ବିଜେଡି ନେତା ଆନ୍ଧ୍ର ଭାଷା କହୁଛନ୍ତି: ଭାଜପା
ଭୁବନେଶ୍ୱର,୪।୪(ବ୍ୟୁରୋ): କୋଟିଆ ବିବାଦ ଦୀର୍ଘଦିନ ଧରି ଚାଲିଆସିଛି। ଏହି ମାମଲା ଏବେ ସୁପ୍ରିମ୍କୋର୍ଟରେ ରହିଛି। ବାରମ୍ବାର ଏ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ୍ କରୁଛନ୍ତି। ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋଟିଆ ଗସ୍ତକୁ ନେଇ ରାଜନୀତି ସରଗରମ ହୋଇଛି। ଭାଜପା ଏ…
ଶାହା ବାଉଳା ହେଲେଣି: ଜେଡିୟୁ
ପାଟନା,୪।୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିହାର ଗସ୍ତ ପରେ ଏବେ ରାଜ୍ୟ ରାଜନୀତି ସରଗରମ। ଶାହା ଜେଡିୟୁ ଉପରେ ଯେଉଁ ଅଭିଯୋଗ ଆଣିଥିଲେ ଏବେ ଏହାର ପାଲଟା ଜବାବ ଦେଇଛି ଜେଡିୟୁ। ବିହାର ଅର୍ଥମନ୍ତ୍ରୀ ବିଜୟ ଚୌଧୁରୀ ସୋମବାର ଖବରଦାତା…
୧୨୦ ଏସ୍ଟି ପ୍ରସ୍ତାବ ସମର୍ଥନରେ ରିପୋର୍ଟ ଆବଶ୍ୟକ: କେନ୍ଦ୍ର
ନୂଆଦିଲ୍ଲୀ, ୪।୪: ରାଜ୍ୟ ଅନୁସୂଚିତ ଜନଜାତି (ଏସ୍ଟି) ତାଲିକାରେ ସାମିଲ ଲାଗି ଓଡ଼ିଶା ସରକାର ଦେଇଥିବା ୧୬୯ଟି ପ୍ରସ୍ତାବକୁ ପ୍ରାରମ୍ଭିକ ଭାବେ ଅନୁଧ୍ୟାନ କରାଯାଇଛି। ୧୨୦ଟି ପ୍ରସ୍ତାବ ଉପରେ ଅଧିକ ସମର୍ଥନ ରିପୋର୍ଟ ଆବଶ୍ୟକ। ରାଜ୍ୟ ସରକାର ୧୨୦ଟି ପ୍ରସ୍ତାବ ଉପରେ…
ଆଧ୍ୟାତ୍ମିକ ଗୁରୁ ଅସୀମାନନ୍ଦ ସରସ୍ବତୀଙ୍କ ପରଲୋକ
କଟକ ଅଫିସ,୪।୪: କଟକ ଚହଟା ସ୍ଥିତ ରାମ ନିଗମେଶ୍ୱର ଆଶୟମରେ ମଙ୍ଗଳବାର ଭୋରରେ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ବତୀ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।…
ଗୀତ ବଜାଇବାରୁ ମହିଳାଙ୍କ ରେଡିଓ ଷ୍ଟେଶନ୍ ବନ୍ଦ
କାବୁଲ, ୪।୪: ଆଫଗାନିସ୍ତାନରେ ମହିଳାଙ୍କ ଦ୍ୱାରା ପରିଚାଳିତ ରେଡିଓ ଷ୍ଟେଶନ୍କୁ ତାଲିବାନ ଶାସକ ବନ୍ଦ କରିଦେଇଛନ୍ତି। ରମ୍ଜାନ୍ବେଳେ ଗୀତ ବଜାଇବାରୁ ରେଡିଓ ଷ୍ଟେଶନ୍ ଉପରେ ଏପ୍ରକାର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ୧୦ବର୍ଷ ପୂର୍ବେ ଏହି ରେଡିଓ ଷ୍ଟେଶନ୍ ଆରମ୍ଭ କରାଯାଇଥିଲା। ଷ୍ଟେଶନର…
ନାବାଳିକାଙ୍କୁ ବଳାତ୍କାର ପରେ ଖଣ୍ଡ ଖଣ୍ଡ କଲେ ଯୁବକ
ଉଦୟପୁର,୪।୪: ୮ ବର୍ଷର ବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ଶରୀରକୁ ଖଣ୍ଡ ଖଣ୍ଡ କରିବା ଅଭିଯୋଗରେ ପୋଲିସ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ରାଜସ୍ଥାନର ଉଦୟପୁର ଜିଲା ମାଭ୍ଲି ଥାନା ଅଞ୍ଚଳରେ ଏହି ବର୍ବର କାଣ୍ଡ ଘଟିଛି।…
୨୦୩୦ ସୁଦ୍ଧା ଅମର ହୋଇପାରେ ମଣିଷ
ଓ୍ବାଶିଂଟନ୍, ୪।୪: ଦୁନିଆରେ ଜନ୍ମ ଓ ମୃତ୍ୟୁ ଏକମାତ୍ର ସତ ବୋଲି କୁହାଯାଏ, ଯାହାର ଜନ୍ମ ଅଛି ତାହାର ମୃତ୍ୟୁ ସୁନିଶ୍ଚିତ। ବିଜ୍ଞାନ ତଥା ଚିକିତ୍ସା କ୍ଷେତ୍ରରେ ଉନ୍ନତି ଯୋଗୁ ବର୍ତ୍ତମାନ ସମୟରେ ବହୁ ଦୁଃସାଧ୍ୟ ରୋଗକୁ ଭଲ କରାଯାଇ ପାରୁଛି।…
ଶିଖ୍ ଭାଜପା ନେତାଙ୍କୁ ଅମ୍ରିତ୍ପାଲଙ୍କ ହତ୍ୟା ଧମକ
ନୂଆଦିଲ୍ଲୀ, ୪।୪: ଦିଲ୍ଲୀର ଶିଖ୍ ଭାଜପା ନେତା ଇମ୍ପ୍ରିତ୍ ସିଂ ବାକ୍ସିଙ୍କୁ ଖଲିସ୍ତାନୀଙ୍କଠାରୁ ହତ୍ୟା ଧମକ ମିଳିଥିବା ସୋମବାର ସେ ଅଭିଯୋଗ କରିଛନ୍ତି। କେହି ଜଣେ ନିଜକୁ ଖଲିସ୍ତାନୀ ନେତା ଅମ୍ରିତ୍ପାଲ ସିଂ ବୋଲି ଦାବିକରି ଏଭଳି ଧମକ ଦେଇଛନ୍ତି। ଖଲିସ୍ତାନ…
ଆଜି ନାଟୋରେ ସାମିଲ ହେବ ଫିନ୍ଲାଣ୍ଡ
ବ୍ରସେଲ୍ସ, ୪।୪: ସାମରିକ ମେଣ୍ଟ ନର୍ଥ ଆଟଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେଶନ (ନାଟୋ)ର ୩୧ତମ ସଦସ୍ୟ ଭାବେ ଫିନ୍ଲାଣ୍ଡ ମଙ୍ଗଳବାର ସାମିଲ ହେବାକୁ ଯାଉଛି। ଏନେଇ ନାଟୋ ମହାସଚିବ ଜେନ୍ସ ଷ୍ଟୋଲଟେନ୍ବର୍ଗ ସୂଚନା ଦେଇଛନ୍ତି। ଶେଷ ରାଷ୍ଟ୍ର ଭାବେ ତୁର୍କୀ ଫିନ୍ଲାଣ୍ଡର ସଦସ୍ୟତାକୁ…
ଭାରତରେ ଭୁଟାନ ରାଜା ଓ୍ବାଙ୍ଗଚୁକ୍
ନୂଆଦିଲ୍ଲୀ,୪।୪: ଭୁଟାନ ରାଜା ଜିଗ୍ମେ ଖେସର ନାମଗେଲ ଓ୍ବାଙ୍ଗଚୁକ୍ ୨ ଦିନିଆ ଭାରତ ଗସ୍ତରେ ଆସି ସୋମବାର ଦିଲ୍ଲୀରେ ପହଞ୍ଚତ୍ଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ୍ବଙ୍ଗଚୁକ୍ଙ୍କୁ ସ୍ବାଗତ କରିଛନ୍ତି। ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କୁ…
ଷ୍ଟାଲିନ୍ଙ୍କ ସାମାଜିକ ନ୍ୟାୟ ସମ୍ମିଳନୀରେ ବିରୋଧୀ ଏକାଠି
ଚେନ୍ନାଇ, ୪।୪: ଆସନ୍ତାବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକାଠି କରିବାକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍କେ ମୁଖ୍ୟ ଏମ୍.କେ. ଷ୍ଟାଲିନ ଅଣ୍ଟା ଭିଡ଼ିଛନ୍ତି। ସୋମବାର ସେ ଡାକିଥିବା ସାମାଜିକ ନ୍ୟାୟ ବୈଠକରେ ଅଧିକାଂଶ ବିରୋଧୀ ଦଳ…
ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ
ନୂଆଦିଲ୍ଲୀ, ୪।୪(ପି.ଟି.): ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜନୈତିକ ଇଚ୍ଛାଶକ୍ତିର କୌଣସି ଅଭାବ ନାହିଁ। ଦୁର୍ନୀତିଗ୍ରସ୍ତ ଯେତେ କ୍ଷମତାଶାଳୀ ହୁଅନ୍ତୁ ନା କାହିଁକି, ନିଃସଙ୍କୋଚରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିବିଆଇ ଅଧିକାରୀମାନଙ୍କୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ରୀୟ…
Archives


