Home

ପାନୀୟ ଜଳ ପାଇଁ ଡହଳବିକଳ ଲୋକେ

ପଟ୍ଟାମୁଣ୍ଡାଇ,୮ା୫(ସ୍ବ.ପ୍ର.): ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି ଉପୁଜିଲାଣି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ କେଉଁଠି ପାଇପ ଜଳ ଯୋଗାଣ ଫେଲ ମାରିଛି, ତ ଆଉ…

ମେଇତିଙ୍କୁ ଏସ୍‌ଟି ମାନ୍ୟତା ବିରୋଧରେ ସୁପ୍ରିମକୋର୍ଟ ଗଲେ ଭାଜପା ବିଧାୟକ

ନୂଆଦିଲ୍ଲୀ, ୮ା୫ (ପି.ଟି.) : ମଣିପୁର ସ୍ଥିତିକୁ ନେଇ ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଛି। ମେଇତି ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ ଲାଗି ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଭାଜପା ବିଧାୟକ ତଥା ପାର୍ବତ୍ୟାଞ୍ଚଳ କମିଟି (ଏଚ୍‌ଏସି) ଅଧ୍ୟକ୍ଷ…

ମଣିପୁର ହିଂସା: ଉଦ୍ଧାର ହେଲେଣି ୨୩ ହଜାର

ଇମ୍ଫାଲ, ୮ା୫ : ମଣିପୁରରେ ଗତ କିଛିଦିନର ହିଂସାକାଣ୍ଡ ଓ ରକ୍ତାକ୍ତ ଜାତିଗତ ସଂଘର୍ଷ ପରେ ରବିବାର ଜୀବନଯାତ୍ରା ସ୍ବାଭାବିକ ସ୍ଥିତିକୁ ଫେରୁଥିବା ଦେଖାଯାଇଛି। ସୈନ୍ୟବାହିନୀ ପକ୍ଷରୁ ହିଂସାପ୍ରବଣ ଅଞ୍ଚଳରେ ଡ୍ରୋନ୍‌ ଏବଂ ହେଲିକପ୍ଟର ସହାୟତାରେ ଆକାଶ ମାର୍ଗରୁ ତୀକ୍ଷ୍ଣ ନଜର…

ସ୍ଲୁଇସ୍‌ଗେଟ୍‌ ଆବଶ୍ୟକ: ଚାଲିଛି ସଫେଇ କାର୍ଯ୍ୟ

ନାଉଗାଁ ,୮ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଓଷକଣା ପଞ୍ଚାୟତର ଅଙ୍ଗେଶ୍ୱରପଡ଼ାରୁ ଗୋଳାନଦୀ ବାହାରିଛି। ଏହା ଗାରୋଇସ୍ଥିତ ଦେବୀନଦୀରେ ମିଶିଛି। ଚଳିତ ବର୍ଷ ଜଳସେଚନ ବିଭାଗ ତରଫରୁ ଗୋଳାନଦୀର ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି। ଏହି କାର୍ଯ୍ୟକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି…

ଛତିଶଗଡ଼ରେ ୨,୦୦୦ କୋଟିର ମଦ ଦୁର୍ନୀତି

ରାୟପୁର, ୮ା୫ : ଛତିଶଗଡ଼ରେ ବେଆଇନ ମଦ ସିଣ୍ଡିକେଟ୍‌ ପଛରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ଜଣେ ଅଧିକାରୀ କିଙ୍ଗ୍‌ପିନ୍‌ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିଯୋଗ କରିଛି। ଆଇଏଏସ୍‌ ଅଫିସର ଅନିଲ ତୁତେଜା ମଦ ବ୍ୟବସାୟୀ ଅନଓ୍ବର ଧେବାରଙ୍କ ସହ…

ଜମ୍ମୁ-କଶ୍ମୀରରେ ନିର୍ବାଚନ ବିଳମ୍ବକୁ ନେଇ ପ୍ରଶ୍ନ ଉଠାଇଲେ ଫାରୁକ୍‌

ଶ୍ରୀନଗର, ୮ା୫ : ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ବିଳମ୍ବ ହେବା ପଛର କାରଣକୁ ନେଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା ରବିବାର ପ୍ରଶ୍ନ ଉଠାଇଛନ୍ତି। ଜମ୍ମୁ-କଶ୍ମୀରରେ ତୁରନ୍ତ ଏକ ନିର୍ବାଚିତ ସରକାର ଆବଶ୍ୟକ ଥିବା…

ଟେକ୍ସାସ୍‌ରେ ଗୁଳି: ୯ ମୃତ

ହ୍ୟୁଷ୍ଟନ୍‌,୮ା୫: ଆମେରିକାର ଟେକ୍ସାସ୍‌ସ୍ଥିତ ଡୋଲ୍ଲାସ ସହରର ଏକ ବ୍ୟସ୍ତବହୁଳ ମଲ୍‌ରେ ଶନିବାର ଗୁଳିକାଣ୍ଡ ଘଟିଛି। ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ସୁରକ୍ଷା କର୍ମୀଙ୍କ ଜବାବୀ କାର୍ଯ୍ୟାନୁଷ୍ଠାନରେ ସେ ମଧ୍ୟ ନିହତ ହୋଇଛନ୍ତି। ଦେଶରେ ଚଳିତ…

ଡ୍ରେନେଜ୍‌ ସମସ୍ୟା ଦୂର କରିବ ଅଳକା ଖନନ

ଜଗତ୍‌ସିଂହପୁର ଅଫିସ,୮ା୫: ଦିନ ଥିଲା ଅଳକା ସୁଗଭୀର ଥିଲା। ଏଥିରେ ଜାହାଜ ଯାତାୟାତ କରିପାରୁଥିଲା। ତେଣୁ ତତ୍କାଳୀନ ହରିହରପୁର ତଥା ବର୍ତ୍ତମାନର ଜଗତ୍‌ସିଂହପୁରରେ ଇଂରେଜମାନେ ବ୍ୟବସାୟ କେନ୍ଦ୍ର ଅର୍ଥାତ୍‌ ବାଣିଜ୍ୟ କୋଠି କରିବାକୁ ସକ୍ଷମ ହୋଇଥିଲେ। ସମୟ ଚକ୍ରରେ ଅଳକା ସ୍ଥିତି…

ପରେଡ୍‌ରେ କେବଳ ମହିଳା କଣ୍ଟିଜେଣ୍ଟ ଭାଗନେବେ

ନୂଆଦିଲ୍ଲୀ, ,୮ା୫ (ପି.ଟି.) : ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥ ପରେଡରେ କେବଳ ମହିଳା ମାର୍ଚିଂ ଓ ବ୍ୟାଣ୍ଡ୍‌ କଣ୍ଟିଜେଣ୍ଟଙ୍କୁ ଦେଖିବାକୁ ମିଳିବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ କରାଯାଉଚି। ଗତ ମାର୍ଚ୍ଚରେ ପ୍ରତିରକ୍ଷା ମନ୍ତ୍ରଣାଳୟ…

ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ରାଜକନିକା,୮ା୫ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପଶ୍ଚିମ କନିକା ଅଞ୍ଚଳର ହାଟସାହି ପଞ୍ଚାୟତ ହାଟସାହି ଓ ବଟରପଡ଼ା ମୌଜାରେ ଗଢି ଉଠିଥିବା ବେଆଇନ ଚିଙ୍ଗୁଡ଼ି ଘେରିଗୁଡ଼ିକ ରବିବାର ଉଚ୍ଛେଦ କରାଯାଇଛି। ଘେରି ପାଇଁ ୨ ବର୍ଷ ହେବ ସାଧାରଣ ଚାଷୀଙ୍କ…

ବିଶ୍ୱ ଶାନ୍ତି ପାଇଁ ରେଡ୍‌କ୍ରସ

ବିଶ୍ୱ ରେଡ୍‌୍‌ କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଦିବସ ହେଉଛି ଅନ୍ତର୍ଜାତୀୟ ରେଡ୍‌ କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଆନ୍ଦୋଳନର ସିଦ୍ଧାନ୍ତର ବାର୍ଷିକ ଉତ୍ସବ। ବିଶ୍ୱ ରେଡ୍‌ କ୍ରସ ଦିବସ ପ୍ରତିବର୍ଷ ୮ ମେରେ ପାଳନ କରାଯାଇଥାଏ। ଏହି ତାରିଖ ହେଉଛି…

ଭାରିଯାନ ଚଳାଚଳକୁ ଆଳ କରି ରାଜନୀତି

ପଟ୍ଟାମୁଣ୍ଡାଇ,୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ-୧ ଅଧୀନ ପଟ୍ଟାମୁଣ୍ଡାଇ-ରାଜନଗର ବ୍ରାହ୍ମଣୀ ଦକ୍ଷିଣପାର୍ଶ୍ୱ ନଦୀବନ୍ଧ ବା ଉତିକଣ ଘେରିବନ୍ଧ ପୁରୁଣା ରାସ୍ତା ୨୨ କୋଟି ଟଙ୍କା ବ୍ୟୟରେ ମାସେ ତଳେ ନିର୍ମାଣ କାମ ସରିଥିଲା। ଏବେ ବିଭିନ୍ନ ସ୍ଥାନରେ ରାସ୍ତା ଫାଟି ପିଚୁରୁ ଗୋଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri