ବିଶ୍ୱକପ୍ ଟ୍ରଫି ସହ ନଜର ଆସିଲେ ଶାହରୁଖ
କ୍ରିକେଟ ଏବଂ ବଲିଉଡ ମଧ୍ୟରେ ନିବିଡ଼ ସମ୍ପର୍କ ରହିଆସିଛି। ଏହି ସମ୍ପର୍କ ସବୁବେଳେ ପ୍ରଶଂସକଙ୍କ ରୋମାଞ୍ଚକୁ ଆହୁରି ବଢାଇଥାଏ। ଏଥର ଦିନିକିଆ ବିଶ୍ୱକପ ୨୦୨୩ ଭାରତ ଦ୍ୱାରା ଆୟୋଜିତ ହେବ। ଏହାପୂର୍ବରୁ ବଲିଉଡର ସୁପରଷ୍ଟାର ଶାହରୁଖ ଖାନ ବିଶ୍ୱ ଟ୍ରଫି ସହ…
କ୍ଲିନ୍ସୁଇପ୍ ଲକ୍ଷ୍ୟରେ ଭାରତ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ତ୍ରିନିଦାଦ,୨୦।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଅନ୍ତିମ ମ୍ୟାଚ ଆଜିଠାରୁ ଖେଳାଯିବ। ତ୍ରିନିଦାଦରେ ଉଭୟ ଦଳ ମୁହାଁମୁହିଁ ହେବେ। ଡୋମିନିକାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଭାରତ ଗୋଟିଏ ଇନିଂସ ଏବଂ ୧୪୧ ରନରେ…
ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ଇମ୍ଫାଲ,୨୦ା୭: ମଣିପୁରରେ ୨ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରାଯାଇଛି। ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ…
ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା: ମଣିପୁର ହିଂସା ଘଟଣାରେ ସରକାରଙ୍କୁ ଘେରିଲେ ବିରୋଧୀ
ନୂଆଦିଲ୍ଲୀ,୨୦।୭: ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା। ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସଂସଦରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଏନେଇ ସଂସଦରେ ମୋଦୀଙ୍କୁ ଟାର୍ଗେଟ କରିଛନ୍ତି କେଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେ। ସେ କହିଛନ୍ତି, ସବୁ ବିରୋଧୀ ମିଶି…
‘ଭାରତ-ଆମେରିକା ସହ ସମ୍ପର୍କ ପୂର୍ବାପେକ୍ଷା ଅଧିକ ଶକ୍ତିଶାଳୀ’
ଓ୍ବାଶିଂଟନ୍,୨୦।୭: ଭାରତ ଏବଂ ଆମେରିକା ସମ୍ପର୍କ ପୂର୍ବାପେକ୍ଷା ଅଧିକ ଶକ୍ତିଶାଳୀ ହୋଇଛି ବୋଲି ଆମେରିକା କହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତର ଏକ ମାସ ପରେ ହ୍ବାଇଟ ହାଉସର ପ୍ରେସ ସଚିବ କ୍ୟାରିନ୍ ଜିନ୍ ପିଆର କହିଛନ୍ତି, ଗତ ମାସର…
ଇଂଲଣ୍ଡ ଖସି ପଳାଉଥିଲେ ଅମ୍ରିତପାଲଙ୍କ ସ୍ତ୍ରୀ: ଧରିଲା ପୋଲିସ
ନୂଆଦିଲ୍ଲୀ,୨୦।୭: ଆସାମର ଦିବ୍ରୁଗଡ ଜେଲରେ ଦଣ୍ଡ ଭୋଗୁଥିବା ୱାରିସ ପଞ୍ଜାବ ଦେ ମୁଖ୍ୟ ଅମ୍ରିତପାଲ ସିଂଙ୍କ ସ୍ତ୍ରୀ କିରଣଦୀପ କୌରଙ୍କୁ ପୁଣି ଥରେ ଇଂଲଣ୍ଡ ଯିବାକୁ ଅଟକାଯାଇଛି। ଇଂଲଣ୍ଡ ପାଇଁ କିରଣଦୀପ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠୁ ପୋଲିସ ତାଙ୍କୁ…
ମୌସୁମୀ ଅଧିବେଶନ: ମଣିପୁର ଆଦିବାସୀ ମହିଳାଙ୍କୁ ନିର୍ଯାତନା ଘଟଣା ଉପରେ ଚର୍ଚ୍ଚା କରିବାକୁ ଦାବି କଲେ ବିରୋଧୀ
ନୂଆଦିଲ୍ଲୀ,୨୦।୭: ନୂଆ ସଂସଦ ଭବନରେ ଗୁରୁବାର ଠାରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ମୌସୁମୀ ଅଧିବେଶନ ଆରମ୍ଭ ହେଉଣୁ ମଣିପୁର ଆଦିବାସୀ ମହିଳାଙ୍କୁ ନିର୍ଯାତନା ଘଟଣାରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଘଟଣା ସମ୍ପର୍କରେ ଆଲୋଚନା ପାଇଁ କଂଗ୍ରେସ ସାଂସଦ ଇମ୍ରାନ…
ସ୍ବିଡେନ ଦୂତାବାସ ଉପରେ ଆକ୍ରମଣ
ବାଗଦାଦ,୨୦।୭: ଇରାକର ବାଗଦାଦରେ ଥିବା ସ୍ବିଡେନ ଦୂତାବାସ ଉପରେ ଆକ୍ରମଣ ହୋଇଛି। ଅକ୍ରମଣକାରୀମାନେ ଦୂତାବାସରେ ମଧ୍ୟ ନିଆଁ ଲଗାଇ ଦେଇଛନ୍ତି। ଏହି ଆକ୍ରମଣରେ ଦୂତାବାସର କର୍ମଚାରୀଙ୍କର କୌଣସି କ୍ଷତି ହୋଇ ନ ଥିବା ପ୍ରାଥମିକ ରିପୋର୍ଟରେ କୁହାଯାଇଛି। ଦୂତାବାସ ଉପରେ ଏହି…
ଭୁସ୍ଖଳନରେ ୫ ମୃତ: ଅନେକ ଫସି ରହିଥିବା ଆଶଙ୍କା
ପୁନେ,୨୦।୭: ମହାରାଷ୍ଟ୍ରର ରାଇଗଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରାଇଗଡରେ ଭୂସ୍ଖଳନରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ବି ଅନେକ ଲୋକ ସେଠାରେ ଫସି ରହିଛନ୍ତି। ୩୦ରୁ ଅଧିକ ପରିବାର ଫସି ରହିଥିବାର ଭୟ ରହିଛି। ଏହି ଦୁର୍ଘଟଣା ରାଇଗଡ଼ର…
‘ଅଚିନ୍ତାରେ ଶୋଇଛନ୍ତି ପ୍ରଧାନମନ୍ତ୍ରୀ’
ନୂଆଦିଲ୍ଲୀ,୨୦।୭: ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଭଳି ଲଜ୍ଜାଜନକ ଘଟଣାକୁ ବିରୋଧୀ ସଂସଦରେ ଜୋରଦାର ଉଠାଇବାକୁ ପ୍ରସ୍ତୁତ ହେଉଛନ୍ତି। ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତାକୁ ନେଇ ବିରୋଧୀ ଅନେକ ଥର ପ୍ରଶ୍ନ ଉଠାଇଛନ୍ତି। ବର୍ତ୍ତମାନ…
ଅହମ୍ମଦବାଦ ଭୟଙ୍କର ସଡକ ଦୁର୍ଘଟଣା: ଲୋକ ଗହଳିରେ ଚଢିଗଲା ଜାଗୁଆର, ୯ମୃତ
ଅହମ୍ମଦାବାଦ,୨୦।୭: ଗୁଜୁରାଟର ଅହମ୍ମଦାବାଦରେ ଅବସ୍ଥିତ ଇସ୍କନ ବ୍ରିଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରାତି ଅଧରେ ଇସ୍କନ ବ୍ରିଜରେ ଥାର ଗାଡି ଏବଂ…
ମା’ ହେଲେ ଏହି ଅଭିନେତ୍ରୀ
ସେଲିବ୍ରିଟି ଦମ୍ପତି ଇଶିତା ଦତ୍ତା ଏବଂ ବତ୍ସଲ ସେଠଙ୍କ ଘରକୁ କୁନି ଅତିଥି ଆସିଛି। ଅଜୟ ଦେବଗନଙ୍କ ଅନସ୍କ୍ରିନ ଝିଅ ଇଶିତା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ଶିଶୁ ଏବଂ ମା’ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ପ୍ରଶଂସକ ଏବଂ…

