Home

ମାଙ୍କଡ଼କୁ ଠାବ କରିବାରେ ବନ ବିଭାଗ ବିଫଳ

ରସୁଲପୁର,୧୯ା୬(ରଂଜିତ ରାଉତ): ରସୁଲପୁର ବ୍ଲକ ଭୋଟକା ପଞ୍ଚାୟତରେ ମାଙ୍କଡ଼ ଆତଙ୍କ ଦେଖାଦେଇଛି। ପଞ୍ଚାୟତ ଅଞ୍ଚଳରେ ଘୁରିବୁଲୁ ଥିବା ମାଙ୍କଡ଼ପଲଙ୍କ ମଧ୍ୟରେ ଗୋଟିଏ ପାଗଳା ମାଙ୍କଡ଼ ରହିଛି। ଉକ୍ତ ମାଙ୍କଡ଼ ଆକ୍ରମଣରେ ପଞ୍ଚାୟତର ୭ଜଣ ଆହତ ହେଲେଣି। ପାଗଳ ମାଙ୍କଡ଼କୁ କାବୁ କରିବା…

କ୍ଲିନ୍‌ ଆଣ୍ଡ କ୍ଲିୟର୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୯।୬: କ୍ଲିନ ଆଣ୍ଡ କ୍ଲିୟରର ନୂତନ ଉତ୍ପାଦ ‘ଫୋମିଙ୍ଗ ଫେସୱାଶ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଝିଅମାନେ ସମ୍ମୁଖୀନ ହେଉଥିବା ବ୍ରଣ ଏବଂ ତୈଳାକ୍ତ ତ୍ୱଚା ସମସ୍ୟାର ଏହା ସମାଧାନ କରିବ। ଏପରିକି ଏହି ଶକ୍ତିଶାଳୀ ନୂଆ ଫର୍ମୁଲେଶନ…

ହୋଣ୍ଡା ନ୍ୟୁ ୟୁନିକର୍ଣ୍ଣର ବଜାର ପ୍ରବେଶ

ଭୁବନେଶ୍ୱର,୧୯।୬ (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ନ୍ୟୁ ୟୁନିକର୍ଣ୍ଣର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓବିଡି୨ ନିୟମ ପାଳନ କରୁଥିବା ୨୦୨୩ ୟୁନିକର୍ଣ୍ଣକୁ ନିକଟରେ…

ଇତିହାସର ଅନ୍ଧକାର ସମୟ ଏମର୍ଜେନ୍ସି

ନୂଆଦିଲ୍ଲୀ, ୧୯ା୬(ପି.ଟି.) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ଏମର୍ଜେନ୍ସିକୁ ଭାରତ ଇତିହାସର ଅନ୍ଧକାର ସମୟ ବୋଲି ବର୍ଣ୍ଣନା କରିଛନ୍ତି। ସେତେବେଳେ ଯେଉଁମାନେ ଗଣତନ୍ତ୍ରକୁ ସମର୍ଥନ କରୁଥିଲେ,…

୧.୧୯ କୋଟି ଖର୍ଚ୍ଚ ପରେ ବି ପାଣି ମିଳୁନି

କୋରେଇ,୧୯ା୬(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ରଣପୁର ପିଡବ୍ଲ୍ୟୁଏସ୍‌ ପ୍ରକଳ୍ପ ନିର୍ମାଣ ଶେଷ ହେବାର ଇତି ମଧ୍ୟରେ ୫ ବର୍ଷ ଅତିକ୍ରମ କରିଛି। ମାତ୍ର ବିଡ଼ମ୍ବନାର ବିଷୟ ଏହି ପ୍ରକଳ୍ପ ଉପରେ ଆଶା ବାନ୍ଧିଥିବା ରଣପୁର ପଞ୍ଚାୟତର ୧୧…

ଆକ୍ରୋଶମୂଳକ ରାଜନୀତିକୁ ମୁଖ୍ୟ ଅସ୍ତ୍ର କରିଛି ବିଜେଡି: ଭାଜପା

ଭୁବନେଶ୍ବର, ୧୯ା୬(ସୁନିତ୍‌ ମିଶ୍ର): ଦୀର୍ଘ ୨୩ ବର୍ଷ ଧରି ନିରୁଙ୍କଶ ଶାସନରେ ଥିବା ବିଜେଡି ସରକାର ଅମଳରେ ରାଜ୍ୟର ଜମି, ପାଣି, ଜଙ୍ଗଲ, ଖଣିଜକୁ ବେଆଇନ ଭାବେ ବିକ୍ରି କରିଦେଇ ବିଜେଡିର ମନ୍ତ୍ରୀ ଓ ନେତାମାନେ ଓଡ଼ିଶାକୁ ଖାଇଗଲେଣି। ରାଜ୍ୟର ଶାସନ…

ବ୍ଲିଙ୍କେନ୍‌ଙ୍କ ବେଜିଂ ଗସ୍ତ ଉପରେ ନଜର

ବେଜିଂ,୧୯ା୬: ଓ୍ବାଶିଂଟନ୍‌ ଓ ବେଜିଂ ମଧ୍ୟରେ ବଢ଼ୁଥିବା ତିକ୍ତତା ଦୂର କରିବା ମିଶନରେ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ରବିବାର ଚାଇନା ଗସ୍ତ କରିଛନ୍ତି। ସେ ଚାଇନା ବହିର୍ବ୍ୟାପାର ମନ୍ତ୍ରୀ କ୍ୱିନ୍‌ ଗାଙ୍ଗ୍‌ଙ୍କ ସହ ତାଇଓ୍ବାନ୍‌ ପ୍ରସଙ୍ଗ ଓ ୟୁକ୍ରେନ୍‌…

୨ ଲକ୍ଷ ପିଏସ୍‌ୟୁ ନିଯୁକ୍ତି ରଦ୍ଦ ହୋଇଛି: ରାହୁଲ

ନୂଆଦିଲ୍ଲୀ, ୧୯ା୬: ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ)ଗୁଡ଼ିକର ୨ ଲକ୍ଷରୁ ଊର୍ଦ୍ଧ୍ୱ ନିଯୁକ୍ତିକୁ ହଟାଇ ଦିଆଯାଇଛିି। କେନ୍ଦ୍ର ସରକାର ଅଳ୍ପ କେତେଜଣ ପୁଞ୍ଜିପତି ବନ୍ଧୁଙ୍କ ଫାଇଦା ପାଇଁ ଲକ୍ଷ ଲକ୍ଷ ଯୁବବର୍ଗଙ୍କ ସ୍ବପ୍ନକୁ ଚୂରମାର କରିଦେଇଥିବା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ…

ପାଣିଘେରରେ ୧୪୬ ଗାଁ

ଗୁଆହାଟୀ,୧୯ା୬: ଦକ୍ଷିଣ ପୂର୍ବାଞ୍ଚଳ ରାଜ୍ୟ ଆସାମରେ ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁତ୍ର ସମେତ ବିଭିନ୍ନ ନଦୀରେ ପ୍ରଳଙ୍କରୀ ବନ୍ୟା ସୃଷ୍ଟି ହୋଇଛି। ଫଳରେ ୧୩ ଜିଲାର ୧୪୬ ଗ୍ରାମ ଜଳମଗ୍ନ ହୋଇଯାଇଛି। ବିଶ୍ୱନାଥ, ଦରାଙ୍ଗ, ଧେମାଜୀ, ଦିବ୍ରୁଗଡ଼, ହୋଜାଇ, ଲଖିମ୍‌ପୁର, ନଗାଓଁ,…

ଆଜି କଂଗ୍ରେସର ଗ୍ରୀଡ୍‌କୋ ଅଫିସ୍‌ ଘେରାଉ, ରାଜ୍ୟପାଳଙ୍କୁ ଦାବିପତ୍ର ଦେବ ଭାଜପା

ଭୁବନେଶ୍ବର, ୧୯ା୬(ସୁନିତ୍‌ ମିଶ୍ର): ବାରମ୍ବାର ବିଦ୍ୟୁତ୍‌ କାଟ ଏବଂ ଅହେତୁକ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟ ଗ୍ରୀଡ୍‌କୋ ଅଫିସ ଘେରାଉ କରାଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି…

ଘୋଷଯାତ୍ରାର ହେବ ସିଧାପ୍ରସାରଣ

ଭୁବନେଶ୍ବର, ୧୯ା୬(ସୁନିତ୍‌ ମିଶ୍ର): ପବିତ୍ର ଘୋଷଯାତ୍ରା ଅବସରରେ ଦୂରଦର୍ଶନ କେନ୍ଦ୍ର, ଭୁବନେଶ୍ୱର ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ ଘୋଷଯାତ୍ରାର ସିଧାପ୍ରସାରଣର ବ୍ୟବସ୍ଥା କରାଯାଇଛି। ଉନ୍ନତମାନର ଅତ୍ୟାଧୁନିକ ପ୍ରସାରଣ ଉପକରଣ ଦ୍ୱାରା ହାଇ-ରିଜଲ୍ୟୁସନ୍‌ ଚିତ୍ର ଉତ୍ତୋଳନ କରାଯାଇ ଅଗଣିତ ଦର୍ଶକଙ୍କ…

ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ରେଳମନ୍ତ୍ରୀ

ଭୁବନେଶ୍ୱର,୧୯।୬(ଅଭିଜିତ ଦାସ): ସୋମବାରଠାରୁ ତିନିଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାକୁ ଦୃଷ୍ଟିରେ ରଖି ସନ୍ଧ୍ୟାରେ ପୁରୀ ରେଳ ଷ୍ଟେଶନର ନିରୀକ୍ଷଣ କରିବା ସହ ଦୂରଦୂରାନ୍ତରୁ ଆସୁଥିବା ଯାତ୍ରୀଙ୍କ ଲାଗି ହୋଇଥିବା ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri