ପ୍ରଥମଥର ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କ ବିରୋଧରେ ଲାଗିଲା ଏତେ ବଡ଼ ଅପରାଧିକ ମାମଲା
ଓ୍ବାଶିଂଟନ,୧ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିରୋଧରେ ବିବାଦ ଥମିବାର ନାଁ ନେଉନି। ଆସନ୍ତା ୨୦୨୪ ନିର୍ବାଚନ ପାଇଁ ଟ୍ରମ୍ପ ରଣକ୍ଷେତ୍ର ସଜାଡୁଥିବା ବେଳେ ଅପରାଧିକ ମାମଲାରେ କୋର୍ଟକୁ ଦୌଡୁଛନ୍ତି। ନ୍ୟୁୟର୍କର ଜଣେ ଗ୍ରାଣ୍ଡ ଜଜ୍ ଟ୍ରମ୍ପଙ୍କୁ ମାର୍ଚ୍ଚ ୩୧ରେ…
ଥରିଲା ନେପାଳ
କାଠମାଣ୍ଡୁ,୧ା୪: ନେପାଳର କାଠମାଣ୍ଡୁରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପର ତୀବ୍ରତା ୪.୫ ଥିଲା। ବର୍ତ୍ତମାନ ସୁଦ୍ଧା କୌଣସି ଧନ ଜୀବନ ନଷ୍ଟ ସମ୍ପର୍କରେ ସୂଚନା ମିଳିପାରିନାହିଁ। ନ୍ୟାଶନାଲ ସେଣ୍ଟର ଫର୍ ସେସ୍ମୋଲୋଜି ଟୁଇଟ୍ କରି କହିଛି, ଆଜି ପୂର୍ବାହ୍ନରେ…
ରାମ ନବମୀ ହିଂସା ବିରୋଧରେ ଆକ୍ସନ ମୁଡରେ ମମତା ସରକାର: ସିଆଇଡିକୁ ଯାଞ୍ଚ ହସ୍ତାନ୍ତର
କୋଲକାତା,୧।୪: ପଶ୍ଚିମବଙ୍ଗର ହାୱଡାରେ ହୋଇଥିବା ହିଂସା ପରେ ଏବେ ରାଜନୀତି ସରଗରମ ରହିିଛି। ଇତିମଧ୍ୟରେ ଶନିବାର ଏକ ବଡ ଖବର ସାମ୍ନାକୁ ଆସିଛି। ପଶ୍ଚିମବଙ୍ଗର ହାୱଡାରେ ରାମ ନବମୀ ଦିନ ହୋଇଥିବା ହିଂସା ଘଟଣାର ଯାଞ୍ଚ କରିବ ସିଆଇଡି। ରାଜ୍ୟ ସରକାର…
ଭାଜପାରେ ସାମିଲ ହେବେ ଜେଡିଏସ୍ ବିଧାୟକ
ବେଙ୍ଗାଲୁରୁ,୧।୪: କର୍ନାଟକର ୨୨୪ ବିଧାନସଭା ଆସନ ପାଇଁ ମେ’ ୧୦ ରେ ଭୋଟ ଅନୁଷ୍ଠିତ ହେବ। ମେ’ ୧୩ରେ ନିର୍ବାଚନର ଫଳାଫଳ ଆସିବ। କିନ୍ତୁ ଏହା ପୂର୍ବରୁ ନେତାଙ୍କ ଦଳବଦଳ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଇତିମଧ୍ୟରେ କର୍ନାଟକର ଜେଡିଏସ୍ ବିଧାୟକ ଏ.ଟି.…
ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ସାସାରାମ କାର୍ଯ୍ୟକ୍ରମ ବାତିଲ
ପାଟନା,୧।୪: ବିହାରର ସାସାରାମ ଏବଂ ନାଳନ୍ଦାରେ ଶୁକ୍ରବାର ଅପରାହ୍ନରେ ରାମ ନବମୀ ଶୋଭାଯାତ୍ରର ସମୟରେ ସଂଘର୍ଷ ଘଟିଥିଲା। ଫଳରେ ସ୍ଥାନୀୟ ଦୁର୍ଘଟଣା ଯୋଗୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଉକ୍ତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଧାରା ୧୧ ଲାଗୁ…
ଭୋପାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ୧୧ତମ ବନ୍ଦେ ଭାରତ ଏକ୍ସପ୍ରେସର କରିବେ ଶୁଭାରମ୍ଭ
ଭୋପାଳ,୧।୪: ଭୋପାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏବଂ ରାଜ୍ୟପାଳ ମଙ୍ଗୁଭାଇ ପଟେଲ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଏହି ଗସ୍ତ ସମୟରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟର ପ୍ରଥମ ତଥା ଦେଶର…
ଏନ୍ଏମ୍ଏସିସି ଉଦ୍ଘାଟିତ
ମୁମ୍ବାଇ,୧।୪: ସାରା ବିଶ୍ୱର କଳାକାରଙ୍କୁ ଉତ୍ସାହିତ କରିବା ପାଇଁ ଦେଶର ସର୍ବବୃହତ୍ କଲ୍ଚରାଲ ସେଣ୍ଟର ନୀତା ମୁକେଶ ଅମ୍ବାନୀ କଲ୍ଚରାଲ ସେଣ୍ଟର (ଏନ୍ଏମ୍ଏସିସି) ର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏପରିକି ଦେଶ ବିଦେଶର କଳାକାର, ଧର୍ମଗୁରୁ, କ୍ରୀଡ଼ା ଓ ବ୍ୟବସାୟ…
ଅରୁନ୍ଧତୀକୁ ବେଷ୍ଟ ରିଜିଓନାଲ ଜୁଏଲେରି ରିଟେଲ ଅଫ୍ ଦି ଇୟର (ଇଷ୍ଟ) ସମ୍ମାନ
ଭୁବନେଶ୍ୱର,୧।୪: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ମୁମ୍ବାଇ ସ୍ଥିତ ସାହାର ଷ୍ଟାର୍ ହୋଟେଲଠାରେ ଇଣ୍ଡିଆ ବୁଲିୟନ ଆଣ୍ଡ ଜୁଏଲର୍ସ ଆସୋସିଏଶନ (ଆଇବିଜେଏ) ଲିମିଟେଡ୍ ଏବଂ ଓ୍ବାର୍ଲଡ…
ସ୍ବଳ୍ପ ସଞ୍ଚୟ ସ୍କିମ୍ର ସୁଧ ହାରରେ ବୃଦ୍ଧି
ନୂଆଦିଲ୍ଲୀ,୧।୪: ଚଳିତ ଆର୍ଥିକ ବର୍ଷ (୨୦୨୩-୨୪) ର ପ୍ରଥମ ତ୍ରୈମାସ ଶନିବାର ଠାରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ନୂଆ ତ୍ରୈମାସ ପାଇଁ ସ୍ବଳ୍ପ ସଞ୍ଚୟ ସ୍କିମ୍ର ସୁଧହାରରେ ବୃଦ୍ଧ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶର…
ଦୃଢ଼ ଇକୋସିଷ୍ଟମ୍ ଗଠନକୁ ଗୁରୁତ୍ୱାରୋପ
ନୂଆଦିଲ୍ଲୀ,୧।୪: ଦେଶର ପ୍ରମୁଖ ଫିନ୍ଟେକ୍ କମ୍ପାନୀ ଭାରତପେ ଗ୍ରୁପ୍ ଏବଂ ମହିଳା ଉଦ୍ୟୋଗୀ ପ୍ଲାଟ୍ଫର୍ମ (ଡବ୍ଲ୍ୟୁଇପି) ମଧ୍ୟରେ ଏକ ବ୍ୟବସାୟିକ ସହଭାଗିତା ସ୍ଥାପନ କରାଯାଇଥିବା ଉଭୟ ପକ୍ଷରୁ କୁହାଯାଇଛି। ବିଶେଷକରି ମହିଳା ଉଦ୍ୟୋଗୀମାନଙ୍କୁ ଆତ୍ମନିର୍ଭରଶୀଳତା ଏବଂ ବ୍ୟବସାୟ ଅଭିବୃଦ୍ଧିରେ ସକ୍ଷମ କରାଇବା…
ଉତ୍କଳ କି କଳା ଅଭିଯାନର ଶୁଭାରମ୍ଭ
ଭୁବନେଶ୍ୱର,୧।୪: ଟାଟା ଟି’ର ବିବିଧ ପୋର୍ଟଫୋଲିଓର ପ୍ରମୁଖ ବ୍ରାଣ୍ଡ୍ ଟାଟା ଟି ପ୍ରିମିୟମ୍-ଦେଶ କି ଚାଏ ପକ୍ଷରୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ପରମ୍ପରାକୁ ପାଳନ କରିବା ଲାଗି ଶୁକ୍ରବାର ‘ଉତ୍କଳ ଦିବସ’ ପୂର୍ବରୁ ଉତ୍କଳ କି କଳା ଅଭିଯାନର ଶୁଭାରମ୍ଭ କରାଯାଇଛି।…
ଆଜିଠାରୁ କ୍ରେଡିଟ୍ ଗ୍ୟାରେଣ୍ଟି ଯୋଜନା
ନୂଆଦିଲ୍ଲୀ,୧।୪: ଦେଶର ବିକାଶ ପାଇଁ ସରକାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍ ଗ୍ୟାରେଣ୍ଟି ଯୋଜନାର ଅୟମାରମ୍ଭ କରିଥିଲେ। ଏପରିକି ଚଳିତ ଥରର କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପସ୍ଥାପନ କରିବା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲଘୁ ଓ…
Archives


