Home

ପୋଲିସ ନିର୍ଯାତନା: ମହାନଦୀକୁ ଡେଇଁଥିବା ଯୁବକଙ୍କ ମୃତ୍ୟୁ

କଟକ,୨୩ା୭(କାର୍ତ୍ତିକ ସାହୁ)କଟକ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ହେପାଜତରୁ ଶୁକ୍ରବାର ଫେରାର ହୋଇଯାଇଥିବା ଜଣେ ଯୁବକଙ୍କ ମୃତଦେହ ଶନିବାର ସକାଳେ ମହାନଦୀରୁ ଉଦ୍ଧାର କରାଯାଇଛି। ଯୋବ୍ରା ଆନିକଟ ନିକଟରେ ଏକ ମୃତଦେହ ଭାସୁଥିବା ସୂଚନା ପାଇବାପରେ ଜଗତପୁର ଥାନା ପୋଲିସ ଓ ଚାଉଳିଆଗଞ୍ଜ…

୫ଜଣଙ୍କୁ ‘ଓଡ଼ିଶା ସାମ୍ବାଦିକତା’ ପୁରସ୍କାର

ଭୁବନେଶ୍ୱର,୨୩ା୭ (ବନ୍ଦନା ସେଠୀ)ଓଡ଼ିଶାର ସ୍ଥିତି ଦେଖିଲେ ତାହା ଚିନ୍ତାଜନକ ଲାଗୁଛି। ଏବେ ଓଡ଼ିଆର ଓଡ଼ିଆତ୍ୱ ଧୂମିଳ ହେଉଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ଦିଲ୍ଲୀର ଅଗ୍ରଣୀ ସଂଗଠନ ପଲ୍ଲୀବାଣୀ ମିଶନ ଦ୍ୱାରା…

ସ୍କୁଲରୁ ଛୁଟି ନ ନେଇ ୫୦ ଦେଶ ବୁଲିଲେଣି ଛାତ୍ରୀ

ଲଣ୍ଡନ,୨୩ା୭ ନୂଆ ସ୍ଥାନ ବୁଲିବା ପ୍ରାୟତଃ ସବୁ ବୟସ ବର୍ଗର ଲୋକଙ୍କ ପସନ୍ଦ। ସେମାନଙ୍କ ଭିତରୁ ଜଣେ ହେଲେ ଆଦିତୀ ତ୍ରିପାଠୀ। ବୟସ ମାତ୍ର ୧୦ ବର୍ଷ କିନ୍ତୁ ବର୍ତ୍ତମାନ ସୁଦ୍ଧା ସେ ୫୦ରୁ ଊର୍ଦ୍ଧ୍ୱ ଦେଶ ବୁଲି ସାରିଲେଣି। ତାହା…

ହୀରାଙ୍କ ସହ ମହୁମାଛିଙ୍କ ବନ୍ଧୁତା

ଆଳି,୨୩ା୭(ବନମାଳୀ ସେନାପତି )ମହୁମାଛିଙ୍କ ଆକ୍ରମଣ ଖୁବ୍‌ କଷ୍ଟଦାୟକ। କେହି କେହି ମହୁମାଛିଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ନଜିର ରହିଛି। ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ୍‌ର ଜଣେ ପାନଦୋକାନୀଙ୍କ ସହିତ ମହୁମାଛିମାନେ ବନ୍ଧୁତା ସ୍ଥାପନ କରିବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ମହୁମାଛିମାନେ…

ଦେଶ ବିକାଶରେ ଆକାଶବାଣୀ

ଜୁଲାଇ ୨୩ରେ ଆମ ଜୀବନରେ ରେଡିଓର ଗଭୀର ପ୍ରଭାବକୁ ସମ୍ମାନ ଜଣାଇବା ପାଇଁ ଭାରତରେ ଜାତୀୟ ପ୍ରସାରଣ ଦିବସ ପାଳନ କରାଯାଇଥାଏ। ଏହି ଦିବସରେ ଭାରତରେ ସର୍ବପ୍ରଥମ ରେଡିଓ ପ୍ରସାରଣ ଆରମ୍ଭ ହୋଇଥିଲା, ଯାହା ଅଲ୍‌ ଇଣ୍ଡିଆ ରେଡିଓ(ଏଆଇଆର) ଭାବେ ଜଣାଶୁଣା।…

ମାତାପିତା ସାକ୍ଷାତ୍‌ ଈଶ୍ୱର

ମାତାପିତା ମାନବ ଇତିହାସ ଆରମ୍ଭରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସୁଛନ୍ତି! ପିଲାମାନଙ୍କୁ ଦୁନିଆକୁ ଆଣିବା ଏବଂ ସେମାନଙ୍କୁ ସମାଜରେ ସୁସ୍ଥ ଏବଂ ସୁରକ୍ଷିତ ଜୀବିତ ରଖିବା କିଛି ଛୋଟ କାମ ନୁହେଁ। ପିଲାମାନଙ୍କର ସମଗ୍ର ଜୀବନକୁ ଯୋଗ୍ୟ ଏବଂ ସ୍ବାବଲମ୍ବୀ କରି,…

ସ୍କୁଲ ଫାଟକରେ ତାଲା: ଖରାରେ ଠିଆହୋଇ ୮ ଛାତ୍ରୀଛାତ୍ର ଅସୁସ୍ଥ

ବୌଦ୍ଧ/ପୁରୁଣାକଟକ,୨୨ା୭(ଅଜିତ କୁମାର ବାରିକ/ ସୁକାନ୍ତ ପଟ୍ଟନାୟକ)କୌଣସି କଥାକୁ ନେଇ କେତେଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହେଲା ା ଏହାକୁ ନେଇ ଶନିବାର ସକାଳେ ଜଣେ ଅଭିଭାବକ କାହାକୁ କିଛି ନ ଜଣାଇ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ କଲେ ପ୍ରତିବାଦ…

ସିବିଏସ୍‌ଇ ସ୍କୁଲରେ ଓଡ଼ିଆରେ ପଢ଼ା

ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା)କେନ୍ଦ୍ର ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପରିଚାଳିତ ସମସ୍ତ ସ୍କୁଲରେ ମାତୃଭାଷାରେ ପାଠପଢା ହେବ। ଏନେଇ ସିବିଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶର ୨୨ଟି ଆଞ୍ଚଳିକ ଭାଷାରେ ପାଠପଢ଼ା ନେଇ ମଞ୍ଜୁରୀ ମିଳିଥିବାବେଳେ ଓଡ଼ିଶାରେ ମଧ୍ୟ ଛାତ୍ରୀଛାତ୍ର ଓଡ଼ିଆ…

ମହିଳା ନିର୍ଯାତନା ଉପରେ କିଛି ବି ଶୁଣିବାକୁ ଚାହୁଁନି କଂଗ୍ରେସ: ସ୍ମୃତି ଇରାନୀ…

ନୂଆଦିଲ୍ଳୀ,୨୨।୭ : ମଣିପୁରରେ ମହିଳାଙ୍କୁ ନିର୍ବସ୍ତ୍ର କରି ବୁଲାଇବା ଘଟଣାକୁ ନେଇ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଡ଼ା ନିନ୍ଦା କରିଛନ୍ତି। ଏହି ଭାଇରାଲ ଭିଡ଼ିଓ ଏବେ ସଂସଦରେ ପହଞ୍ଚିଛି। ଏହାକୁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ବିରୋଧ କରାଯାଇଛି। ସ୍ମୃତି…

ଗାନ୍ଧୀ ପରିବାର କାହିଁକି ନୀରବ, ରାଜସ୍ଥାନ-ପଶ୍ଚିମବଙ୍ଗରେ ମହିଳା ନିର୍ଯାତନା: ଅନୁରାଗ ଠାକୁରଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୨।୭ : ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ନେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କଂଗ୍ରେସ ସମେତ ଅନ୍ୟ ରାଜନୈତିକ ଦଳକୁ କଡ଼ା ସମାଲୋଚନା କରିଛନ୍ତି। ବିହାର, ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ମହିଳାଙ୍କ ଉପରେ ନିର୍ଯାତନା ବଢ଼ି…

ରୁଷିଆ କଲା ପୁଣି ଆକ୍ରମଣ: ୮ ମୃତ, ଦକ୍ଷିଣ-ପୂର୍ବ ଅଞ୍ଚଳରେ ଲଢ଼େଇ ଜାରି…

କିଭ୍‌,୨୨।୭ : ରୁଷିଆ ୟୁକ୍ରେନର ୧୧ ଟି ଅଞ୍ଚଳରେ ଜୋରଦାର ଆକ୍ରମଣ କରିଛି। ଯେଉଁଥିରେ ୮ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଧିକାରୀଙ୍କ କହିବାନୁସାରେ, ଏହି ଆକ୍ରମଣରେ ଅନେକ ଲୋକ ମଧ୍ୟ ଆହତ ହୋଇଛନ୍ତି। ୟୁକ୍ରେନ ନିଜ…

ଫେସବୁକ୍‌ ପୋଷ୍ଟ ଯୋଗୁ ୧୭ ବର୍ଷ ପରେ ମା‘ଙ୍କୁ ଭେଟିଲେ ପୁଅ…

ନୂଆଦିଲ୍ଲୀ,୨୨।୭ : ସୋସିଆଲ ମିଡିଆ ଏବଂ ଟେକ୍ନୋଲୋଜି ମାନବ ଜୀବନକୁ ସଂପୂର୍ଣ୍ଣ ବଦଳାଇ ଦେଇଛି। ଆଜି, ସୋସିଆଲ ମିଡିଆ ସୂଚନା ପ୍ରଦାନ କରିବାର ଦ୍ରୁତତମ ମାଧ୍ୟମ ପାଲଟିଛି। ଅନେକ ଥର ଏହା ବର୍ଷ ବର୍ଷ ପୂର୍ବରୁ ଅଲଗା ହୋଇଥିବା ପ୍ରିୟଜନଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?