Home

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀର ଅଂଶ ଥିଲେ। ସୋମବାର ସେମାନେ ତାମିଲନାଡୁ ବିଧାନସଭା ବାଚସ୍ପତି ଜେସିଡି…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା କରିବା ଘଟଣା ଉକ୍ତ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି । ମୃତକଙ୍କ…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା ପ୍ରାୟ ୩୦୦ ଲୋକ ବର୍ତ୍ତମାନ ରୋପୱେ କ୍ୟାବିନ ଭିତରେ ଫସି ରହିଛନ୍ତି ।…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରିବାକୁ ଯୋଜନା କରୁଥିବାବେଳେ ତାକୁ କାର୍ଯ୍ୟକାରୀ କରିବା ମଧ୍ୟ…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଡ୍ୟୁଟିରେ ଥିବା ଜଣେ ସୁରକ୍ଷାକର୍ମୀ ଦିବ୍ୟାଙ୍ଗ ଲୋକଙ୍କୁ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି ଗ୍ରାମର ଲକ୍ଷ୍ମଣ ମୁଣ୍ଡାଙ୍କ ପୁଅ ଳମ୍ବୁ (୯ ବର୍ଷ)ବିଷ ଖାଇ ମୃତ୍ୟୁ ବରଣ…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି । ପ୍ରଶାସନର କଦର୍ଯ୍ୟ ରୂପ ବ୍ୟବସ୍ଥାର ଅବହେଳା ଓ ପ୍ରଶାସନର ଅନ୍ଧକାନୁନ ଆଗରେ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ଫଳରେ ଏହି ରାସ୍ତାରେ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌, କୀଟାଣୁ ଓ ସବୁଠାରୁ ଅଧିକ ଭୂତାଣୁ ସଂକ୍ରମଣ ହୋଇଥାଏ। ଜୀବାଣୁ ଯେପରି ଗ୍ରାମ…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି l ମା’ଙ୍କ ଆଗମନରେ ଭକ୍ତମାନେ ଅସ୍ଥାୟୀ ମଣ୍ଡପ ଦର୍ଶନ…

ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚାରିଦିନ ଖରା କଲବଲ କରିବା ନେଇ ହିଟଓ୍ବେଭ ଓ୍ବାର୍ନିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?