Home

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି ବରିଷ୍ଠ IAS ଅଧିକାରୀ ଜଣକ ବ୍ୟକ୍ତିଗତ ଏବଂ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏହି…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV, ଫ୍ରିଜ୍‌, ୱାଶିଂ ମେସିନ୍‌ ସମେତ ବିଭିନ୍ନ କନ୍‌ଜ୍ୟୁମର ଇଲେକ୍ଟ୍ରୋନିକ୍ସ (Consumer Electronics) ସାମଗ୍ରୀର…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୪-୩ ଗୋଲ୍‌ରେ ବିଜୟୀ ହୋଇଛି । ମ୍ୟାଚ୍‌ର ୬୦ତମ ମିନିଟ୍‌ରେ ଅଭିଷେକ ନିର୍ଣ୍ଣାୟକ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ ଅଭିଯୋଗରେ ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP) । ଏହି ବିକ୍ଷୋଭ ପୂର୍ବରୁ ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ବୟାନ ଚର୍ଚ୍ଚାରେ…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ ଏଭଳି ଏକ ଖବର ଇଣ୍ଟରନେଟ୍‌ରେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଛି। ଏକ କଥିତ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବଡ଼ ଡେଙ୍ଗନେଲି ଗ୍ରାମ ନିକଟସ୍ଥ ଏକ କଲଭର୍ଟର ଗୋଟିଏ ପାର୍ଶ୍ୱ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ ଚିତ୍କାର ଶୁଣି ପଥଚାରି ଦୌଡିଯାଇ ଉଦ୍ଧାର କରିଥିଲେ । ଅଭିଯୁକ୍ତଙ୍କୁ କାବୁ କରି…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗୁରୁବାର ବ୍ୟାପକ ସଫେଇ ଅଭିଯାନ ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ ହୋଇଥିବା ଦିନିକିଆ କ୍ରିକେଟ୍‌ର ୫୫ ବର୍ଷର ଇତିହାସରେ ୫,୦୨୩ଟି ମ୍ୟାଚ ଖେଳାଯାଇଥିବାବେଳେ ଗୁଆହାଟୀରେ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ ବୈଭବଙ୍କୁ ‘TIME 100 Next 2026’ ତାଲିକାରେ ସ୍ଥାନ ମିଳିଛି। ଭବିଷ୍ୟତରେ ବିଶ୍ୱସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?