Home

ଓଡ଼ିଶାର ୨ ସ୍ବାସ୍ଥ୍ୟକର୍ମୀଙ୍କୁ ନାଇଟିଙ୍ଗେଲ୍‌ ଆୱାର୍ଡ

କଣାସ(ବିଭୂତି ଭୂଷଣ ତ୍ରିପାଠୀ) / ନବରଙ୍ଗପୁର (ସଦାଶିବ ପ୍ରହରାଜ),୨୩ା୬: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ଦେଶର ୩୦ ସ୍ବାସ୍ଥ୍ୟକର୍ମୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ୍‌ ଆୱାର୍ଡ ପ୍ରଦାନ କରାଯାଇଛି। ୨୦୨୨ ଓ ୨୦୨୩ ବର୍ଷ ନିମନ୍ତେ ୧୫ ଜଣ ଲେଖାଏ ସ୍ବାସ୍ଥ୍ୟକର୍ମୀଙ୍କୁ…

ବିରୋଧୀ ମଞ୍ଚ ପ୍ରସ୍ତୁତ

ପାଟନା/ନୂଆଦିଲ୍ଲୀ,୨୩ା୬ (ପ୍ରସ୍ତୁତିି: ଦୁର୍ଯ୍ୟୋଧନ ମିଶ୍ର): ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ଓ ୨୦୧୯ରେ ଲଗାତର ଦୁଇଥର ଭାଜପା ପାଇଁ ଅଭୂତପୂର୍ବ ସଫଳତା ଆଣିଦେଇ ନିରଙ୍କୁଶ କ୍ଷମତା ଉପଭୋଗ କରୁଛନ୍ତି। ମୋଦିଙ୍କ ଲୋକପ୍ରିୟତା ଆଗରେ ବିରୋଧୀଙ୍କ ଅଧିକାଂଶ…

ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ କଲେ ବାଇଡେନ

ଓ୍ବାଶିଂଟନ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି। ଏହି ସମୟରେ ପିଏମ ମୋଦିଙ୍କୁ ହ୍ବାଇଟ ହାଉସରେ ସ୍ବରଗତ କରାଯାଇଥିଲା। ବାଇଡେନଙ୍କ ବ୍ୟତୀତ ଉପରାଷ୍ଟ୍ରପତି କମଳା ହାରିସ, ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ବହୁ…

ଲାଲୁଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ମମତା

ପାଟନା,୨୨।୬: ବିହାରର ରାଜଧାନୀ ପାଟନାରେ ଶୁକ୍ରବାର ବିରୋଧୀ ଦଳର ଏକ ବୈଠକ ହେବାକୁ ଯାଉଛି। ଅନେକ ଦଳର ନେତା ଏହି ବୈଠକରେ ସାମିଲ ହେବେ। ବୈଠକରେ ଯୋଗଦେବା ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଟିଏମସି ନେତା ଅଭିଷେକ ବାନାର୍ଜୀ…

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨।୬(ଅନିଲ ଦାସ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ଗଜପତି ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଗାମୀ ୨…

ବିଶ୍ୱରେ ବଢୁଛି ମୋଦିଙ୍କ ଲୋକପ୍ରିୟତା, କାରଣ ଜାଣିଲେ…

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୬: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌ରେ ୮୯.୫ ମିଲିୟନ ଫଲୋଅର୍ସଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ବିଶ୍ୱର ଅନ୍ୟତମ ଲୋକପ୍ରିୟ ନେତା। କିନ୍ତୁ ଆପଣ ଲୋକପ୍ରିୟତାର ରହସ୍ୟ ଜାଣନ୍ତି…

ସ୍ପେଶ ମିଶନ: ଏକାଠି ହେବେ ଭାରତ-ଆମେରିକା

ଓ୍ବାଶିଂଟନ,୨୨।୬: ଭାରତ-ଆମେରିକା ୨୦୨୪ପାଇଁ ମିଳିତ ମହାକାଶଚାରୀ ମିଶନ ଘୋଷଣା କରିଛନ୍ତି॥ ହ୍ବାଇଟ ହାଉସ ପକ୍ଷରୁ ଗୁରୁବାର କୁହାଯାଇଛିି ଯେ ଭାରତ ଆର୍ଟେମିସ ଚୁକ୍ତିରେ ଯୋଗଦେବାକୁ ନିଷ୍ପତ୍ତି ନେଇଛି ଏବଂ ଆମେରିକାର ସ୍ପେସ ଏଜେନ୍ସି ନାସା (ନାସା) ଏବଂ ଭାରତୀୟ ମହାକାଶ ଅନୁସନ୍ଧାନ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ ମଧ୍ୟରେ ୨୦୨୪ ମିଳିତ ମହାକାଶଚାରୀ ମିଶନର ଘୋଷଣା

ଓ୍ବାଶିଂଟନ,୨୨।୬: ଭାରତ-ଆମେରିକା ୨୦୨୪ ପାଇଁ ମିଳିତ ମହାକାଶଚାରୀ ମିଶନ ଘୋଷଣା କରିଛି। ହ୍ବାଇଟ ହାଉସ ଗୁରୁବାର କହିଛି ଯେ ଆର୍ଟେମିସ ଚୁକ୍ତିରେ ଯୋଗଦେବାକୁ ଭାରତ ନିଷ୍ପତ୍ତି ନେଇଛି ଏବଂ ଆମେରିକାର ସ୍ପେସ ଏଜେନ୍ସି (ନାସା) ଏବଂ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ…

ସାମରିକ ସୁରକ୍ଷାରେ ଐତିହାସିକ ନିଷ୍ପତ୍ତି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪ ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଗୁରୁବାର ମୋଦି ଏବଂ ଜେନେରାଲ ଇଲେକ୍ଟ୍ରିକ ଚେୟାରମ୍ୟାନ ଏଚ୍‌ ଲରେନ୍ସ କୁଲପ ଜୁନିୟରଙ୍କ ବୈଠକ ପରେ ଜେଟ୍‌ ଇଞ୍ଜିନ ସମ୍ବନ୍ଧରେ ଏକ ଐତିହାସିକ ଚୁକ୍ତି ଘୋଷଣା କରାଯାଇଛି। ଆମେରିକୀୟ…

ସାଥୀର ମୃତ୍ୟୁ ପରେ ବି ଛାଡ଼ିକି ଯାଇ ନ ଥିଲା ପକ୍ଷୀ, ଭିଡିଓ ଦେଖିଲେ…

ପ୍ରେମ ହେଉଛି ଏହି ଦୁନିଆର ଏକମାତ୍ର ଅନୁଭବ, ଯାହାକି ଦୁନିଆର ପ୍ରତ୍ୟେକ ଜୀବକୁ ବାନ୍ଧି ରଖିଥାଏ। ଏପରିକି ସେମାନଙ୍କ ଭାଷା ବୁଝି ନ ପାରି ମଧ୍ୟ ଆପଣ ଜାଣିପାରିବେ ଯେ, ସେମାନେ ପ୍ରେମର ଭାବନା ପ୍ରକାଶ କରୁଛନ୍ତି। ଆମେ ଭାବୁ ପ୍ରେମ…

ସଫଳତା ପାଇବା ପାଇଁ ଏହି ୫ କଥାକୁ କରନ୍ତୁ ପରିତ୍ୟାଗ

ମହାନ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ବାରମ୍ବାର ପ୍ରତିବନ୍ଧକ ଆସୁଛି, ଯଦି ଆମେ ସଫଳତା ପାଇପାରୁ ନାହୁଁ, ତେବେ ଲକ୍ଷ୍ୟ ନୁହେଁ, କାର୍ଯ୍ୟ କରିବାର ପଦ୍ଧତିକୁ ପରିବର୍ତ୍ତନ କରିବା ଉଚିତ। ସଫଳତା ପାଇବା ପାଇଁ ୫ଟି କଥାକୁ ପରିତ୍ୟାଗ କଲେ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଯୁଦ୍ଧ ବିମାନ ଇଞ୍ଜିନ ଉତ୍ପାଦନ କରିବ ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ସମୟରେ ଆମେରିକାର କମ୍ପାନୀ ଜିଇ ଏରୋସ୍ପେସ ଭାରତରେ ଯୁଦ୍ଧ ବିମାନ ଇଞ୍ଜିନର ମିଳିତ ଉତ୍ପାଦନ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ((ହଲ) ଲିମିଟେଡ ସହିତ ଚୁକ୍ତିନାମା ସ୍ବାକ୍ଷର କରିଛି। ଏହାପୂର୍ବରୁ ହ୍ବାଇଟ ହାଉସ କହିଥିଲା, ଏଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri