ଦ୍ୱିତୀୟ କଳିଙ୍ଗ ଜିମ୍ନାଷ୍ଟିକ ପ୍ରତିଯୋଗିତା ଉଦ୍ଯାପିତ
ଭୁବନେଶ୍ୱର, ୧୯ା୬(ତପନ ସ୍ବାଇଁ): ଓଡ଼ିଶାର ଅଗ୍ରଣୀ ଜେଏମ୍ ସ୍ପୋର୍ଟସ ଜିମ୍ନାଷ୍ଟିକ ଏକାଡେମୀ ଓ ଓଡ଼ିଶା ଜିମ୍ନାଷ୍ଟିକ ମହାସଂଘର ମିଳିତ ସହଯୋଗରେ ଆୟୋଜିତ ଦ୍ୱିତୀୟ କଳିଙ୍ଗ ଜାତୀୟ ଜିମ୍ନାଷ୍ଟିକ ପ୍ରତିଯୋଗିତା ରବିବାର ଉଦ୍ଯାପିତ ହୋଇଛି। ମୁଖ୍ୟ ଅତିଥି ରୂପେ ପଦ୍ମଶ୍ରୀ ତଥା ହକି…
ସାତ୍ତ୍ୱିକ-ଚିରାଗଙ୍କୁ ଐତିହାସିକ ଡବଲ୍ସ ଟାଇଟଲ
ଜାକର୍ତ୍ତା, ୧୯ା୬ (ପି.ଟି.): ଭାରତୀୟ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଇଣ୍ଡୋନେସିଆ ଓପନ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟରେ ପୁରୁଷ ଡବଲ୍ସ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସୁପର ୧୦୦୦ ଇଭେଣ୍ଟ ଜିତିବାରେ ସେମାନେ ଦେଶର ପ୍ରଥମ ଯୋଡ଼ି ହେବାର…
ଅର୍ନଭ ମହାନ୍ତି ଚାମ୍ପିୟନ
ଭୁବନେଶ୍ୱର, ୧୯ା୬ (ବିଜୟ ରଣା): ସ୍ଥାନୀୟ ଟଙ୍କପାଣିସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରାଜ୍ୟ ସ୍କୁଲ ଓପନ ଚେସ୍ ଚାମ୍ପିୟନଶିପ୍ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ବିଜେଇଏମ୍ ସ୍କୁଲ-୧ (ଭୁବନେଶ୍ୱର)ର ଅର୍ନଭ ମହାନ୍ତି ୪.୫ ପଏଣ୍ଟ ସହ…
ଶ୍ରୀଶଙ୍କରଙ୍କୁ ବିଶ୍ୱ ଚାମ୍ପିୟନଶିପ୍ ଯୋଗ୍ୟତା
ଭୁବନେଶ୍ୱର, ୧୯ା୬(ସରୋଜ ଜେନା): ଭୁବନେଶ୍ୱରରେ ଅନୁଷ୍ଠିତ ୬୨ତମ ଜାତୀୟ ଆନ୍ତଃ ରାଜ୍ୟ ଆଥ୍ଲେଟିକ ମିଟ୍ର ଚତୁର୍ଥ ଦିବସରେ ବିଶ୍ୱ ଚାମ୍ପିୟନଶିପ୍ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଲଙ୍ଗ୍ଜମ୍ପର ମୁରଲୀ ଶ୍ରୀଶଙ୍କର। ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡର ପ୍ରଥମ ପ୍ରୟାସରେ ଶ୍ରୀଶଙ୍କର ୮.୪୧ ମିଟର…
କଳିଙ୍ଗରେ ବ୍ଲୁ ଟାଇଗର୍ସକୁ ଟାଇଟଲ
ଭୁବନେଶ୍ୱର, ୧୯।୬ (ତପନ ସ୍ବାଇଁ): ଇଣ୍ଟରକଣ୍ଟିନେଣ୍ଟାଲ କପ୍ ଫୁଟବଲ ଟୁର୍ନାମେଣ୍ଟ ରବିବାର କଳିଙ୍ଗ ଷ୍ଟାଡିୟମରେ ଉଦ୍ଯାପିତ ହୋଇଛି। ଫାଇନାଲରେ ଲେବାନନକୁ ହରାଇ ଟ୍ରଫି ହାସଲ କରିଛି ବ୍ଲୁ ଟାଇଗର୍ସ ଭାରତ। ଲିଗ୍ ପର୍ଯ୍ୟାୟରେ ୨ଟି ବିଜୟ ଓ ଗୋଟିଏ ଡ୍ର ରଖିଥିବା…
ଜେଇଇ(ଆଡଭାନ୍ସଡ)ରେ ଆକାଶ ବାଇଜୁସର ବାଜିମାତ
ଭୁବନେଶ୍ୱର,୧୯।୬: ଦେଶର ପ୍ରମୁଖ ଘରୋଇ କୋଚିଂ ସେଣ୍ଟର ତଥା ଟେଷ୍ଟ ପ୍ରସ୍ତୁତି କ୍ଷେତ୍ରରେ ଜାତୀୟ ସ୍ତରର ଅଗ୍ରଣୀ ଅନୁଷ୍ଠାନ ଆକାଶ ବାଇଜୁସ ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ୨୦୨୩ରେ ବାଜିମାତ କରିଛି। ଏପରିକି ଶ୍ରେଷ୍ଠ ୧୦୦ ସ୍ଥାନରେ…
୧୪ତମ ଫ୍ଲାଇଟ୍ ଅଫ୍ ଫାଣ୍ଟାସି ଅଭିଯାନ
ଭୁବନେଶ୍ୱର,୧୯।୬: ରାଜ୍ୟର ପ୍ରମୁଖ ସାମାଜିକ ସଂସ୍ଥା ଭୁବନେଶ୍ୱର ରାଉଣ୍ଡ୍ ଟେବୁଲ ୫୩ ଏବଂ ଭୁବନେଶ୍ୱର ଲେଡିଜ୍ ସର୍କଲ ୧୨ ପକ୍ଷରୁ ଏକ ଅଭିନବ ଅଭିଯାନ ‘ଫ୍ଲାଇଟ୍ ଅଫ୍ ଫାଣ୍ଟାସି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଆର୍ଥିକ ଅନଗ୍ରସରଙ୍କ ଜୀବନରେ…
ଏସ୍ପିପିଏଲ୍ର ଷ୍ଟଲ୍ଓ୍ବାର୍ଟ ସ୍କାଏସିଟି ଲୋକାର୍ପିତ
ଭୁବନେଶ୍ୱର,୧୯।୬(ଅଭୟ ଦାଶ): ରାଜ୍ୟର ପ୍ରମୁଖ ରିଅଲ ଇଷ୍ଟେଟ କମ୍ପାନୀ ଷ୍ଟଲ୍ଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ୍ ଲିମିଟେଡ୍ (ଏସପିପିଏଲ) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧା ଅନ୍ତର୍ଗତ ଏକ ସର୍ବବୃହତ ପ୍ରକଳ୍ପ ‘ଷ୍ଟଲ୍ଓ୍ବାର୍ଟ ସ୍କାଏସିଟି’ର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି…
ଭାରତୀ ଆକ୍ସା ପକ୍ଷରୁ ସ୍ବତନ୍ତ୍ର ଅଭିଯାନ
ଭୁବନେଶ୍ୱର,୧୯।୬: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଦୁଃଖଦ ଟ୍ରେନ୍ ଦୁର୍ଘଟଣାରେ ପ୍ରଭାବିତ ପରିବାରଙ୍କ ବୀମା ଦାବି ଫଇସଲା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଭାରତୀ ଆକ୍ସା ଲାଇଫ୍ ଇନ୍ସ୍ୟୁରାନ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଛି। ସ୍ଥିତିର ଗମ୍ଭୀରତାକୁ ନଜରରେ ରଖି…
୨୦ରୁ ଜୀ-ସାର୍ଥକରେ ରଥଯାତ୍ରାର ସିଧା ପ୍ରସାରଣ
ଭୁବନେଶ୍ୱର,୧୯।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୀ-ସାର୍ଥକରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ହେବ। ଏପରିକି ଜୁନ୍ ୨୦ ସକାଳ ୬ ଘଟିକାରୁ ସା ୫ ଘଟିକା ପର୍ଯ୍ୟନ୍ତ ରଥଯାତ୍ରାର ସିଧା ପ୍ରସାରଣ ହେବ ବୋଲି ଚ୍ୟାନେଲ…
କାରବାରରେ ପ୍ରଯୁକ୍ତିକୁ ଗୁରୁତ୍ୱ
ଭୁବନେଶ୍ୱର,୧୯।୬: ଦେଶର ପ୍ରମୁଖ ଟାଇଲ ଉତ୍ପାଦନକାରୀ ସଂସ୍ଥା ଓରିଏଣ୍ଟବେଲ ଟାଇଲ୍ସ ପକ୍ଷରୁ ଗ୍ରାହକଙ୍କ ପାଇଁ ସରଳ ଓ ଅତ୍ୟାଧୁନିକ ସୁବିଧାର ପ୍ରୟୋଗ ସମ୍ପର୍କରେ ଘୋଷଣା କରାଯାଇଛି। ଫଳରେ ଗ୍ରାହକମାନେ ଘରେ ବସି ସେମାନଙ୍କର ଉତ୍ପାଦ ଅର୍ଡର ସାଙ୍ଗକୁ ଚୟନ ମଧ୍ୟ କରିପାରିବେ।…
ପେମେଣ୍ଟ ଗେଟ୍ୱେରେ ଅଧିକ ସଞ୍ଚୟ ସୁବିଧା
ଭୁବନେଶ୍ୱର,୧୯।୬ : ଡିଜିଟାଲ ଅର୍ଥ ଦେଣନେଣ ପ୍ଲାଟଫର୍ମ ଫୋନ୍ ପେ ପକ୍ଷରୁ ଏକ ଅଭିନବ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଫୋନ୍ ପେର ପେମେଣ୍ଟ ଗେଟୱେ କ୍ଷୁଦ୍ର ଏବଂ ମଧ୍ୟମ ବ୍ୟବସାୟଗୁଡ଼ିକୁ ୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ କରିବାରେ…
Archives


