Home

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର ଶତାଧିକ ମହିଳାପୁରୁଷ ସେଣ୍ଢା ଅନ୍ଧାରି ରାସ୍ତା ଉପରେ ବସି ରାସ୍ତାରୋକୋ କରିଛନ୍ତିI ସୂଚନା…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ କରି ତୈଳ ଯୋଗାଣ ପ୍ରକ୍ରିୟାକୁ ତୁରନ୍ତ ସ୍ବାଭାବିକ କରିବା ଲାଗି ଆଲୋଚନା ଆରମ୍ଭ…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ ନଥିଲେ। ରୋହିତଙ୍କ ଅନୁପସ୍ଥିତି ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଚଳିତ ବର୍ଷ ଆରମ୍ଭରେ ଭାରତର…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି । ଟିଣ ଆଜବେଷ୍ଟ ଉଡିଯାଇ ଜଣେ ଯୁବକଙ୍କ ହାତ କଟି ଯାଇଛି । ତାଙ୍କୁ…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ ପାଇଁ ଜେଲରୁ ବାହାରି ସିରସାରେ ଥିବା ତାଙ୍କ ଆଶ୍ରମକୁ ପ୍ରସ୍ଥାନ କରିଛନ୍ତି। ଉଲ୍ଲେଖନୀୟ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ ଦକ୍ଷିଣ-ପୂର୍ବ ଏସିଆର ରାଷ୍ଟ୍ରଗୁଡ଼ିକରେ ସବୁଠାରୁ ଅଧିକ ରହିଛି ବୋଲି ‘ନେଚର ଫୁଡ୍‌’ ଜର୍ନାଲରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା ଜାତୀୟ ପରୀକ୍ଷଣ ସଂସ୍ଥା (ଏନ୍‌ଟିଏ)କୁ ଭର୍ତ୍ସନା କରିଛନ୍ତି। ଏଥିସହିତ ୨୦୨୪ ଏନ୍‌ଇଇଟି ପ୍ରଶ୍ନପତ୍ର…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ ଭିତରେ କ୍ରମାଗତ ଭାବରେ ପ୍ରଶ୍ନ ସବୁ ଉଠୁଥିଲା: ଭାରତ କେବେ ତା’ର ହରାଇଥିବା…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ ହ୍ରାସ ପାଇନାହିଁ। ସୋମବାର ଦିନ, ଆମେରିକାର ସେନା ଦକ୍ଷିଣ ଇରାନର ହର୍ମୁଜ ପ୍ରଣାଳୀ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ ଥାନା ଘେରାଉ କରିଥିଲେ। ତାଙ୍କ ପୁଅକୁ କାହିଁକି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି, ତାଙ୍କୁ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଛନ୍ତି। ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ପୋଲିସ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫: ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର ଗ୍ରାହକମାନଙ୍କୁ ଗ୍ୟାସ ବଣ୍ଟନ କମ୍ପାନୀଗୁଡ଼ିକଠାରୁ ଆଉ ଏକ ବଡ଼ ଝଟକା ଲାଗିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?