Home

କାଦୁଅରେ ରାସ୍ତା ପରିପୂର୍ଣ୍ଣ: ଯାତାୟାତ ବାଧାପ୍ରାପ୍ତ

ନାଉଗାଁ,୨୬ା୬ (ସୁଧା ବେହୁରା): ନାଉଗାଁ ବ୍ଲକ ନରଣପୁର-ଚକୁଳିପଡ଼ା, ଦେଓପଡ଼ା-ତିରୁଣା, ନାଉଗାଁ -ଡାବରକୁ ସଂଯୋଗୀକରଣ ରାସ୍ତା ରହିଛି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ରାସ୍ତା ତଦାରଖ ଦାୟିତ୍ୱ ଗ୍ରାମ୍ୟ ଉନ୍ନୟନ ବିଭାଗ ଜଗତ୍‌ସିଂହପୁର ଅଧୀନରେ ରହିଛି। ଚଳିତ…

ପ୍ରଧାନମନ୍ତ୍ରୀ ପଦ ଲୋଭରେ ବିରୋଧୀ ହୋଇଛନ୍ତି ଏକଜୁଟ: ବିଆରଏସ ନେତା…

ହାଇଦ୍ରାବାଦ,୨୬।୬ : ଜୁନ ୨୩ ରେ, ବିହାରର ରାଜଧାନୀ ପାଟନାରେ ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ୨୦୨୪ ଲୋକସଭା ନିର୍ବାଚନରେ ଭାଜପା ବିରୋଧରେ ଏକଜୁଟ ହୋଇ ଲଢ଼ିବାକୁ ଆଲୋଚନା ହୋଇଥିଲା। ତେବେ ବର୍ତ୍ତମାନ ଭାରତ ରାଷ୍ଟ୍ର ସମିତି…

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

କେନ୍ଦ୍ରାପଡ଼ା,୨୬ା୬ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଚାଷୀ ସୁରେନ୍ଦ୍ର…

ଖୋଲୁନି ଆଦର୍ଶ ବିଦ୍ୟାଳୟ: ଅନ୍ୟତ୍ର ପଢୁଛନ୍ତି ଛାତ୍ରୀଛାତ୍ର

ଆଳି,୨୬।୬(ବନମାଳୀ ସେନାପତି): ରାଜ୍ୟ ସରକାର ଛାତ୍ରୀଛାତ୍ରମାନଙ୍କୁ ଉତ୍ତମ ପରିବେଶ ଓ ଶିକ୍ଷା ଦେବା ନିମନ୍ତେ ଆଦର୍ଶ ବିଦ୍ୟାଳୟ ଗଠନ କରିଥିଲେ। ଆଳି ବ୍ଲକରେ ଦୀର୍ଘ ୨ବର୍ଷ ହେବ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ମାତ୍ର ଆଦର୍ଶ ବିଦ୍ୟାଳୟର ନିଜସ୍ବ ଗୃହ ନ…

ଲସ ଆଞ୍ଜେଲସରୁ ସାନ ଫ୍ରାନସିସକୋ ଆସୁଥିବା ବିମାନର ଇଞ୍ଜିନ ସଂସ୍ପର୍ଶରେ ଆସି କର୍ମଚାରୀ ମୃତ

ହ୍ୟୁଷ୍ଟନ,୨୬।୬: ହ୍ୟୁଷ୍ଟନରୁ ଏକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଆମେରିକାର ଟେକ୍ସାସରେ ଏକ ବିମାନର ଇଞ୍ଜନିରେ ଫସିଯିବା କାରଣରୁ ଜଣେ ବିମାନ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କର୍ମଚାରୀଙ୍କ ମୃତ୍ୟୁ ରାତି ପ୍ରାୟ ୧୦ଟା ୨୫ରେ…

ମୋ ସ୍ବାମୀଙ୍କ ଉପରେ ଘୃଣାଭାବ ରଖିଛନ୍ତି ଆନ୍ନାମଲାଇ: ସେନ୍ଥଲ ବାଲାଜୀଙ୍କ ସ୍ତ୍ରୀଙ୍କ ଅଭିଯୋଗ…

ଚେନ୍ନାଇ,୨୬।୬ : ତାମିଲନାଡୁର ଗିରଫ ହୋଇଥିବା ମନ୍ତ୍ରୀ ଭି ସେନ୍ଥିଲ ବାଲାଜୀଙ୍କ ସ୍ତ୍ରୀ ମାଡ୍ରାସ ହାଇକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଭାଜପା ମୁଖ୍ୟ ଏନ ଅନାମଲାଇ ତାଙ୍କ ସ୍ବାମୀଙ୍କ ବିରୋଧରେ ଘୃଣାଭାବ ରଖିଛନ୍ତି॥ ଏକ ବିବୃତ୍ତିରେ…

ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ୁଛି

ନୟାଗଡ଼,୨୬।୬(ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ଫେରିବାଲା ବାଂଲାଦେଶୀ ନା ପଶ୍ଚିମବଙ୍ଗ ବାସିନ୍ଦା ଜାଣିହେଉନାହିଁ। ଅଧିକ ଭଡ଼ା ଦେଉଥିବାରୁ ସ୍ଥାନୀୟ ବାସିନ୍ଦା ଫେରିବାଲାଙ୍କୁ ଘରଭଡା ଦେବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। ସିନ୍ଦୂରିଆରେ ଫେରିବାଲାଙ୍କ…

ଭାଜପାର ଶେଷ ପାଣ୍ଡବ ରାଜ୍ୟସଭା ଏମପି ହରଦ୍ୱାର ଦୁବେଙ୍କ ପରଲୋକ…

ଭୋପାଳ,୨୬।୬ : ଭାରତୀୟ ଜନତା ଦଳର ବରିଷ୍ଠ ନେତା ତଥା ରାଜ୍ୟସଭା ଏମପି ହରଦ୍ୱାର ଦୁବେଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପାଇବା ପରେ ଦଳ ଏବଂ ପରିଚିତ ଲୋକମାନଙ୍କ ମଧ୍ୟରେ ଶୋକର…

ଜମ୍ମୁ-କଶ୍ମୀରର ୬ଟି ସ୍ଥାନରେ ଏନଆଇଏ ରେଡ

ଶ୍ରୀନଗର,୨୬।୬: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ)ସୋମବାର ଘାଟିରେ ପ୍ରାୟ ଅଧା ଡଜନ ସ୍ଥାନରେ ଚଢାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆତଙ୍କବାଦୀ ଗତିବିଧି ସମ୍ପର୍କିତ ଏକ ମାମଲାର ଯାଞ୍ଚ ଆଧାରରେ ଏହି ଚଢାଉ କରାଯାଇଛି। ସୋମବାର ସକାଳେ ଏଜେନ୍ସିର ଟିମ ସୁରକ୍ଷାକର୍ମୀଙ୍କ ସହ…

ବର୍ଷେ ବିତିଲା, କାର୍ଯ୍ୟକାରୀ ହୋଇପାରୁନି କମିଟି ନିଷ୍ପତ୍ତି

ଖଣ୍ଡପଡ଼ା,୨୬ା୬(ଅଜୟ କୁମାର ମହାରଣା): ନୂତନ ବେଶରେ ସଜ୍ଜିତ ହୋଇଛି ୫-ଟି ରୁପାନ୍ତରଣ ଯୋଜନାରେ ସାମିଲ ହୋଇଥିବା କଣ୍ଟିଲୋ ନୀଳମାଧବ ନୋଡାଲ ବିଦ୍ୟାପୀଠ। ଏହି ବିଦ୍ୟାଳୟଟି ବାହାରକୁ ସୁନ୍ଦର ଦିଶୁଥିବା ବେଳେ ପରିସରର ଅବସ୍ଥା ଛାତ୍ର ତଥା ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ବିପଦ ସୃଷ୍ଟି…

ପାକିସ୍ତାନରେ ମହିଳା ନିର୍ଯାତନା ବଢୁଛି, ୪ ମାସରେ ୯୦୦ରୁ ଅଧିକ ମାମଲା…

ଇସଲାମାବାଦ,୨୬।୬ : ଚଳିତ ବର୍ଷ ଆରମ୍ଭରୁ ପାକିସ୍ତାନରେ ମହିଳା ଏବଂ ଶିଶୁଙ୍କ ବିରୋଧରେ ହୋଇଥିବା ଅପରାଧ ବଢ଼ିବାରେ ଲାଗିଛି। ଦେଶରେ ମହିଳା ନିର୍ଯାତନା ବଢ଼ିବାରେ ଲାଗିଛି। ସ୍ଥାୟୀ ସାମାଜିକ ବିକାଶ ସଂଗଠନର ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷର ପ୍ରଥମ ଚାରି ମାସରେ…

ବିଦେଶରୁ ଫେରି ମୋଦିଙ୍କ ପ୍ରଶ୍ନ, ଦେଶରେ କ’ଣ ଚାଲିଛି…

ନୂଆଦିଲ୍ଲୀ,୨୬।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଳମ୍ବିତ ରାତିରେ ତାଙ୍କ ବିଦେଶ ଗସ୍ତରୁ ଭାରତ ଫେରିଛନ୍ତି। ଦେଶକୁ ଫେରିବା ପରେ ପ୍ରଧାନମନ୍ତ୍ରୀ ମୋଦି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟ ନେତାମାନଙ୍କୁ ଭାରତରେ କ’ଣ ଚାଲିଛି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri