୩ ବିଭାଗରେ ନିଯୁକ୍ତ ହେଲେ ୧୮୧ ଅଫିସର
ଭୁବନେଶ୍ୱର,୧୪ା୭(ଅନିଲ ଦାସ):ରାଜ୍ୟ ସରକାରଙ୍କ ୩ ବିଭାଗରେ ୧୮୧ ଜଣଙ୍କୁ ନୂଆ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ୧୦୪ ଶିକ୍ଷକ ପ୍ରଶିକ୍ଷକ, ୬୨ ସହକାରୀ ନିର୍ଦ୍ଦେଶକ (ବିଧି) ଏବଂ ୧୫ ସହକାରୀ ପରିସଂଖ୍ୟାନ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ଲୋକସେବା ଭବନ କନ୍ଭେନଶନ…
ରେଭେନ୍ଶାରେ ହେବ ଅମ୍ଳଜାନ ଶୁଦ୍ଧତା ପରୀକ୍ଷା
କଟକ,୧୪ା୭(ସୁପ୍ରିୟା ପ୍ରିୟଦର୍ଶିନୀ):ଭାରତ ସରକାରଙ୍କ ନ୍ୟାଶନାଲ ଆକ୍ରିଡିଏଶନ ବୋର୍ଡ ଫର୍ ଟେଷ୍ଟିଂ ଆଣ୍ଡ୍ କାଲିବ୍ରେଶନ ଲାବୋରୋଟୋରିଜ୍ (ଏନ୍ଏବିଏଲ୍)ରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟକୁ ମାନ୍ୟତା ମିଳିଛି। ରାଜ୍ୟର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ ରେଭେନ୍ଶା ଏହି ମାନ୍ୟତା ପାଇଛି। ଏଥିସହ ରେଭେନ୍ଶା ବିଶ୍ୱବିଦ୍ୟାଳୟର ଇତିହାସରେ ଆଉ ଏକ…
ଲାପଟପ୍ ପାଇଁ ୧୫ରୁ ଆବେଦନ
ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା):ଲାପଟପ୍ ଡିବିଟି ଯୋଜନା ୨୦୨୧ ଓ ୨୦୨୨ ଅଧୀନରେ ଦ୍ୱାଦଶ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ୧୫ ହଜାର ମେଧାବୀଙ୍କୁ ଲାପଟପ୍ ପ୍ରଦାନ କରାଯିବ। ଏଥିପାଇଁ ଜୁଲାଇ ୧୫ରୁ ଅଗଷ୍ଟ ୫ ମଧ୍ୟରେ ଆବେଦନ କରିବା ପାଇଁ ଉଚ୍ଚ ଶିକ୍ଷା…
ଶ୍ରାବଣରେ ଫାଟିଲା ଭୂଇଁ: ମରୁଡ଼ି ଆଶଙ୍କା
ନିଶ୍ଚିନ୍ତକୋଇଲି,୧୪ା୭(ଅଶୋକ କୁମାର ମହାପାତ୍ର): ଆଷାଢ ଯାଇ ଶ୍ରାବଣ ହେଲାଣି ଏହାସତ୍ତ୍ୱେ ବର୍ଷା ହେଉନାହିଁ। ଫଳରେ ଜ୍ୟେଷ୍ଠ ଓ ଆଷାଢରୁ ପଡ଼ିଥିବା ତଳି ଏବେ ନଷ୍ଟ ହେବାକୁ ବସିଲାଣି। ଅପରପକ୍ଷେ କେନାଲରେ ପାଣି ଆସୁ ନ ଥିବାରୁ ଏପର୍ଯ୍ୟନ୍ତ ଚାଷ କାର୍ଯ୍ୟ ଆରମ୍ଭ…
ଆଜି ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧାତାଲିକା
ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା) – ଯୁକ୍ତ୩ ପ୍ରଥମ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ସେଲ୍ଫ ଫାଇନାନସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ…
ହାଇକୋର୍ଟରେ ଫଇସଲା ହାର ୧୨୬.୬୬% ବୃଦ୍ଧି
କଟକ,୧୪।୭ (କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟ ଚଳିତ ବର୍ଷର ପ୍ରଥମାର୍ଦ୍ଧ ଜାନୁୟାରୀରୁ ଜୁନ୍ ପର୍ଯ୍ୟନ୍ତ ମାମଲାଗୁଡ଼ିକର ବିଚାର ଓ ଫଇସଲାରେ ରେକର୍ଡ ସଂଖ୍ୟକ ଫଳ ପ୍ରଦର୍ଶନ କରିଛି। ୨୦୨୧ ଓ ୨୦୨୨ ବର୍ଷ ତୁଳନାରେ ୨୦୨୩ରେ ଅଦ୍ୟାବଧି ବିଚାର ବିଭାଗରେ ଯଥେଷ୍ଟ…
ଚନ୍ଦ୍ରୟାନ-୩ ଅଭିଯାନର ସଫଳତା ପାଇଁ ମନ୍ଦିରରେ ପହଞ୍ଚିଲେ ଇସ୍ରୋ
ଶ୍ରୀହରିକୋଟା,୧୪।୭: ଚନ୍ଦ୍ରୟାନ-୩ ଅଭିଯାନର ସଫଳତା ପାଇଁ ଚନ୍ଦ୍ରୟାନ-୩ର ରିସର୍ଚ୍ଚ ଟିମ୍, ନ୍ୟାଶନାଲ ଆଟ୍ମୋସ୍ପିଅରିକ୍ ରିସର୍ଚ୍ଚ ଲାବୋରେଟରି (ଏନ୍ଏଆର୍ଏଲ୍) ନିର୍ଦ୍ଦେଶକ ଅମିତ କୁମାର ପାତ୍ର, ଚନ୍ଦ୍ରୟାନ-୩ର ପ୍ରୋଜେକ୍ଟ ଡିରେକ୍ଟର ଭୀରମୁଥୁ ଭେଲ୍ ଏବଂ ଇସ୍ରୋର ସାଇଣ୍ଟିଫିକ୍ ସେକ୍ରେଟାରି ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟଚାଲାପଥି ମନ୍ଦିର…
ବିଦ୍ୟାଳୟ ପରିସର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ
ନୂଆଗାଁ,୧୪।୭ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଖଣ୍ଡୁଗାଁ ପଞ୍ଚାୟତରେ ଥିବା ଗୋଳଗୋଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ସୁଯୋଗ ନେଇ କେତେଜଣ ଅସାମାଜିକ ବ୍ୟକ୍ତି ସ୍କୁଲ ପରିସରରେ ମଦ, ଗଞ୍ଜେଇ ଓ…
ଶିକ୍ଷକ ଅଭାବ ପାଇଁ ଶିକ୍ଷାଦାନ ବାଧାପ୍ରାପ୍ତ
କୁଜଙ୍ଗ,୧୪।୭ (ମନୋଜ ପ୍ରଧାନ): ସ୍ବାଧୀନତା ପୂର୍ବରୁ ଅର୍ଥାତ ୧୯୦୧ରେ କୁଜଙ୍ଗରେ ବନବିହାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ଏହି ୧୨୨ବର୍ଷର ହାଇସ୍କୁଲକୁ ୫-ଟି ଯୋଜନାରେ ରୂପାନ୍ତରଣ କରାଯାଇଥିଲେ ମଧ୍ୟ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ଏଠାରେ ଷଷ୍ଠ ଶ୍ରେଣୀରୁ ଦଶମ ଶ୍ରେଣୀ…
ମଜଭୁତ ସ୍ଥିତିରେ ଭାରତ
ଡୋମିନିକା, ୧୪ା୭: ଡୋମିନିକାରେ ଅନୁଷ୍ଠିତ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ରେ ଦୃଢ ସ୍ଥିତିରେ ରହିଛି ଭ୍ରମଣକାରୀ ଦଳ। ପ୍ରଥମ ଦିନରେ ଓ୍ବେଷ୍ଟଇଣ୍ଡିଜକୁ ୧୫୦ ରନ୍ରେ ସୀମିତ ରଖିବା ପରେ ଦ୍ୱିତୀୟ ଦିନର ଖେଳ ଶେଷ ସୁଦ୍ଧା ଭାରତ…
‘ବଦଳି ନ ହେଲେ ଆତ୍ମାହୁତି’
ଡେରାବିଶ,୧୪ା୭ (ବେବର୍ତ୍ତା ଅଜୟ ଦାସ): ଜଣେ ପ୍ରଧାନ ଶିକ୍ଷକ ଅନ୍ୟତ୍ର ବଦଳି ପାଇଁ ଉଚ୍ଚ ଅଧିକାରୀଙ୍କ ନିକଟରେ ବାରମ୍ବାର ଆବେଦନ କରି ବିଫଳ ହୋଇଛନ୍ତି। ପ୍ରତିବାଦରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଦେବାକୁ ଲିଖିତ ଅଭିଯୋଗ କରିଛନ୍ତି। ଏଭଳି ଅଭିଯୋଗ…
ଫ୍ରାନ୍ସରେ ବଡ଼ ଘୋଷଣା କଲେ ମୋଦି
ନୂଆଦିଲ୍ଲୀ/ପ୍ୟାରିସ୍: ସିଙ୍ଗାପୁର ପରେ ବର୍ତ୍ତମାନ ଫ୍ରାନ୍ସ ମଧ୍ୟ ଭାରତର ୟୁନିଫାଏଡ ପେମେଣ୍ଟ ସିଷ୍ଟମ (ୟୁପିଆଇ) ଲାଗୁ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତ ସମୟରେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ୟୁପିଆଇ ବ୍ୟବହାର ଉପରେ ଭାରତ ଏବଂ ଫ୍ରାନ୍ସ…

