟେକିଛି। ଏଭଳି ଏକ ମାମଲା ଏବେ କେରଳରେ ସାମ୍ନାକୁ ଆସିଛି। ଏଠାରେ ଥିରୁଭାନ୍ତପୁରମ ମେଡିକାଲ…

ଏମ୍‌ଆଇଏସ୍‌ ବୈଠକ ବର୍ଜନ କଲେ ଲୋକ ପ୍ରତିନିଧି

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ପିଇଓ ଏବଂ ଜିଆରଏସ୍‌ମାନଙ୍କ ବାରମ୍ବାର ବଦଳି ରୋକାଯିବା ଏବଂ ଏବେ ବଦଳି କରାଯାଇଥିବା ପିଇଓ ପାର୍ବ ପ୍ରଧାନ ଏବଂ ଜିଆରଏସ ଶଙ୍କର କୁମାର ପ୍ରଧାନ ଙ୍କ ବଦଳି ଦାବିରେ ବୁଧବାର ପଞ୍ଚାୟତ…

ଗୃହଯୁଦ୍ଧ ଟଳିବା ପରେ ପୁଣି ୟୁକ୍ରେନର ୨ଟି ସହରକୁ ମିସାଇଲ ମାଡ କଲା ଋଷ, ୪ମୃତ

ମସ୍କୋ,୨୮।୬:ଓ୍ବାଗନ ଗୋଷ୍ଠୀ ସହ ଋଷ ସେନାର ଗୃହଯୁଦ୍ଧ ଥମିବା ପରେ ପୁଣି ୟୁକ୍ରେନକୁ ଟାର୍ଗେଟ କରିଛି ମସ୍କୋ । ମଙ୍ଗଳବାର ସଂଧ୍ୟାରେ ଋଷ ସୈନ୍ୟ ୟୁକ୍ରେନର ଦୁଇଟି ସହର ଉପରେ ଜୋରଦାର ମିସାଇଲ ମାଡ କରିଛନ୍ତି। ଲଗାତାର ମିସାଇଲ ମାଡ଼ରେ ଥରି…

ଘନ ଘନ ବଦ୍ୟୁତ କାଟ୍‌ ପ୍ରତିବାଦରେ ଦେବଗଡ ଜିଲା କଂଗ୍ରେସର ବିକ୍ଷୋଭ

ଦେବଗଡ,୨୮।୬(ଶଶାଙ୍କ ଶେଖର ଝାଙ୍କର): ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘନଘନ ବିଦ୍ୟୁତ କାଟ ଯୋଗୁଁ ଦେବଗଡ ଜିଲାବାସୀ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖିନ ହୋଇଥିବା ବେଳେ ବର୍ଷା ଦିନ ଆରମ୍ଭରେ ପୁଣି ଏହାର ପୁନରାବୃତ୍ତି ଘଟିଛି। ସାମାନ୍ୟ ପବନ କିମ୍ବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri