Home

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୨।୭: କ୍ରମାଗତ ୬ଷ୍ଠ ଦିନର ଉଚ୍ଚ କାରବାର ପରେ ଭାରତୀୟ ଶେୟାର ବଜାରର କାରବାରରେ ଏକ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ…

ମଣିପୁର ଯୌନହିଂସା: ସଂସଦରେ ଅଚଳାବସ୍ଥା

ନୂଆଦିଲ୍ଲୀ,୨୨ା୭: ମଣିପୁର ହିଂସା ଓ ଯୌନହିଂସାକୁ ନେଇ ପାର୍ଲାମେଣ୍ଟ ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ ଅଚଳାବସ୍ଥା ଜାରି ରହିବାରୁ ଗୃହକାର୍ଯ୍ୟ ସୋମବାର ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ଶୁକ୍ରବାର ଲୋକ ସଭାରେ ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ, ଡିଏମ୍‌କେ ଏବଂ ବାମପନ୍ଥୀ…

ଭାରତ-ଶ୍ରୀଲଙ୍କା ଆର୍ଥିକ ସହଭାଗିତା ବଢ଼ିବ

ନୂଆଦିଲ୍ଲୀ,୨୨ା୭: ଭାରତ ଏବଂ ଶ୍ରୀଲଙ୍କା ଆର୍ଥତ୍କ ସହଭାଗିତାରେ ଉଲ୍ଲେଖନୀୟ ବୃଦ୍ଧି ନେଇ ଦୁଇ ଦେଶ ଶୁକ୍ରବାର ମହତ୍ତ୍ୱାକାଂକ୍ଷୀ ଭିଜନ ଡକ୍ୟୁମେଣ୍ଟ ଆପଣାଇଛନ୍ତି। ଭାରତ ଗସ୍ତରେ ଆସିଥିବା ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା…

ମଣିପୁର ସରକାରକୁ ବରଖାସ୍ତ କରନ୍ତୁ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨ା୭: ମଣିପୁର ସ୍ଥିତିକୁ ନେଇ ସରକାର ଆଦୌ ଗମ୍ଭୀର ନୁହନ୍ତି। ତେଣୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ଭାଜପା ସରକାରକୁ ବରଖାସ୍ତ କରନ୍ତୁ ବୋଲି କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ରାଜ୍ୟ ସଭାର କଂଗ୍ରେସ ଉପନେତା ପ୍ରମୋଦ ତିଓ୍ବାରୀ ଏକ ଖବରଦାତା…

ଆଜି ଦେଶର ୪୪ଟି ସ୍ଥାନରେ ଆୟୋଜିତ ହେବ ରୋଜଗାର ମେଳା, ୭୦ ହଜାରରୁ ଅଧିକନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରାୟ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଶୁକ୍ରବାର ଏକ ବିବୃତ୍ତିରେ କହିଛି ଯେ, ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଯୁବକମାନଙ୍କୁ ସମ୍ବୋଧିତ…

ହରତାଳ କରିବେ ପାକିସ୍ତାନୀ ପେଟ୍ରୋଲିୟମ ଡିଲର

ଇସଲାମବାଦ,୨୧।୭: ଅର୍ଥସଙ୍କଟରେ ଯୁଝୁଥିବା ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ସମସ୍ୟାର ସମ୍ମୁଖୀନ ହେଉଛି। ପାକିସ୍ତାନର ପେଟ୍ରୋଲିୟମ ଡିଲରମାନେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ଉପରେ ଅସନ୍ତୁଷ୍ଟ ଥିବା ଜଣାପଡିଛି। ଏନେଇ ସେମାନେ ଶନିବାର ଠାରୁ ଦେଶବ୍ୟାପୀ ଧର୍ମଘଟ କରିବାକୁ…

ଟ୍ରେନ୍‌ ଧକ୍କାରେ ସିଂହ ମୃତ

ଅମ୍ରେଲି,୨୧।୭: ଗୁଜୁରାଟର ଆମ୍ରେଲି ଜିଲାରେ ଏକ ମାଲଗାଡି ଟ୍ରେନ ଧକ୍କାରେ ଗୋଟିଏ ସିଂହର ମତ୍ୟୁ ଘଟିଥିବା ବେଳେ ଆଉ ଗୋଟିଏ ଆହତ ହୋଇଛି। ଗୁରୁବାର ବିଳମ୍ବିତ ରାତି ପ୍ରାୟ ୨.୫୫ ସମୟରେ ରାଜୁଲା ତାଲୁକା ଅନ୍ତର୍ଗତ ଉଚାୟା ଗ୍ରାମ ନିକଟରେ ଏପରି…

ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ମେଲବୋର୍ଣ୍ଣ ୨୦୨୩ରେ ସମ୍ମାନିତ ହେବେ ଭୁମି ପେଡନେକର

ମୁମ୍ବାଇ: ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ମେଲବୋର୍ଣ୍ଣ ୨୦୨୩ରେ ଡିସରପ୍ଟର ଆଓ୍ବାର୍ଡରେ ସମ୍ମାନିତ ହେବେ ଭୁମି ପେଡନେକର। ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଅଭିନୟ ସହ ଭୁମି ଜଳବାୟୁ ପରିବର୍ତ୍ତନ ପାଇଁ ସର୍ବଦା ସ୍ବର…

ଆଲିଆଙ୍କ ସହ ର଼୍ୟାମ୍ପ ଓ୍ବାକ୍‌ ଅଧାରେ ଛାଡ଼ି ଦୀପିକାଙ୍କୁ ଚୁମ୍ବନ ଦେଲେ ରଣବୀର, ଛୁଇଁଲେ ମା’ଙ୍କ ପାଦ

ବମ୍ବେ: ବଲିଉଡ୍‌ ଅଭିନେତା ରଣବୀର ସିଂହ ପତ୍ନୀ ତଥା ଅଭିନେତ୍ରୀ ଦୀପିକା ପାଦ୍ୟୁକୋନଙ୍କୁ ବହୁତ ଭଲ ପାଆନ୍ତି। ଏହାର ସଦ୍ୟତମ ଝଲକ ଏବେ ଏକ ର଼୍ୟାମ୍ପ ଶୋ’ରେ ଦେଖିବାକୁ ମିଳିଛି। ଅଭିନେତାଙ୍କ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାନୀ’…

ମଣିପୁରରେ ମହିଳାଙ୍କୁ ଉଲଗ୍ନ ବୁଲାଇବା ଘଟଣା:  ଥିଲେ କାରଗିଲ୍‌ ଯୁଦ୍ଧ ଲଢ଼ିଥିବା ଯବାନଙ୍କ ପତ୍ନୀ, କହିଲେ…

ଇମ୍ଫାଲ,୨୧।୭: ମଣିପୁରରେ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇବା ଘଟଣାକୁ ନେଇ ରାଜନୀତି ସରଗରମ ରହିଛି। ଅପରପକ୍ଷେ ଘଟଣା ମାନବିକତାର ମୃତ୍ୟୁ ବୋଲି ଅନେକ ପ୍ରତିକ୍ରିୟା ରଖୁଛନ୍ତି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସୁପ୍ରିମକୋର୍ଟ, ରାଜନେତା, କଳାକାରମାନେ ଘଟଣାକୁ ନେଇ ଅସନ୍ତୋଷ ବ୍ୟକ୍ତ…

ଧନ ଆସିବା ପରେ ଭୁଲରେ ବି କରନ୍ତୁ ନାହିଁ ଏହି ୪ ଭୁଲ, ହଜିଯିବ ସୁଖ-ଶାନ୍ତି

ଚାଣକ୍ୟ କହିଛନ୍ତି ଯେ ଯେତେବେଳେ ଜଣେ ବ୍ୟକ୍ତି ଟଙ୍କା ପାଇଥାଏ ସେ ନିଜର ଖରାପ ଦିନଗୁଡ଼ିକୁ ଭୁଲିଯାଏ। ଫଳରେ ଏପରି କିଛି ଭୁଲ କରନ୍ତି, ଯାହା ତାଙ୍କୁ ପୁନର୍ବାର ଦାରିଦ୍ର୍ୟ ଆଡକୁ ଟାଣି ନେଇଥାଏ। ସେଭଳି ଭୁଲ କରନ୍ତୁ ନାହିଁ। –…

ଓଏନଜିସି ତୈଳକମ୍ପାନୀରେ ଭୟାବୟ ଅଗ୍ନିକାଣ୍ଡ

ଗୌହାଟୀ,୨୧।୭: ଆସାମ ଶିବସାଗରର ଅୟଲ ଆଣ୍ଡ ନାଚରାଲ ଗ୍ୟାସ କର୍ପୋରେଶନ(ଓଏନଜିସି) ତୈଳକମ୍ପାନୀରେ ଭୟାବୟ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ତୁରନ୍ତ ପୋଲିସ ଏବଂ ଓଏନଜିସି ଦମକଳ ବାହିନୀଙ୍କୁ ନିୟୋଜିତ କରାଯାଇଛି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?