Home

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି। ଫ୍ୟାଶନ କଥା ଆସିଲେ ସେ ଅତୁଳନୀୟ। ନିକଟରେ ପ୍ରିୟଙ୍କା ପ୍ୟାରିସରେ ହାଉଟ କାଉଚର…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର ବିଭିନ୍ନ ଜଙ୍ଗଲ ପରିଦର୍ଶନରେ ଯିବା ସହ ଜଙ୍ଗଲର ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ।…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ ମାନବ ସମ୍ବଳ କମ ଅଛି। ଅନ୍ୟ ରାଜ୍ୟ ତୁଳନାରେ ଆମର ମାନବ ସମ୍ବଳ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ ନେଇ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଟ୍ରମ୍ପ ତାଙ୍କର ବିଶ୍ୱାସ ପ୍ରକାଶ କରିଥିଲେ ଯେ ଇରାନ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି। ସୂଚନା ଅନୁଯାୟୀ, କନସିଂହା ଗ୍ରାମର ରାଜ ମଲ୍ଲିକ ଓ ଗଣେଶ ଡୁଡୁକା…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ କରି ନିଜ ସରକାରଙ୍କ କାର୍ଯ୍ୟ ସହ ଜନଗଣନା ଏବଂ SIR କାର୍ଯ୍ୟକ୍ରମର ସ୍ଥିତି…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ ନାହିଁ, କାରଣ ସେ ତାଙ୍କ କାର୍ଯ୍ୟ ପାଇଁ ଦଣ୍ଡ ପାଇବାକୁ ଯୋଗ୍ୟ। ଗଣମାଧ୍ୟମ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ ଇଣ୍ଡିଆକୁ ଏକ ନୂତନ ପରିଚୟ ଦେଇଥିଲେ। ଏପର୍ଯ୍ୟନ୍ତ ଲୋକମାନେ କେବଳ ତାଙ୍କ କାହାଣୀ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ ତୀକ୍ଷ୍ଣ ଦୃଷ୍ଟି ଦେଇଛନ୍ତି। ଭଦ୍ରକ ଡିଏଫ୍‌ଓ ଅରୁଣ କୁମାର ବିଶ୍ୱାଳଙ୍କ ନିର୍ଦ୍ଦେଶକ୍ରମେ ସହକାରୀ…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଥିଲେ, କିନ୍ତୁ ସେ ତାଙ୍କର ପ୍ରଥମ ମ୍ୟାଚରେ…

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ ଗଛ ବିଷୟରେ କହିବୁ, ଯାହା ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଗଛକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?