Home

ଆଜି ହିନ୍ଦୋଳ ଏନ୍‌ଏସି ନିର୍ବାଚନ

ଢେଙ୍କାନାଳ ଅଫିସ, ୩।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବ। ଏହା ପୂର୍ବାହ୍ନ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ମତଦାନ ଶୃଙ୍ଖଳିତ କରିବା ଲାଗି ପ୍ରଶାସନିକ ପ୍ରସ୍ତୁତି ଶେଷ ହୋଇଥିବାବେଳେ…

ଗିରଫ ଏସ୍‌ଆଇଙ୍କ ଲିଙ୍ଗକୁ ନେଇ ଦ୍ୱନ୍ଦ୍ୱ

ଭଦ୍ରକ ଅଫିସ,୩ା୪: ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ବିବାହ ପ୍ରଲୋଭନ ଦେଖାଇ ଦୁଇବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଏସ୍‌ଆଇଙ୍କୁ ଭଦ୍ରକ ଟାଉନ ପୋଲିସ ଗିରଫ ପରେ ରବିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ଚୂଡ଼ାମଣି ମେରାଇନ…

ଆଜିଠୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା…

କୁକୁରଙ୍କୁ ସାଙ୍ଗରେ ନେଇ ଫିଲ୍ମ ହଲ୍‌ ଯାଉଛନ୍ତି ଲୋକେ, କାରଣ ଜାଣିଲେ…

ଯେତେବେଳେ ବି ଦୁନିଆରେ ବିଶ୍ୱସ୍ତତାର କଥା ଆସେ, ପ୍ରଥମେ କୁକୁରମାନଙ୍କ ନାଁ ଆସେ। ଏହି କାରଣରୁ ସେମାନଙ୍କୁ ଗୃହପାଳିତ ପଶୁ ଭାବରେ ରଖିବାକୁ ଲୋକେ ଅଧିକ ପସନ୍ଦ କରନ୍ତି। କୁକୁରମାନେ ମଧ୍ୟ ସେମାନଙ୍କର ମାଲିକମାନଙ୍କ ସହିତ ବେଶ୍‌ ଭାବପ୍ରବଣ ହୋଇଥାନ୍ତି। କୁକୁରମାନଙ୍କର…

ମୁମ୍ବାଇକୁ ୮ ଉଇକେଟରେ ହରାଇଲା ଆର୍‌ସିବି

ବେଙ୍ଗାଲୁରୁ,୨।୪: ବେଙ୍ଗାଲୁରୁର ଏମ୍‌.ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲର ପଞ୍ଚମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୮ ଉଇକେଟରେ ବିଜୟୀ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୭୧ ରନ୍‌ କରିଥିଲା। ଜବାବରେ…

ଇନଷ୍ଟାଗ୍ରାମରେ ଡେବ୍ୟୁ କଲେ ବିଜୟ ଥଲାପଥି

ସାଉଥ ସିନେମାର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ତାରକାମାନଙ୍କ ମଧ୍ୟରୁ ବିଜୟ ଥଲାପଥି ଅନ୍ୟତମ। ତାଙ୍କର ଅନେକ ପ୍ରଶଂସକ ମଧ୍ୟ ଅଛନ୍ତି। ବିଜୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ପ୍ରଥମଥର ଏଣ୍ଟ୍ରି କରିଛନ୍ତି। ବିଜୟ ଇନଷ୍ଟାଗ୍ରାମରେ ଡେବ୍ୟୁ କରିବା ଲକ୍ଷ ଲକ୍ଷ ପ୍ରଶଂସକ…

ବିଜୟର ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ

ହାଇଦ୍ରାବାଦ୍‌,୨।୪: ଆଇପିଏଲ ୨୦୨୩ର ଚତୁର୍ଥ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସନରାଇଜର୍ସ ହାଇଦ୍ରାବାଦକୁ ୭୨ ରନ୍‌ରେ ପରାସ୍ତ କରିଛି। ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରି ୨୦୩ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭରରେ ମାତ୍ର…

ପଶ୍ଚିମବଙ୍ଗରେ ପୁଣି ହିଂସା: ଭାଜପା ନେତାଙ୍କ କାର୍ଯ୍ୟକ୍ରମରେ ପଥର ମାଡ

କୋଲକାତା,୨।୪: ପଶ୍ଚିମବଙ୍ଗରେ ରବିବାର ପୁଣି ଥରେ ହିଂସା ଦେଖାଦେଇଛି। ହୁଗଳିରେ ଭାଜପାର ଶୋଭା ଯାତ୍ରା ସମୟରେ ଅଗ୍ନିକାଣ୍ଡ ଏବଂ ଓ ପଥର ଫିଙ୍ଗା ହୋଇଛି। ଭାଜପାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦିଲୀପ ଘୋଷଙ୍କ ହୁଗଳିରେ ରାମ ନବମୀ ପରେ ହୋଇଥିବା କାର୍ଯ୍ୟକ୍ରମରେ ଏହି…

ଟସ୍‌ ଜିତିଲା ଆରସିବି

ବେଙ୍ଗାଲୁରୁ,୨।୪: ଆଇପିଏଲର ପଞ୍ଚମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଭେଟୁଛି। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ ଫାଫ ଡୁପ୍ଲେସିସ…

ବିହାର, ପଶ୍ଚିମବଙ୍ଗ ହିଂସା ଉପରେ ପ୍ରଧାନମନ୍ତ୍ରୀ ଚୁପ୍‌ କାହିଁକି

ନୂଆଦିଲ୍ଲୀ,୨।୪: ବିହାର ଏବଂ ପଶ୍ଚିମବଙ୍ଗରେ ସାମ୍ପ୍ରଦାୟିକ ହିଂସାକୁ ନେଇ ରାଜ୍ୟ ସଭା ଏମ୍‌ପି କପିଲ ସିବଲ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ନୀରବତା ଉପରେ ସେ ପ୍ରଶ୍ନ ଉଠାଇ କହିଛନ୍ତି, ହିଂସା ପାଇଁ ୨୦୨୪…

‘ଯୋଗୀ ଆଦିତ୍ୟନାଥଙ୍କଠାରୁ ଟ୍ରେନିଂ ନିଅନ୍ତୁ ନୀତୀଶ’

ପାଟନା,୨।୪: ବିହାର ରୋହତସର ସାସାରାମ ସହରରେ ସାମ୍ପ୍ରଦାୟିକ ହିଂସା ଘଟିଛି। ଏଠାରେ ଅନେକ ଯାନବାହନ, ଘର ଏବଂ ଦୋକାନରେ ନିଆଁ ଲାଗି ନଷ୍ଟ ହେବା ସହ ଅନେକ ଲୋକ ଆହତ ହୋଇଛନ୍ତି। ସାସରାମ ସହରରେ ଘଟିଥିବା ହିଂସା ପାଇଁ ବିହାରର ରୋହତସ…

ଓକେ, ଓକେ କେବେଠୁ

ଦୁଇଟି ଲେଟର୍‌ ଥିବା ଏକ ଛୋଟିଆ ଶବ୍ଦ ହେଉଛି ‘ଓକେ’। ହେଲେ ଏହାର ବହୁଳ ବ୍ୟବହାର ହୁଏ ଆମ ଦୈନନ୍ଦିନ ଜୀବନରେ। ଦେଶ, ବିଦେଶ ସବୁଠି ହୁଏ ଏହି ଶବ୍ଦର ବ୍ୟବହାର। ଭାଷାଗତ ଭିନ୍ନତା ଥିଲେ ବି ଓକେ ଶବ୍ଦ ମନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri