ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ ଭିତ୍ତିଭୂମିଗୁଡିକର ଉନ୍ନତୀକରଣ କାର୍ଯ୍ୟ ଜାରି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା…
ସରକାରଙ୍କ ବଡ଼ ଘୋଷଣା, ଅନ୍ଲାଇନରେ ହେବନି…
କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍ଲାଇନରେ ଗ୍ରହଣ କରାଯିବ। ଏ ନେଇ ସମସ୍ତ ଆର୍ଟିଓଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ)ଙ୍କ ଦ୍ୱାରା ନିର୍ଦ୍ଦେଶ ଜାରି…
ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…
ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର ବନ୍ଦରଗାହରୁ ଆରମ୍ଭ ହେବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ…
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ କିମ୍ବା ଅନଲାଇନ୍ ସପିଂ କରିବା ହେଉ — UPI ଏବେ ସବୁଠାରୁ ସହଜ ଓ…
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ…
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ କାହାର କୌଣସି କ୍ଷତି…
ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅନେକ ଯୁବଗୋଷ୍ଠୀ ପସନ୍ଦ କରୁଥିବା ବେଳେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ…
୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା
ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ ବର୍ଣ୍ଣନା କରିଥିଲେ। ଭିଡିଓରେ, ସେ ବୁଝାଇଥିଲେ ଯେ ସେ ୧୫ ଘଣ୍ଟା କାମ କରିଥିଲେ,…
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ ସଟ ଖେଳିବାକୁ ଚେଷ୍ଟା କରିଥିଲେ, କିନ୍ତୁ ସେ ଆଗକୁ ବଢ଼ିବା ସହିତ, କୋହଲି ଅନୁଭବ…
ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କଲା ପୋଲିସ, କାରଣ ଜାଣିଲେ…
ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଶହେ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରିଛି ହାଇଦ୍ରବାଦ ପୋଲିସ। ୧୧ ନମ୍ବର…
ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…
ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି ପରିସ୍ଥିତି ସୃଷ୍ଟି କରିଛି ଯାହା ଦେଶର ସବୁଠାରୁ ଶିକ୍ଷିତ ବ୍ୟକ୍ତିଙ୍କୁ ମଧ୍ୟ ଦେଶ ଛାଡିବାକୁ…
ଓମ୍ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ସୁରକ୍ଷା, ମୂଳ ଦରମା ବୃଦ୍ଧି ଭଳି ଅନ୍ୟାନ୍ୟ ଦାବି ପାଇଁ ସରକାରଙ୍କ ଅଣଦେଖା…
Archives


