ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ
କଟକ ଅଫିସ,୧୧ା୫: ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ଗୁରୁବାର ପରଲୋକ ଘଟିଛି। ତେଲଙ୍ଗାବଜାରସ୍ଥିତ ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ସୂଚନାଯୋଗ୍ୟ, ସେ କିଛିଦିନ ହେଲା ଲିଭର ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ…
ଇଟାଲୀରେ ବଡ ଧରଣର ବିସ୍ଫୋରଣ, ପାର୍କିଂରେ ଥିକା କାରରେ ହେଲା ବ୍ଲାଷ୍ଟ
ମିଲାନ,୧୧।୫: ଉତ୍ତର ଇଟାଲୀର ମିଲାନରେ ଏକ ବଡ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ପାର୍କିଂରେ ଥିବା କାରରେ ବିସ୍ଫୋରଣ ହୋଇଥିବା ଜଣାପଡିଛି। ଏବେ ପର୍ଯ୍ୟନ୍ତ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ମିଡିଆ ରିପୋର୍ଟ ଅନୁଯାୟୀ, ଏହି ବିସ୍ଫୋରଣ ପରେ…
ଟୁଇଟର୍ରେ ଆସିବାକୁ ଯାଉଛି ନୂଆ ଫିଚର୍ସ, ଏନ୍କ୍ରିପଟେଡ୍ ମେସେଜ୍ ସହ ଅଡିଓ-ଭିଡିଓ କଲ୍ର ମିଳିବ ସୁବିଧା
ନୂଆଦିଲ୍ଲୀ,୧୧।୫: ମାଇକ୍ରୋ ବ୍ଲଗିଂ ଟୁଇଟର୍ ଖୁବ୍ଶୀଘ୍ର ଅଡିଓ ଓ ଭିଡିଓ କଲ୍ର ସୁବିଧା ଆଣିବାକୁ ଯାଉଛି। ଟୁଇଟର୍ ସିଇଓ ଏଲନ ମସ୍କ ଏହି ନୂଆ ଫିଚର ସମ୍ବନ୍ଧରେ ଟୁଇଟ୍ କରି ଘୋଷଣା କରିଛନ୍ତି। ମସ୍କ କହିଛନ୍ତିି ଯେ, ଟୁଇଟର ୟୁଜର୍ସମାନେ ଏହି…
୨ କନ୍ୟା ସନ୍ତାନ ପରେ ସ୍ତ୍ରୀ ଅଲୋଡା: ସମାଜସେବୀଙ୍କ ସହାୟତାରେ ଘରେ ପଶିଲେ
ଛତ୍ରପୁର,୧୧ା୫(ଡି.ଏନ୍.ଏ.): ଦୁଇ କନ୍ୟା ସନ୍ତାନ ପରେ ସ୍ତ୍ରୀ ଅଲୋଡ଼ା ହୋଇଯାଇଛନ୍ତି। ନିଜ ସ୍ତ୍ରୀ ଓ ୨ ପିଲାମାନଙ୍କୁ ଛାଡ଼ି ସ୍ବାମୀ ପ୍ରତ୍ୟାଖାନ କରିବା ସହ ସୁଦୂର କେରଳ ରାଜ୍ୟକୁ ଚାଲିଯାଇଛନ୍ତି। ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ କତୁରୁ ଗାଁରେ ଏପରି…
‘ରାଜନୀତିରେ ମତଭେଦ ଲାଗି ରହିଥାଏ’, ନୀତୀଶଙ୍କୁ ଭେଟିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଉଦ୍ଧବ
ମୁମ୍ବାଇ,୧୧।୫: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଗୁରୁବାର ମୁମ୍ବାଇରେ ସାକ୍ଷାତ୍ କରିଛନ୍ତି। ଏହି ସାକ୍ଷାତକାର ଆସନ୍ତା ବର୍ଷ ହେବାକୁ ଯାଉଥିବା ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ହରାଇବାକୁ ଅଣ ରାଷ୍ଟ୍ରୀୟ ଜନତାନ୍ତ୍ରୀକ…
ଗୋଟିଏ ଗଛରେ ଫଳିଛି ୧୪ ପ୍ରକାରର ଆମ୍ବ
ଆମ୍ବ ଚାଷୀଙ୍କ ସ୍ବତନ୍ତ୍ର ପରୀକ୍ଷଣ ସଫଳ ହୋଇଛି। ଧାରି ତାଲୁକର ଜଣେ କୃଷକ ଗୋଟିଏ ଗଛରେ ୧୪ଟି ପ୍ରକାରର ଆମ୍ବ ଫଳାଇଛନ୍ତି। କେବଳ ଏତିକି ନୁହେଁ, ଏହି ଗଛ ହୋଲିରୁ ଦିଓ୍ବାଲୀ ପର୍ଯ୍ୟନ୍ତ ଫଳ ଦେଇଥାଏ। ଗଛରେ ଥିବା ଆମ୍ବ ଦେଖିଲେ…
‘ଆର୍ଆର୍ଆର୍’କୁୁ ପଛରେ ପକାଇ ରେକର୍ଡ ଭାଙ୍ଗିଲା ‘ଆଦିପୁରୁଷ’
ମୁମ୍ବାଇ,୧୧।୫:ଫିଲ୍ମ ‘ଆଦିପୁରୁଷ’ର ଟ୍ରେଲର୍ ସୋସିଆଲ ମିଡିଆରେ ଖୁବ୍ ଟ୍ରେଣ୍ଡ କରୁଛି। ରିଲିଜ ପୂର୍ବରୁ ଲିକ୍ ହୋଇଥିଲେ ମଧ୍ୟ ଓରିଜିନାଲର କ୍ରେଜ୍ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଟ୍ରେଲର୍ ରିଲିଜ୍ର ୧୫ଘଣ୍ଟା ମଧ୍ୟରେ ଦର୍ଶକ ସବୁ ଭାଷାରେ ୫କୋଟି ୭୨ଥର ଦେଖିଛନ୍ତି। ବ୍ଲକ୍ବଷ୍ଟର୍…
ଭର୍ଚୁଆଲ ମୋଡ୍ରେ ଜଟଣୀରେ ହସ୍ପିଟାଲ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ଖୋର୍ଦ୍ଧା ଅଫିସ,୧୧ା୫: ଖୋର୍ଦ୍ଧା ଜିଲା ଜଟଣୀଠାରେ ଗୁରୁବାର ହୋମି ଭାବା କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭର୍ଚୁଆଲ ମୋଡ୍ରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର…
ମ୍ୟାଚ୍ ଜିତି ବି ଦୁଃଖ କଲେ ଜାଡେଜା, କହିଲେ ଏମିତି…
ନୂଆଦିଲ୍ଲୀ,୧୧ା୫: ବୁଧବାର ଦିଲ୍ଲୀର ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ନିଜ ପଡ଼ିଆରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୭ ରନ୍ରେ ପରାସ୍ତ କରିଥିଲା। ତେବେ ଚେନ୍ନାଇ ସୁପରକିଙ୍ଗ୍ସର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା କହିଛନ୍ତି, ଗ୍ରାଉଣ୍ଡରେ ଉପସ୍ଥିତ ଅଧିନାୟକ ଏମ୍ଏସ୍ ଧୋନୀ…
ଉଦ୍ଧବଙ୍କ ଭୁଲ ପାଇଁ ବଞ୍ଚିଗଲେ ଶିନ୍ଦେ ସରକାର: ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୧୧।୫ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବନାମ ଉଦ୍ଧବ ଠାକରେଙ୍କ ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ୧୬ ମହାରାଷ୍ଟ୍ର ବିଧାୟକଙ୍କ ଅଯୋଗ୍ୟ ମାମଲା ଏକ ବୃହତ ବେଞ୍ଚକୁ ପଠାଯାଇଛି। ସିଜେଆଇ ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଏହି ରାୟ ପଢୁଥିବାବେଳେ…
ସୁପ୍ରିମକୋର୍ଟରେ ଦିଲ୍ଲୀ ସରକାରଙ୍କ ବଡ ବିଜୟ
ନୂଆଦିଲ୍ଲୀ,୧୧।୫: କେନ୍ଦ୍ର ଓ ଦିଲ୍ଲୀ ମଧ୍ୟରେ ଜାତୀୟ ରାଜଧାନୀର ପ୍ରଶାସନିକ ସେବା ନିୟନ୍ତ୍ରଣକୁ ନେଇ ଦୀର୍ଘ ଦିନ ଧରି ଚାଲିଆସୁଥିବା ବିବାଦ ଉପରେ ସୁପ୍ରିମକୋର୍ଟର ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ଗୁରୁବାର ରାୟ ଦେଇଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ…
୩ ଜଣଙ୍କୁ ହତ୍ୟା ଉଦ୍ୟମ: ଖଣ୍ଡା ବାଇକ୍ ଜବତ, ୪ ଗିରଫ
ବ୍ରହ୍ମପୁର ଅଫିସ,୧୧ା୫: ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ହିଲ୍ପାଟଣା ଗଣେଶ ମନ୍ଦିର ନିକଟରେ ଥିବା ସମ୍ପର୍କ ଟ୍ରାଭେଲର୍ସ ମାଲିକ ସମେତ ୩ଜଣଙ୍କୁ ବୁଧବାର ରାତିରେ ହତ୍ୟା ଉଦ୍ୟମ ହୋଇଥିଲା। ଏଥିରେ ଟ୍ରାଭେଲର୍ସ ମାଲିକ କୁମୁଦ ରଞ୍ଜନ ବ୍ରହ୍ମା, ଡ୍ରାଇଭର ସୁଦର୍ଶନ ଦାସ…
Archives


