ଉଦ୍ଭିଦରୁ ସଂକ୍ରମଣ ହେବାର ପ୍ରଥମ ଘଟଣା: କୋଲକାତାରେ ଆକ୍ରାନ୍ତ ହେଲେ ବ୍ୟକ୍ତି…
କୋଲକାତା,୧।୪ : ପଶ୍ଚିମବଙ୍ଗର କୋଲକାତାରେ ଏଭଳି ରୋଗ ବିଷୟରେ ଜାଣିବାକୁ ମିଳିଛି। ଯେଉଁଥିରେ ଜଣେ ବ୍ୟକ୍ତି ଉଦ୍ଭିଦରୁ ସଂକ୍ରମିତ ହୋଇଛନ୍ତି। ଏହି ରୋଗର ନାମ ହେଉଛି ‘କିଲର ପ୍ଲାଣ୍ଟ ଫଙ୍ଗସ’। ଯାହା ଉଦ୍ଭିଦରୁ ମଣିଷ ପର୍ଯ୍ୟନ୍ତ ସଂକ୍ରମିତ ହୋଇଥାଏ। କୋଲକାତାରେ ଘଟିଥିବା…
ଶ୍ରୀମନ୍ଦିର ପତିତପାବନ ବାନା ଦର ବଢ଼ିଲା
ପୁରୀ ଅଫିସ,୧ା୪ : ଶ୍ରୀମନ୍ଦିର ପତିତପାବନ ଓଲାଗି ବାନା ଦର ବୃଦ୍ଧି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପ୍ରତିଦିନ ନୀଳଚକ୍ରରୁ ଓଲାଗି ହେଉଥିବା ୧୪ ହାତ ବିଶିଷ୍ଟ ବାନା ଦରକୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଦର ୨୦୦ ଟଙ୍କା…
ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୪ ରନ…
ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପ୍ରେୟୀ ଏକାନ୍ନା କ୍ରିକେଟ ଷ୍ଟ୍ାଡିୟମରେରେ ଖେଳାଯାଉଛି। ଡିସି ଅଧିନାୟକ ଡେଭିଡ…
ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୩ରୁ ଚଳିତବର୍ଷ ନୂଆ ପାଠପଢ଼ା ଆରମ୍ଭ ହେବାକୁ ଥିବା ବେଳେ ୧୧ ତାରିଖରୁ ସକାଳୁଆ ସ୍କୁଲ ହେବ।…
୧୯ ବର୍ଷର ଠକେଇ ମାମଲା: ୩ ବ୍ୟାଙ୍କ ଅଧିକାରୀଙ୍କୁ ୨ ବର୍ଷ କାରାଦଣ୍ଡାଦେଶ…
ମୁମ୍ବାଇ,୧।୪ : ମୁମ୍ବାଇର ଏକ ସ୍ବତନ୍ତ୍ର ଅଦାଲତ ତିନି ଜଣ ବ୍ୟାଙ୍କ ଅଧିକାରୀଙ୍କ ସମେତ ୪ ଜଣଙ୍କୁ ୧୯ ବର୍ଷ ପୁରୁଣା ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହା ସହିତ କୋର୍ଟ କହିଛନ୍ତି ଠକେଇ ଅର୍ଥବ୍ୟବସ୍ଥାକୁ ବହୁତ କ୍ଷତି ପହଞ୍ଚାଇଥାଏ…
ଜେଡିଏସି ବିଧାୟକ ଧରିଲେ ପଦ୍ମ…
ନୂଆଦିଲ୍ଲୀ,୧।୪ : ମେ ୧୦ରେ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ଅରକଲଗୁଡାର ଜେଡିଏସ ବିଧାୟକ ଏ.ଟି ରାମାସ୍ବାମୀ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଛନ୍ତି।…
ଦଳାଚକଟା ମୃତ୍ୟୁ ଘଟଣା: କାରଖାନା ପରିଚାଳକଙ୍କ ସମେତ ୮ ଗିରଫ
କରାଚୀ,୧ା୪: ପାକିସ୍ତାନର ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ରାଜନୈତିକ ଏବଂ ଅର୍ଥନୈତିକ ସଙ୍କଟ ଶେଷ ହେବାର ନାଁ ନେଉନି। ଏଠାକାର ଲୋକମାନେ ଦୁଇ ପଟ ରୁଟି ପାଇଁ ଲଢ଼େଇ କରୁଛନ୍ତି। ଖାଦ୍ୟ ବଣ୍ଟନ କେନ୍ଦ୍ରଗୁଡ଼ିକରେ ବିରାଟ ଧାଡ଼ି ଲାଗୁଛି।…
ନକଲି ମଦ ପ୍ରସ୍ତୁତ କାରଖାନାରେ ଚଢ଼ାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
ବ୍ରହ୍ମପୁର ଅଫିସ,୧ା୪: ଅବକାରୀ ଗୁଇନ୍ଦା ଟିମ୍ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଦିଗପହଣ୍ଡି ଥାନା ଅନ୍ତର୍ଗତ କଇଠଖଣ୍ଡି ଛକରେ ପାଟ୍ରୋଲିଂ କରୁଥିଲା। ଏକ ଅଟୋକୁ ଅଟକାଇ ଯାଞ୍ଚ ବେଳେ ସେଥିରେ ବିଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଥିଲା। ଅଧିକ ଯାଞ୍ଚ…
ବର୍ଷା ଯୋଗୁ ଡିଏଲଏସ ନିୟମରେ କେକେଆର ୭ ରନ୍ରେ ହାରିଲା…
ମୋହାଲି,୧।୪ : ଡବଲ ହେଡର୍ର ପ୍ରଥମ ମ୍ୟାଚ ପଞ୍ଜାବ କିଙ୍ଗସ(ପିବିକେଏସ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପଞ୍ଜାବର ଘରୋଇ ଗ୍ରାଉଣ୍ଡ ମୋହାଲିରେ ଖେଳାଯାଥିବା ମ୍ୟାଚରେ ବର୍ଷା ଯୋଗୁ ଡିଏଲଏସ ନିୟମରେ କେକେଆର୍ ୭ ରନରେ ହାରିଛି।…
୨୪ ରାଜ୍ୟ-୮ ମେଟ୍ରୋର ୬୭ କୋଟି ଲୋକଙ୍କ ଗୋପନୀୟ ତଥ୍ୟ ଚୋରି…
ହାଇଦ୍ରାବାଦ,୧।୪ : ହାଇଦ୍ରାବାଦରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଶନିବାର ଏଠାରେ ସାଇବରାବାଦ ମହାନଗର ନିଗମ ପୋଲିସ ଜଣେ ବ୍ୟକ୍ତିଙ୍କୁ ୬୬.୯ କୋଟି ଲୋକ ତଥା ସଂଗଠନର ବ୍ୟକ୍ତିଗତ ତଥା ଗୋପନୀୟ ତଥ୍ୟ ଚୋରି ତଥା ବିକ୍ରୟ ଅଭିଯୋଗରେ ଗିରଫ…
ଟସ୍ ଜିତିଲା ଡିସି: ବୋଲିଂ ନିଷ୍ପତ୍ତି…
ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପ୍ରେୟୀ ଏକାନ୍ନା କ୍ରିକେଟ ଷ୍ଟ୍ାଡିୟମରେରେ ଖେଳାଯାଉଛି। ଏଲଏସଜିର ଅଧିନାୟକ କେଏଲ…
ସଲମାନଙ୍କ ବିଷୟରେ ଏକ ବଡ଼ କଥା କହିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ସଲମାନ ଖାନ୍ ଅନେକ ସମୟରେ ତାଙ୍କର ଉତ୍ତମ ସ୍ବଭାବ ସହିତ ଲୋକଙ୍କ ହୃଦୟ ଜିତିଥାନ୍ତି। ସେ ଭଲ କାମ କରିବାରେ କେବେ ପଛଘୁଞ୍ଚା ଦିଅନ୍ତି ନାହିଁ। ବଲିଉଡ୍ରେ ମଧ୍ୟ ସେ ଅନେକ ନୂଆ ଅଭିନେତ୍ରୀଙ୍କୁ ସୁବର୍ଣ୍ଣ ସୁଯୋଗ ଦେଇଛନ୍ତି। ବନ୍ଧୁତା…
Archives


